Posted inଜାତୀୟ

କୋଳକାତା ରାଜା ବଜାରରେ ଦୁଇ ମହଲା ଘରେ ଲାଗିଲା ନିଆଁ

କୋଲକାତା,୧୬।୨: ପଶ୍ଚିମବଙ୍ଗ ନାରକେଲଦାଙ୍ଗ ଅଞ୍ଚଳରେ ଥିବା ରାଜା ବଜାରରେ ଏକ ଦୁଇ ମହଲା ଘରେ ରବିବାର ଅପରାହ୍ନରେ ନିଆଁ ଲାଗିଯାଇଥିବା ଜଣାପଡିଛି। ଖବର ପାଇଁ ୧୨ଟି ଦମକଳ ଗାଡି ନିଆଁ ଲିଭା କାର୍ଯ୍ୟରେ ଲାଗିଥିବା ବେଳେ ଏପର୍ଯ୍ୟନ୍ତ ମୃତାହତଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ନିଆଁ ଲାଗିବାର କାରଣ ମଧ୍ୟ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନିଃଶ୍ୱାସରେ ୮ ମିଟର ଯାଇପାରେ ଭୂତାଣୁ

ନୂଆଦିଲ୍ଲୀ,୨ା୪: କରୋନା ସଂକ୍ରମଣ ରୋକିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ଆମେରିକା ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନ୍‌ଶନ (ସିଡିସି) ପକ୍ଷରୁ...

ଚିତା ସାବକକୁ କ୍ଷୀର ପିଆଇଲେ ଯୋଗୀ

ଲକ୍ଷ୍ନୌ,୬ ।୧୦: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଗୋରଖପୁରର ଶହୀଦ ଉଶଫାକ ଉଲ୍ଲା ଖାଁ ପ୍ରାଣୀ ଉଦ୍ୟାନ(ଗୋରଖପୁର ଚିଡିଆଖାନା)ରେ ଚିତାବାଘର ଦୁଇ ସାବକଙ୍କୁ...

ଆମରଣ ଅନଶନ ଭାଙ୍ଗିଲେ ସିଦ୍ଧୁ

ନୂଆଦିଲ୍ଲୀ,୯।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାରେ ୪ ଚାଷୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରା କ୍ରାଇମ୍‌...

ଦିଲ୍ଲୀରେ ଜାରି ରହିବ ବର୍ତ୍ତମାନର ଅବକାରୀ ନୀତି: କେଜ୍‌ରିୱାଲ ଦେଲେ ମଞ୍ଜୁରୀ

ନୂଆଦିଲ୍ଲୀ,୧୫।୩: ରାଜଧାନୀ ଦିଲ୍ଲୀରେ ବର୍ତ୍ତମାନ ଚାଲିଥିବା ଅବକାରୀ ନୀତି ଆଗକୁ ମଧ୍ୟ ଜାରି ରହିବ। ବର୍ତ୍ତମାନର ଅବକାରୀ ନୀତିକୁ ୬ ମାସ ବୃଦ୍ଧି କରିବା ପ୍ରସ୍ତାବକୁ...

ସିଆଚେନ୍‌ରେ ସେନାମୁଖ୍ୟ ନରାଓ୍ବଣେ: ଯବାନଙ୍କୁ କଲେ ପ୍ରଶଂସା

ଲେହ,୯।୧: ଭାରତୀୟ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଗୁରୁବାର ସିଆଚେନ୍‌ରେ ପହଞ୍ଚିଛନ୍ତି। ସେଠାରେ ମୁତୟନ ଥିବା ଯବାନଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇବା ସହିତ ସୁରକ୍ଷା...

ପୁଣି ବିପଦ ମାଡ଼ି ଆସୁଛି: ଭାରତରେ ମାରାତ୍ମକ ନୂଆ ଭାରିଆଣ୍ଟ୍‌ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଥିବାବେଳେ ବିପଦ ଉପରେ ପୁଣି...

ଦେଶରେ ୧୧ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା ହୋଇଛି: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୪।୫: ଦେଶର କରୋନା ସଂକ୍ରମଣ ରୋକିବା ପାଇଁ ନମୁନା ପରୀକ୍ଷା ଉପରେ ଗୁରୁତ୍ୱାରୋପ କରାଯାଇଛି। ସୋମବାର ସୁଦ୍ଧା ୧୧ ଲକ୍ଷ ୭ ହଜାର ୨୩୩ ଲୋକଙ୍କ...

ବିବାହ ଉତ୍ସବକୁ ଆସନ୍ତୁ ନାହିଁ, ଏମିତି କହି ନିବେଦନ କରୁଛନ୍ତି କନ୍ୟାଙ୍କ ମାତାପିତା; କାରଣ…

ନୂଆଦିଲ୍ଲୀ,୨୦ା୧୧: ଦିଲ୍ଲୀରେ ଶାସକ ଆମ ଆଦ୍‌ମୀ ପାର୍ଟି ସରକାର ବିବାହ ସମାରୋହରେ କେବଳ ୫୦ ଅତିଥି ଯୋଗ ଦେବା ପାଇଁ ଆଦେଶ ଦେଇଛନ୍ତି। ଏହା ପରେ...

Advertisement
Archives

Model This Week