Posted inଖେଳ

କୋହଲିଙ୍କୁ ପଛରେ ପକାଇଲେ ରୋହିତ

ମାଉଣ୍ଟ ମାଉଁଗନୁଇ,୨।୨- ଅନ୍ତର୍ଜାତୀୟ ଟି୨୦ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉପଅଧିନାୟକ ରୋହିତ ଶର୍ମାଙ୍କ ମଧ୍ୟରେ ଛକାପଞ୍ଛା ଲାଗି ରହିଛି। ନ୍ୟୁଜିଲାଣ୍ଡ ବିପକ୍ଷ ୫ମ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ରୋହିତ ୬୦ ରନ୍‌ର ଅପରାଜିତ ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି। ଏହା ତାଙ୍କ କ୍ୟାରିୟରର ୨୫ତମ ଅର୍ଦ୍ଧଶତକ, ଯାହାକି ଅନ୍ତର୍ଜାତୀୟ ଟି୨୦ରେ ସର୍ବାଧିକ। ତାଙ୍କ ପଛକୁ ୨୪ ଅର୍ଦ୍ଧଶତକ ସହ ରହିଛନ୍ତି ଭାରତୀୟ ଅଧିନାୟକ କୋହଲି। ଏହି ତାଲିକାରେ ନ୍ୟୁଜିଲାଣ୍ଡ ଓପନର ମାର୍ଟିନ ଗୁପଟିଲ ଓ ପଲ ଷ୍ଟ୍ରିଲିଙ୍ଗ ୧୭ ଅର୍ଦ୍ଧଶତକ ସହ ମିଳିତ ତୃତୀୟରେ ଅଛନ୍ତି। ଅଷ୍ଟ୍ରେଲିଆ ଓପନର ଡେଭିଡ ଓ୍ବାର୍ନର (୧୬) ମଧ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri