କୋଲେଷ୍ଟରଲ ନିୟନ୍ତ୍ରଣ କରେ ଗ୍ରୀନ୍‌ ମଟର

ଗ୍ରୀନ୍‌ ମଟରରେ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏହାକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲକଲେ ତାହା ଶରୀରରେ କୋଲେଷ୍ଟରଲକୁ ନିୟନ୍ତ୍ରଣ କରିଥାଏ। ତା’ସହ ବ୍ଲଡ୍‌ପ୍ରେସର ରୋଗୀଙ୍କ ପାଇଁ ଏହା ମଧ୍ୟ ଉପକାରୀ ସାବ୍ୟସ୍ତ ହୋଇଥାଏ। ଗ୍ରୀନ୍‌ ମଟରରେ ‘ଭିଟାମିନ୍‌-କେ’ ଭରି ରହିଛି। ତେଣୁ ଏହାକୁ ଖାଇଲେ ଅସ୍ଥି ମଜଭୁତ ହୋଇଥାଏ। ଏଥିରେ ଆଣ୍ଟି ଅକ୍ସିଡାଣ୍ଟ ଭରି ରହିଛି। ହୃଦ୍‌ରୋଗୀ ଏହାକୁ ନିଜ ଖାଦ୍ୟ ତାଲିକାରେ ସାମିଲ କରିପାରନ୍ତି। ଗ୍ରୀନ୍‌ ମଟରରେ ପ୍ରଚୁର ପରିମାଣରେ ଫାଇବର ରହିଛି। ତେଣୁ ଏହାକୁ ଆଲଜିମର୍ସ ରୋଗୀ ଖାଇଲେ ସେମାନଙ୍କ ସ୍ମରଣ ଶକ୍ତିରେ ଉନ୍ନତି ପରିଲକ୍ଷିତ ହୋଇଥାଏ। ଏକ ସଦ୍ୟତମ ଗବେଷଣାରୁ ଆମେରିକୀୟ କ୍ୟାନ୍‌ସର ବିଶେଷଜ୍ଞମାନେ ଜାଣିପାରିଛନ୍ତି ଯେ, ଫୁସ୍‌ଫୁସଜନିତ କ୍ୟାନ୍‌ସର ରୋଗୀ ଏହାକୁ ଖାଇଲେ ଯନ୍ତ୍ରଣାରୁ କେତେକାଂଶରେ ଉପଶମ ଲାଭ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୩ ରାଶିର ଯୁବତୀ ହୋଇଥାନ୍ତି ବହୁତ ଦୟାବତୀ; ଅନ୍ୟର ଖୁସି ପାଇଁ କିଛି ବି କରିପାରନ୍ତି

ସମାଜରେ କିଛି ଲୋକ ଏପରି ଅଛନ୍ତି ଯେଉଁମାନେ ନିଜଠାରୁ ଅନ୍ୟମାନଙ୍କ ବିଷୟରେ ଅଧିକ ଚିନ୍ତା କରିଥାନ୍ତି। ଏମାନେ କାହାର କଷ୍ଟ ଦେଖିପାରନ୍ତି ନାହିଁ। ସମସ୍ତଙ୍କର ସାହାଯ୍ୟ...

ଷ୍ଟାଇଲିଶ୍‌ ଦୁପଟ୍ଟା

ଫ୍ୟାଶନ୍‌ ଟ୍ରେଣ୍ଡ ଏବଂ ଷ୍ଟାଇଲ୍‌ ଦିନକୁ ଦିନ ବଦଳୁଛି। ଏହାକୁ ଆପଣେଇ ପାରିଲେ ଆପଣ ନିଜକୁ ଆହୁରି ଷ୍ଟାଇଲିଷ୍ଟ କରିପାରିବେ। ଆପଣ ଟ୍ରେଣ୍ଡରେ ଥିବା ଅଲଗା...

କ୍ୟାଣ୍ଡେଲ ମସାଜ ଥେରାପି

ତ୍ୱଚାର ସୌନ୍ଦର୍ଯ୍ୟ ବୃଦ୍ଧି ସହ ଶରୀରକୁ ଫିଟ୍‌ ରଖିବା ଲାଗି ଅଧିକାଂଶ ବିଭିନ୍ନ ମସାଜ ଥେରାପି ଆପଣାଉଥିବା ଦେଖିବାକୁ ମିଳୁଛି। ଯାହା ଭିତରୁ ବର୍ତ୍ତମାନ ଖୁବ୍‌...

କର୍କଟରୁ ଦୂରେଇ ରଖେ ଏହି ଚଟଣି…

ଅନେକ ସମୟରେ ଆମେ ବିଭିନ୍ନ ପ୍ରକାର ଚଟଣିକୁ ଖାଦ୍ୟରେ ସାମିଲ କରିଥାଉ। ଯାହା ଖାଦ୍ୟର ସ୍ବାଦ ବଦଳାଇ ଦେବା ସହ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର...

ଗରିବରୁ ଧନୀ ହେବେ କିପରି

ମନୁଷ୍ୟ ସର୍ବଦା ଧନୀ ହେବାକୁ ଚେଷ୍ଟା କରେ। ଏକ ସୁଖମୟ ଜୀବନ ବଞ୍ଚିବାକୁ ଚାହେଁ। ଏ ନେଇ ଅର୍ଥ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏପରି ପରିସ୍ଥିତିରେ...

ଫ୍ୟାଶନ୍‌: ମ୍ୟାକ୍ସି ଡ୍ରେସ୍‌

ଆଜିକାଲି ମା୍ୟାକ୍ସି ଡ୍ରେସ୍‌କୁ ଯୁବତୀମାନେ ବହୁତ ପସନ୍ଦ କରୁଛନ୍ତି। ଏହା କମ୍ଫଟେବୁଲ ହେବା ସହ ଷ୍ଟାଇଲିଶ୍‌ ଲୁକ୍‌ ବି ଦେଇଥାଏ। ତେବେ କମ୍‌ ଉଚ୍ଚତା ଥିବା...

ଖରାଦିନେ ପିଅନ୍ତୁ ଏପରି ଜୁସ୍‌ : ମିଳିବ ଅନେକ…

ଖରାଦିନେ ଗରମ ହେବା ସହିତ ସ୍ବାସ୍ଥ୍ୟଜନିତ ଅନେକ ସମସ୍ୟା ଦେଖାଯାଇଥାଏ। ତେବେ ଏହା ଉପରେ ପ୍ରଥମରୁ ଧ୍ୟାନଦେବା ଉଚିତ। ଖରାଦିନେ ଆମକୁ ଥଣ୍ଡା ପାନୀୟ ଅଧିକ...

ନେଡ଼ି ଗୁଡ଼ କହୁଣୀକୁ ବୋହିଯିବା ଆଗରୁ ଏଭଳି ସହଜ ଉପାୟରେ ଚିହ୍ନନ୍ତୁ ସ୍ବାର୍ଥପର ପାର୍ଟନରଙ୍କୁ, ଖାଇବେନି ଧୋକା…

ସମସ୍ତେ ଚାହାନ୍ତି ଯେ ସେମାନଙ୍କ ପାର୍ଟନର ସଚ୍ଚୋଟ ହୁଅନ୍ତୁ। ସେମାନଙ୍କ ଉପରେ ବିଶ୍ୱାସ କରନ୍ତୁ, ଓ ସେମାନଙ୍କ ସୁଖ ଏବଂ ଦୁଃଖରେ ସର୍ବଦା ସେମାନଙ୍କ ପାଖରେ...

Advertisement
Archives

Model This Week