କୋଲେଷ୍ଟ୍ରଲ ନିୟନ୍ତ୍ରଣ କରେ ଦହି

ଦହି ଶରୀର ପାଇଁ ବେଶ୍‌ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଦହି ରକ୍ତରେ ନିର୍ମିତ ହେଉଥିବା କୋଲେଷ୍ଟ୍ରଲର ଅତ୍ୟଧିକ ମାତ୍ରାକୁ ନିୟନ୍ତ୍ରିତ କରିଥାଏ। ଯଦ୍ଦ୍ବାରା ଶିରାପ୍ରଶିରାରେ ରକ୍ତପ୍ରବାହ ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ ଏବଂ ହୃଦ୍‌ସ୍ପନ୍ଦନ ଠିକ୍‌ ରହିବ। ଏକ ଗବେଷଣାରୁ ଜଣାପଡ଼ିଛି, ଦୀର୍ଘ ସମୟ ଧରି ଦହି ସେବନ କରୁଥିବା ଲୋକଙ୍କ ମଧ୍ୟରେ ଉଚ୍ଚ ରକ୍ତଚାପ ସମସ୍ୟାର ଆଶଙ୍କା କମ୍‌ ଥାଏ। ଯେଉଁମାନେ ପ୍ରତିଦିନ ନିଜ କ୍ୟାଲୋରିର ମାତ୍ରାରେ ଅତିକମ୍‌ରେ ଦୁଇ ପ୍ରତିଶତ ଦହିରୁ ହାସଲ କରିଥାନ୍ତି, ସେମାନଙ୍କଠାରେ ଉଚ୍ଚ ରକ୍ତଚାପ ସମସ୍ୟା ଉପତ୍ନ୍ନ ହେବା ଆଶଙ୍କା ୩୧ ପ୍ରତିଶତ ହ୍ରାସ ପାଇଥାଏ। ଯଦି ଉଚ୍ଚ ରକ୍ତଚାପ ଅଧିକ ସମୟରୁ ରହିଆସୁଛି, ତେବେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ଗ୍ରହଣ କରନ୍ତୁ। ଏହାବ୍ୟତୀତ ଦହିରେ ଅନ୍ୟ ରୋଗରୁ ଆରୋଗ୍ୟ ଲାଭ କରିବାର ଗୁଣ ମଧ୍ୟ ଭରପୂର ରହିଛି। ଦହି ଦୈନନ୍ଦିନ ସେବନ କରିବା ଦ୍ୱାରା ପେଟ ସମ୍ବନ୍ଧୀୟ ରୋଗରୁ ରକ୍ଷା ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଶିଶୁଙ୍କ ମଧ୍ୟରୁ ୮ଜଣ ମୁଖ ଗହ୍ବର ସଂକ୍ରମଣରେ ପୀଡ଼ିତ: ରିପୋର୍ଟ

ନୂଆଦିଲ୍ଲୀ,୩୦।୯: ଭାରତୀୟ ଶିଶୁ ଅଧିକ ମୁଖ ଗହ୍ବର ସଂକ୍ରମଣ ସମସ୍ୟାରେ ପୀଡ଼ିତ ରହିଛନ୍ତି। କାଣ୍ଟାର ଆଇଏମ୍‌ଆର୍‌ବିର ରାଷ୍ଟ୍ରୀୟ ଅଧ୍ୟୟନରୁ ଜଣାପଡ଼ିଛି ଯେ, ୧୦ଶିଶୁଙ୍କ ମଧ୍ୟରୁ ୮ଜଣଙ୍କର...

ଯିଏ ଯେତେ ଅନ୍ତରଙ୍ଗ ହେଲେ ବି କୁହନ୍ତୁ ନାହିଁ ଏହି ୪ କଥା; ସୁଖରେ ରହିବେ…

ଚାଣକ୍ୟ ନୀତିରେ ଜୀବନର ମୂଲ୍ୟବୋଧ ସମ୍ବନ୍ଧରେ ଅନେକ କଥା ଉଲ୍ଲେଖ କରାଯାଇଛି। ଆଚାର୍ଯ୍ୟ ଚାଣକ୍ୟ ଏକ ଶ୍ଳୋକରେ ଚାରିଟି ବିଷୟରେ କହିଛନ୍ତି, ଯାହାକୁ ଜଣେ ବ୍ୟକ୍ତି...

ତ୍ୱଚା ପାଇଁ ଗୁଡ଼

ଗୁଡ଼ ଖାଇବା ନା କେବଳ ସ୍ବାସ୍ଥ୍ୟ ପକ୍ଷେ ହିତକର ବରଂ ଏହା ସୌନ୍ଦର୍ଯ୍ୟ ବୃଦ୍ଧି ଲାଗି ମଧ୍ୟ ବେଶ୍‌ ଉପକାରୀ। ତେଣୁ ସୌନ୍ଦର୍ଯ୍ୟ ଉପଚାର ଲାଗି...

କରୋନା ଭାଇରସ୍‌: ଆରମ୍ଭରୁ ଏ ଯାଏ

କରୋନା ଭାଇରସ୍‌ର ଇତିହାସ ଯେତିକି ରହସ୍ୟମୟ, ସେତିକି ପ୍ରଶ୍ନବାଚୀ। ଏହି ଭାଇରସ୍‌ ପ୍ରଥମେ ୧୯୩୦ ମସିହାର ଆବିଷ୍କୃତ ହୁଏ। ସେତେବେଳେ ଯୁକ୍ତରାଷ୍ଟ୍ର ଆମେରିକାର ନର୍ଥ ଡାକୋଟାଠାରେ...

ଯୁବାବସ୍ଥାରେ ହାଇପର୍‌ଟେନ୍‌ସନ

ବର୍ତ୍ତମାନ ଯୁବାବସ୍ଥାରେ ଅନେକଙ୍କଠାରେ ହାଇପର୍‌ଟେନ୍‌ସନ୍‌ ବା ଉଚ୍ଚ ରକ୍ତଚାପ ସମସ୍ୟା ଦେଖିବାକୁ ମିଳୁଛି। ଏଥିପାଇଁ ଆଜିର ଯୁବପିଢ଼ିଙ୍କ ଅସନ୍ତୁଳିତ ଖାଦ୍ୟାଭ୍ୟାସ ସାଙ୍ଗକୁ ପରିବର୍ତ୍ତିତ ଜୀବନଶୈଳୀ ମୁଖ୍ୟତଃ...

ଏସବୁ ଜିନିଷ ସହ ମିଶାଇ ଖାଆନ୍ତୁ ନାହିଁ ମହୁ…

ମହୁ ସ୍ବାସ୍ଥ୍ୟ ପାଇଁ  ଉପକାରୀ ହୋଇଥିବା ବେଳେ ଥଣ୍ଡା ଲାଗି ବରଦାନ ସଦୃଶ ହୋଇଥାଏ। ଥଣ୍ଡା ଜ୍ୱର ସମୟରେ ତୁଳସୀ ପତ୍ରରେ ମହୁ ମିଶାଇ ସେବନ...

ହୃଦ୍‌ରୋଗୀଙ୍କ ପାଇଁ ଉପକାରୀ ଚେରି

ଚେରି ସ୍ବାସ୍ଥ୍ୟ ପକ୍ଷେ ଖୁବ୍‌ ଭଲ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଜାଣନ୍ତୁ ଏହାର ଉପକାରୀ ଗୁଣ ସମ୍ପର୍କରେ… – ଏଥିରେ କାର୍ବୋହାଇଡ୍ରେଟ୍‌, ଭିଟାମିନ ‘ଏ’,...

ଜୀବନ ଜୀବିକା ଓ ଜୈବ ବିବିଧତା

”ମଣିଷ ଏବେ ଉଭା ହୋଇପଡ଼ିଛି ପ୍ରକୃତିର ପ୍ରଧାନ ପ୍ରତିଦ୍ୱନ୍ଦ୍ୱୀ ରୂପେ । ସଂପ୍ରତି ମଣିଷ ସଂଘର୍ଷରତ ଉଦ୍ଭିଦଜଗତ ସହ, ସଂଘର୍ଷରତ ପ୍ରାଣିଜଗତ ସହ ଏବଂ ଏପରି...

Coronavirus Update


Archives

Model This Week

Why Dharitri