କୋଲ୍‌ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ଟ୍ରେଡ୍‌ ୟୁନିୟନ୍‌ର ବିରୋଧ: କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ କୋଇଲା ପରିବହନ ବାଧାପ୍ରାପ୍ତ

ଲଖନପୁର, ୨୪।୯(ଡି.ଏନ.ଏ.)- କେନ୍ଦ୍ର ସରକାର କୋଲ୍‌ ଇଣ୍ଡିଆରେ ଶତପ୍ରତିଶତ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶ କରିବାପାଇଁ କ୍ୟାବିନେଟରେ ନିଷ୍ପତ୍ତି ନେଇଛନ୍ତି। ଏହାକୁ ଏଆଇଟିୟୁସି, ଆଇଏନ୍‌ଟିୟୁସି, ସିଆଇଟିୟୁ, ଏଚ୍‌ଏମ୍‌ଏସ୍‌ ଆଦି ଟ୍ରେଡ ୟୁନିୟନ୍‌ମାନେ ବିରୋଧ କରିଛନ୍ତି। ଏହି ସବୁ ଯୁନିଅନଗୁଡ଼ିକର ନେତୃବୃନ୍ଦ ଓ କର୍ମଚାରୀମାନେ ମଙ୍ଗଳବାର ସକାଳେ ଏମ୍‌ସିଏଲ୍‌ ଲଖନପୁର ଖେତ୍ରାଧିନ ବେଲପାହାଡ ଓ ଲଖନପୁର ଖୋଲା ମୁହଁ କୋଇଲା ଖଣିର ବିଭିନ୍ନ ଅଞ୍ଚଳରେ ପହଞ୍ଚି ପିକେଟିଙ୍ଗ କରି ବନ୍ଦ କରିଛନ୍ତି । ଫଳରେ କୋଇଲା ଉତ୍ପାଦନ ଓ ପରିବହନ ସମ୍ପୁର୍ଣ୍ଣ ବାଧାପ୍ରାପ୍ତ ହୋଇଛ। କମ୍ପାନୀର କୋଟି କୋଟି ଟଙ୍କା କ୍ଷତି ହୋଇଛି ।

ଉପରୋକ୍ତ ଟ୍ରେଡ୍‌ ୟୁନିୟନ୍‌ ମାନେ ମଙ୍ଗଳବାର ଗୋଟିଏ ଦିନ ବନ୍ଦ ଡାକରା ଦେଇଥିବା ବେଳେ ଅଖିଳ ଭାରତୀୟ ମଜଦୁର ସଂଘ ୫ଦିନ ବନ୍ଦ ଡାକରା ଦେଇଛି । ଏହି ଆନ୍ଦୋଳନ ସୋମବାରରୁ ଆରମ୍ଭ ହୋଇଥିବା ବେଳେ ମଙ୍ଗଳବାର ଏହାର ଦ୍ୱିତୀୟ ଦିନ।


Enter your email to get our daily news in your inbox.

All Right Reserved By Dharitri.Com

ବାପା-ଝିଅଙ୍କୁ ଧକ୍କା ଦେଲା ଅଜଣା କାର୍‌: ଆଉ ତା’ପରେ ଘଟିଲା…

ଦାରିଙ୍ଗବାଡ଼ି, ୩୧।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଏକ ଅଜଣା କାର୍‌ ଧକ୍କାରେ ବାପା ଓ ତାଙ୍କ ୬…

ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ବଢ଼ିଲା ଟିମଇଣ୍ଡିଆର ଟେନ୍‌ସନ୍‌: ପୁଣି ଫେଲ ମାରିଲେ..

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ଦଳର ଷ୍ଟାର୍‌ ଓପନର ଯଶସ୍ବୀ ଜୟସ୍ବାଲଙ୍କ ଖରାପ ଫର୍ମ ଏବେ ଟିମ ଇଣ୍ଡିଆର ଚିନ୍ତା ବଢ଼ାଇଛି। ନ୍ୟୁଜିଲାଣ୍ଡ ଏ’ ବିପକ୍ଷ ଦ୍ୱିତୀୟ…

ବଡ଼ ରେକର୍ଡ କରିଦେଲେ ଶ୍ରେୟସ ଆୟର: ରୋହିତ ଶର୍ମାଙ୍କୁ ପକାଇଲେ ପଛରେ

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ରେ ଭାରତୀୟ ଦଳକୁ ଚତୁର୍ଥ ମ୍ୟାଚ୍‌ରେ ବଡ଼ ପରାଜୟର ସାମ୍ନା କରିବାକୁ ପଡ଼ିଛି। ପ୍ରଥମ ୩ଟି ମ୍ୟାଚ…

ଭୋଟ ଦେବାକୁ ଆନ୍ଧ୍ର କରୁଛି ବ୍ଲାକ୍‌ମେଲ୍‌: ଲୋକଙ୍କୁ ବୁଝାଇଲେ ବିଧାୟକ

ନନ୍ଦପୁର,୩୧ା୧୦(ତୁଷାର କାନ୍ତ ମହାନ୍ତି):ଆନ୍ଧ୍ରରେ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଆନ୍ଧ୍ର ସୀମାନ୍ତକୁ ଲାଗି ରହିଥିବା ପଞ୍ଚାୟତଗୁଡ଼ିକରେ ରାଜନୈତିକ ଓ ପ୍ରଶାସନିକ…

ସରକାର ଆଗୁଆ ପ୍ରସ୍ତୁତ ହୋଇଥିଲେ ଏତେ ଖରାପ ଅବସ୍ଥା ହୋଇ ନ ଥାଆନ୍ତା: ବିଜେଡି

ଭୁବନେଶ୍ୱର, ୩୧।୧୦(ସୁନିତ୍‌ ମିଶ୍ର): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସମ୍ପର୍କରେ ଆଗୁଆ ସତର୍କ ସୂଚନା ଜାରି ହୋଇଥିବା ସତ୍ତ୍ୱେ ଗଞ୍ଜାମ…

ଆଜି ଅବପାତ, ୩ ଯାଏ ବର୍ଷା ସମ୍ଭାବନା, ଏହି ସବୁ ଜିଲାକୁ…

ଭୁବନେଶ୍ୱର, ୩୧ା୧୦ (ବନ୍ଦନା ସେଠୀ): ବାତ୍ୟା ‘ଅର୍ଣ୍ଣବ’ ପରେ ଜାରି ରହିଥିବା ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ବିଭୀଷିକା ଲାଗି ରହିଛି। ଶୁକ୍ରବାର ବର୍ଷା ପରିମାଣ…

୨୦୨୭ରେ ଏତିକି ଦିନ ରହିବ ସରକାରୀ ଛୁଟି: ଆସିଲା ଲିଷ୍ଟ୍‌

ଭୁବନେଶ୍ୱର,୩୧ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୭ ବର୍ଷ ପାଇଁ ସରକାରୀ ଛୁଟି ତାଲିକା ପ୍ରକାଶ ପାଇଛି। ରାଜସ୍ବ ବିଭାଗ ପକ୍ଷରୁ ଜାରି ତାଲିକା ଅନୁଯାୟୀ, ବର୍ଷକ ମଧ୍ୟରେ…

ଭାଙ୍ଗିଲା ଭୁଟାନ ଗ୍ଲେସିଅର ହ୍ରଦ

ଥିମ୍ପୁ, ୩୧ା୧୦: ଭୁଟାନରେ ଏକ ଗ୍ଲେସିଅର ହ୍ରଦ ଭାଙ୍ଗିବା ଜନିତ ବନ୍ୟା(ଜିଏଲ୍‌ଓଏଫ୍‌) କାରଣରୁ ଉତ୍ତର ପଶ୍ଚିମବଙ୍ଗର କେତେକ ଅଞ୍ଚଳରେ ଉଚ୍ଚ ବନ୍ୟା ସତର୍କତା ଜାରି କରାଯାଇଛି। ସଙ୍କୋଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?