କୋଲେଷ୍ଟରଲ ସମସ୍ୟା ଥିଲେ…

ଧନିଆ ପତ୍ର କେବଳ ତରକାରୀର ସ୍ବାଦ ବଢ଼ାଇ ଥାଏ ତାହା ନୁହେଁ ଏଥିରେ ପୋଷକତ୍ତ୍ୱ, ପୋଟାସିୟମ, କ୍ୟାଲସିୟମ, ଭିଟାମିନ୍‌ ଓ ମାଙ୍ଗାନିଜ ଭରପୁର ମାତ୍ରାରେ ରହିଥାଏ। ଯାହା ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହ ମଣିଷକୁ ରୋଗମୁକ୍ତ କରାଇଥାଏ। ଜାଣନ୍ତୁ ଏହାର ଉପକାରୀ ଗୁଣ ସମ୍ପର୍କରେ:

– ଏଥିରେ ଥିବା କେତେକ ଗୁଣ ଆମକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ।

-ଏହା କୋଲେଷ୍ଟରଲସ୍ତର କମ୍‌ ମଧ୍ୟ କରିଥାଏ।

– ଏଥିରେ କ୍ୟାଲୋରି କମ୍‌ ଥାଏ ଯାହା ଓଜନ କମ୍‌ କରିବାରେ ସାହାଯ୍ୟ କରିଥାଏ।

– ପାଚନତନ୍ତ୍ରକୁ ଠିକ୍‌ ଭାବେ କାର୍ଯ୍ୟ କରାଇବା ସହ ଯକୃତକୁ ମଧ୍ୟ ସୁସ୍ଥ ରଖିଥାଏ।

– ମଧୁମେହ ରୋଗୀଙ୍କ ପାଇଁ ମଧ୍ୟ ଏହା ବରଦାନ ସଦୃଶ ହୋଇଥାଏ।

– ରକ୍ତହୀନତା ସହ ହୃତ୍‌ପିଣ୍ଡ ରୋଗୀଙ୍କ ପାଇଁ ମଧ୍ୟ ଲାଭଦାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆପଣବି ହୋଇ ପାରିବେ ଭାଗ୍ୟଶାଳୀ, ଘରେ ଲଗାନ୍ତୁ ଏହି ଗଛ

ଏକ ସାମଞ୍ଜସ୍ୟପୂର୍ଣ୍ଣ ଏବଂ ସମୃଦ୍ଧ ଜୀବନ୍ତ ପରିବେଶ ସୃଷ୍ଟି କରିବାର ପ୍ରୟାସରେ, ଉଦ୍ଭିଦଗୁଡିକୁ ଏକୀକୃତ କରିବା କେବଳ ଆପଣଙ୍କ ଘରର ସୌନ୍ଦର୍ଯ୍ୟ ବୃଦ୍ଧିରେ ସାହାଯ୍ୟ କରେନାହିଁ...

ପୃଥିବୀ ବାହାରେ ଡାଇନୋସର

ବିଭିନ୍ନ ଜାତିର ଜୀବମାନଙ୍କ ଭିତରୁ ସରୀସୃପ ଅନ୍ୟତମ। ସାପ, ଝିଟିପିଟି, ଏଣ୍ଡୁଅ, କଇଁଛ, ଗୋଧି ଓ କୁମ୍ଭୀର ଭଳି କାତି ରହିଥିବା ଟାଣ ଓ ଶୁଖିଲା...

ବାସ୍ତୁରେ ଶୋଇବାକୁ ନେଇ ରହିଛି ନିୟମ, ଜାଣିଲେ ଶରୀର ସହ ନିଦ୍ରା ଉପରେ ପଡ଼ିବନି କୁପ୍ରଭାବ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଶୋଇବା ସମୟରେ ମଧ୍ୟ କିଛିଟା ନିୟମ ମାନିବାକୁ ହୁଏ। ନଚେତ୍‌ ଏହାର କୁପ୍ରଭାବ ଆମର ଶରୀର ଓ ମନ ସହିତ ନିଦ୍ରା ଉପରେ...

ବାସ୍ତୁ ଅନୁଯାୟୀ କେଉଁ ମୂର୍ତ୍ତିକୁ ଘରେ ରଖିବା ଶୁଭ, ଜାଣନ୍ତୁ…

ସାଜସଜ୍ଜା ପାଇଁ ଘରେ ଆମେ ବିଭିନ୍ନ ପ୍ରକାରର ଆକର୍ଷଣୀୟ ମୂର୍ତ୍ତି ରଖିଥାଉ। କିନ୍ତୁ କିଛି ମୂର୍ତ୍ତିକୁ ବାସ୍ତୁ ଅନୁଯାୟୀ ବହୁତ ଶୁଭ ବୋଲି କୁହାଯାଏ; ଯାହାକୁ...

ଅଦ୍ଭୁତ ପାଣି, ଲାଭ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସମସ୍ତେ ବିଶୁଦ୍ଧ ପାଣି ପିଇବାକୁ ଚାହାନ୍ତି। ଏହା ଅନେକ ଲୋକଙ୍କ ପାଇଁ ମଧ୍ୟ ଉପଲବ୍ଧ। କିନ୍ତୁ ଧନୀ ଲୋକମାନେ ଅନ୍ୟ କିଛି ଚାହାନ୍ତି। ସେମାନେ କିଛି...

ପ୍ରଦୂଷଣ: କାରଣ, ନିରାକରଣ

ପୂଜା ଓ ବିଶ୍ୱତାପନ : ପୂଜା ମଞ୍ଚରେ ଅଧିକ ୱାଟ୍‌ର ଉଜ୍ଜ୍ୱଳ ଆଲୋକବତି ବ୍ୟବହାର କରିବା ଦ୍ୱାରା ବିଦ୍ୟୁତ୍‌ ଶକ୍ତିର ଘୋର ଅପଚୟ ଘଟୁଛି। ଆମ...

ଭୟଙ୍କର ସ୍ବପ୍ନ ଦେଖିବା ପରେ ଲାଗେ ଡର, ରକ୍ଷା ପାଇବା ପାଇଁ ଉପାୟ…

ନିଦରେ ସ୍ବପ୍ନ ଦେଖିବା ସାଧାରଣ କଥା। କିନ୍ତୁ ବେଳେବେଳେ ନିଦରେ ଏମିତି କିଛି ସ୍ବପ୍ନ ଦେଖିଥାଉ, ଯାହା ଖୁବ୍‌ ଭୟଙ୍କର ହୋଇଥାଏ। ନିଦ ଭାଙ୍ଗିଲା ପରେ...

ବାସ୍ତୁଦୋଷ ଥିଲେ ଘରେ ଉପୁଜିଥାଏ ଅଶାନ୍ତି, ଦୂର ପାଇଁ ପ୍ରତିକାରର ଉପାୟ…

ଅନେକେ ବିଶ୍ୱାସ କରନ୍ତି, ଘରେ କୌଣସି ବାସ୍ତୁଦୋଷ ଥିଲେ ବହୁ ପ୍ରକାରର ଅଶାନ୍ତି ଉପୁଜିଥାଏ। ତେଣୁ ଏହି ବାସ୍ତୁଦୋଷକୁ ସହଜରେ କିପରି ଦୂର କରିହେବ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri