Posted inଖେଳ

କୋହଲିଙ୍କୁ ମିଳୁନାହିଁ ଛୁଟି

ନୂଆଦିଲ୍ଲୀ,୧୯।୧୧- ଭାରତୀୟ ଅଧିନାୟକ ବିରାଟ କୋହଲି ବିଶ୍ୱର ଅନ୍ୟତମ ଫିଟ୍‌ କ୍ରିକେଟର। ଏଥିରେ କୌଣସି ଦ୍ୱନ୍ଦ୍ୱ ନାହିଁ। ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ସତ୍ତ୍ୱେ ୩୧ ବର୍ଷୀୟ ବ୍ୟାଟ୍ସମ୍ୟାନ କଦାପି ଓ୍ବାର୍କଆଉଟ ସେସନ ମିସ୍‌ କରନ୍ତି ନାହିଁ ଓ ସର୍ବଦା ନିଜ ଡାଏଟ୍‌ରେ ରୁହନ୍ତି। ବାଂଲାଦେଶ ବିପକ୍ଷ ଦିବାରାତ୍ର ଟେଷ୍ଟ ପୂର୍ବରୁ କୋହଲି ଜିମ୍‌ରେ କସରତ କରୁଥିବାବେଳର ଏକ ଭିଡିଓ ଅଫିସିଆଲ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଉକ୍ତ ଭିଡିଓରେ ଭାରତୀୟ ଅଧିନାୟକ ନିଜ ୮ ପ୍ୟାକ ଆବ୍ସ ଦେଖାଇ ପୁଲ ଅପ୍ସ କରୁଛନ୍ତି। ଏହାର କ୍ୟାପଶନରେ ସେ ଲେଖିଛନ୍ତି, ନୋ ଡେଜ ଅଫ୍‌। ଏହାର ଅର୍ଥ ଛୁଟି ମିଳୁନାହିଁ। ବାଂଲାଦେଶ ବିପକ୍ଷ ଇନ୍ଦୋର ଟେଷ୍ଟ ୩ ଦିନରେ ଶେଷ ହେଲା ପରେ ପିଙ୍କ ବଲ ଟେଷ୍ଟ ଲାଗି ପ୍ରସ୍ତୁତି ଚାଲିଛି। ଏହାସତ୍ତ୍ୱେ କୋହଲି ଜିମ୍‌ରେ ଝାଳ ବୁହାଉଛନ୍ତି।

https://www.facebook.com/DharitriNews/videos/571139003676271/


Enter your email to get our daily news in your inbox.

All Right Reserved By Dharitri.Com

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଏକାସାଙ୍ଗରେ ଗଠନ ହେବ ୬ ଗ୍ରହଙ୍କ ବିରଳ ମହାସଂଯୋଗ: ମାଲାମାଲ ହେବେ କର୍କଟ ସମେତ ଏହି ୬ ରାଶି

ଗ୍ରହ ଗୋଚର ଦୃଷ୍ଟିରୁ ସେପ୍ଟେମ୍ବର ମାସର ପ୍ରଥମ ତାରିଖ ଅତ୍ୟନ୍ତ ବିଶେଷ ଏବଂ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ଦିନ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri