Posted inଖେଳ

କୋହଲିଙ୍କୁ ସରପ୍ରାଇଜ ଦେଲେ ଅନୁଷ୍କା

ନୂଆଦିଲ୍ଲୀ,୨୫।୧୧- ବାଂଲାଦେଶ ବିପକ୍ଷ ଦିବାରାତ୍ର ଟେଷ୍ଟ ଜିତିବା ପରେ ଭାରତୀୟ ଅଧିନାୟକ ବିରାଟ କୋହଲି ରବିବାର ରାତି ପର୍ଯ୍ୟନ୍ତ କୋଲକାତାରେ ଥିଲେ। ମ୍ୟାଚ୍‌ ସହ ଜଡ଼ିତ ସମସ୍ତ କାମ ସାରିବା ପରେ ୩୧ ବର୍ଷୀୟ କୋହଲି ମୁମ୍ବାଇ ଫେରିଆସିଥିଲେ। ସେଠାରେ ପହଞ୍ଚତ୍ବା ପରେ ୩୧ ବର୍ଷୀୟ ବ୍ୟାଟ୍ସମ୍ୟାନଙ୍କୁ ସରପ୍ରାଇଜ ଦେଇଥିଲେ ପତ୍ନୀ ଅନୁଷ୍କା ଶର୍ମା। କୋହଲିଙ୍କ ଫ୍ଲାଇଟ ପହଞ୍ଚତ୍ବା ପୂର୍ବରୁ ବଲିଉଡ ଅଭିନେତ୍ରୀ ବିମାନ ବନ୍ଦରରେ ଅପେକ୍ଷା କରିଥିଲେ। କୋହଲି ବିମାନ ବନ୍ଦରରେ ପହଞ୍ଚତ୍ କାର ଭିତରକୁ ଏଣ୍ଟ୍ରି କରିବା କ୍ଷଣୀ ବହୁତ ଖୁସି ଥିବା ଅନୁଷ୍କା ହଗ କରିଥିଲେ। ଏହାର ଭିଡିଓ ଓ ଫଟୋ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଇନା, କୋହଲିଙ୍କୁ ପଛରେ ପକାଇବା ଲାଗି ରୋହିତ୍‌ଙ୍କ ନିକଟରେ ସୁଯୋଗ

ଆବୁଧାବି, ୧୧।୧୦: ଆଇପିଏଲ୍‌ ଚଳିତ ସଂସ୍କରଣର ୨୭ତମ ମୁକାବିଲାରେ ରବିବାର ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା ଦିଲ୍ଲୀ କ୍ୟାପିଟାଲ୍ସ ସହ ହେବ। ସ୍ଥାନୀୟ ଶେଖ୍‌...

ଭିନେଶଙ୍କୁ ସ୍ବର୍ଣ୍ଣ, ବଜରଙ୍ଗ ଫାଇନାଲରେ

ରୋମ୍‌, ୮ା୩(ପି.ଟି.)-ମାଟେଓ ପେଲିକନ୍‌ ର଼୍ୟାଙ୍କିଙ୍ଗ ସିରିଜ ଇଭେଣ୍ଟରେ ଭାରତର ଷ୍ଟାର ରେସ୍‌ଲର ଭିନେଶ ଫୋଗତ୍‌ ୫୩ କେଜି ଶ୍ରେଣୀରେ ସ୍ବର୍ଣ୍ଣ ପଦକ ହାସଲ କରିବା ସହ...

ଏସବୁ ସୁନ୍ଦରୀ କ୍ରିକେଟର: ପଡ଼ିଆରେ ମାରନ୍ତି ଚଉକା ଛକା

ଓ୍ବାଶିଂଟନ,୨୬।୧୨: ଦୁନିଆର ମହିଳା କ୍ରିକେଟ ଦଳରେ ଥିବା କେତେକ ସୁନ୍ଦରୀ କ୍ରିକେଟର ଦେଖିବାକୁ ଯେମିତି ଖେଳ ପଡ଼ିଆରେ ତାଙ୍କର ଯାଦୁ ମଧ୍ୟ ସେମିତି। ସେମାନେ ପଡ଼ିଆକୁ...

ବୋଟାସ ଜିତିଲେ ଅଷ୍ଟ୍ରିଆନ ଗ୍ରାଁ ପ୍ରି

ସ୍ପେଲବର୍ଗ(ଅଷ୍ଟ୍ରିଆ), ୬।୭: ରବିବାର ଅନୁଷ୍ଠିତ ସିଜନ ଆରମ୍ଭ ଅଷ୍ଟ୍ରିଆନ ଗ୍ରାଁ ପ୍ରି ଫର୍ମୁଲାଓ୍ବାନ ମୋଟରରେସିଂରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ମର୍ସିଡିଜ୍‌ ଡ୍ରାଇଭର ଭାଲ୍‌ଟେରି ବୋଟାସ।...

ଜାଡେଜାଙ୍କ ପରେ ସିଏସ୍‌କେ କ୍ୟାମ୍ପ୍‌ରେ ଯୋଗ ଦେବେନି ଏହି କ୍ରିକେଟର୍‌

ଚେନ୍ନାଇ, ୧୫।୮: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆସନ୍ତା ମାସରୁ ୟୁଏଇରେ ଆରମ୍ଭ ହେବ। ଏଥିଲାଗି ଅଗଷ୍ଟ ୨୦ରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ୍‌...

ମାତୃଦିବସରେ ଏହି କ୍ରିକେଟରମାନେ ମା’ଙ୍କ ପାଇଁ ଲେଖିଲେ ଏମିତି ବାର୍ତ୍ତା

ଆଜି ଅର୍ଥାତ୍‌ ମେ’ ୧୪ରେ ସମଗ୍ର ବିଶ୍ୱରେ ପାଳନ କରାଯାଉଛି ମାତୃଦିବସ। ଏହି ବିଶେଷ ଉତ୍ସବରେ ଅଭିନେତାଙ୍କଠାରୁ ଆରମ୍ଭ କରି କ୍ରିକେଟରଙ୍କ ପର୍ଯ୍ୟନ୍ତ ସମସ୍ତେ ସୋସିଆଲ...

ଏଫ୍‌ଆଇଏଚ୍‌ ଅଲିମ୍ପିକ କ୍ୱାଲିଫାୟର୍ସ: ଆଜିଠାରୁ ଟିକେଟ ବିକ୍ରି ଆଉଟଲେଟ, ବକ୍ସ ଅଫିସରେ ମିଳିବ ଟିକେଟ

ଭୂବନେଶ୍ୱର, ୧୭।୧୦(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆଉ ଦୁଇ ସପ୍ତାହ ପରେ ଆୟୋଜନ ହେବାକୁ ଯାଉଛି ଅନ୍ତଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ) ଅଲିମ୍ପିକ୍‌ କ୍ୱାଲିଫାୟର୍ସ।...

ଦୂର ହେଲା ଆଇପିଏଲ ଫ୍ରାଞ୍ଚାଇଜଙ୍କ ଚିନ୍ତା

ମୁମ୍ବାଇ,୧୪।୮: ୟୁଏଇରେ ଆସନ୍ତା ସେପ୍ଟେମ୍ବରରୁ ଆରମ୍ଭ ହେବାକୁ ଥିବା ଆଇପିଏଲ-୧୪’ର ବଳକା ମ୍ୟାଚ୍‌ ଲାଗି ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ଦଳର ଖେଳାଳିମାନେ ଉପଲବ୍ଧ ରହିବେ। ଏ...

Advertisement
Archives

Model This Week