Posted inଖେଳ

କୋହଲିଙ୍କ ବିପକ୍ଷରେ ସୌଦିଙ୍କ ପରଫେକ୍ଟ ୧୦

ଖ୍ରୀଷ୍ଟଚର୍ଚ୍ଚ,୨୯ା୨- ଚଳିତ ନ୍ୟୁଜିଲାଣ୍ଡ ଗସ୍ତରେ ବିରାଟ କୋହଲି ପୁଣି ବିଫଳ ହୋଇଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଦଳ ମାତ୍ର ୨୪୨ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। କୋହଲି ମାତ୍ର ୩ ରନ୍‌ କରିପାରିଥିଲେ ଓ ଦଳର ଏକ ଡିଆରଏସ୍‌ ମଧ୍ୟ ନଷ୍ଟ କରିଥିଲେ। ତାଙ୍କ ଉଇକେଟ ହାତେଇଥିଲେ ଘରୋଇ ଦଳର ସବୁଠୁ ଅଭିଜ୍ଞ ପେସର ଟି ସୌଦି। ଅନ୍ତର୍ଜାତୀୟ କ୍ରିକେଟ୍‌ରେ ୧୦ମ ଥର ପାଇଁ ସୌଦିଙ୍କ ବଲରେ କୋହଲି ଆଉଟ୍‌ ହୋଇଛନ୍ତି। ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ବିବେଚିତ ହେଉଥିବା କୋହଲିଙ୍କୁ ସୌଦି ୩ ଥର ଟେଷ୍ଟରେ, ଦିନିକିଆରେ ୬ ଥର ଓ ଟି୨୦ ଫର୍ମାଟରେ ଥରେ ପାଭିଲିଅନ ପଠାଇଛନ୍ତି। ଏହା ଯେକୌଣସି ବୋଲରଙ୍କ କ୍ଷେତ୍ରରେ ସର୍ବାଧିକ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହଠାତ୍‌ ଘୋଷଣା କଲେ ଅବସର

ଲଣ୍ଡନ,୨୭।୯: ଇଂଲଣ୍ଡ ଅଲରାଉଣ୍ଡର ମୋଇନ ଅଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)...

ଅକ୍‌ଶନ ପରେ ସନରାଇଜର୍ସରୁ ଅଲଗା ହେଲେ କାଟିଚ

ବାଙ୍ଗାଲୁରୁ,୧୮।୨: ସନରାଇଜର୍ସ ହାଇଦ୍ରାବାଦ ଫ୍ରାଞ୍ଚାଇଜ ଓ ଏହାର ଆସିଷ୍ଟାଣ୍ଟ କୋଚ୍‌ ସାଇମନ କାଟିଚ୍‌ ଅଲଗା ହୋଇଯାଇଛନ୍ତି। ଦେଶରେ କଡ଼ା ବାୟୋ ସିକ୍ୟୁରିଟି କଟକଣା ଓ ପାରିବାରିକ...

ନିଜ ରେକର୍ଡ ଭାଙ୍ଗିଲେ ଆନସ, ହିମାଙ୍କୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୧୪।୭ (ପି.ଟି.)- ଭାରତୀୟ ଧାବକ ମହମ୍ମଦ ଆନସ ଚେକ୍‌ ରିପବ୍ଲିକର କ୍ଲାଡନୋଠାରେ ଅନୁଷ୍ଠିତ କ୍ଲାଡନୋ ମେମୋରିଆଲ ଆଥ୍‌ଲେଟିକ ମିଟ୍‌ର ପୁରୁଷ ୪୦୦ ମିଟର ରେସ୍‌ରେ...

ଭିତ୍ତିଭୂମିକୁ ଗାମ୍ବାଉଙ୍କ ପ୍ରଶଂସା

ଭୁବନେଶ୍ୱର, ୧୮।୯(ପି.ଟି)- ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇଏସ୍‌ଏଲ୍‌)ର ନୂଆ କ୍ଲବ ତଥା ଫ୍ରାଞ୍ଚାଇଜି ଓଡ଼ିଶା ଏଫ୍‌ସି କୋଚ୍‌ ଜୋସେଫ୍‌ ଗାମ୍ବାଉ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ...

ରଣଜୀ ଟ୍ରଫିରେ ଓଡ଼ିଶା: ନିରାଶରେ ଶେଷ ହେଲା ସିଜନ

କଟକ ଅଫିସ,୨୪ା୨: ଚଳିତ ରଣଜୀ ଟ୍ରଫି ସିଜନରେ କ୍ୱାର୍ଟର ଫାଇନାଲରୁ ଓଡ଼ିଶାର ଅଭିଯାନ ଶେଷ ହୋଇଛି। ଟାଙ୍ଗୀସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଅନୁଷ୍ଠିତ କ୍ବାର୍ଟର ଫାଇନାଲରେ ପ୍ରଥମ...

ଖେଳ ପଡ଼ିଆରୁ ଯୁଦ୍ଧ ପଡ଼ିଆ: ଧୋନୀଙ୍କ ମିଶନ କଶ୍ମୀର ଆରମ୍ଭ

ଶ୍ରୀନଗର,୩୧।୭: କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ଏବେ ଖେଳ ପଡ଼ିଆରୁ ଯୁଦ୍ଧ ପଡ଼ିଆକୁ ଓହ୍ଲାଇଛନ୍ତି। ତାଙ୍କର ମିଶନ କଶ୍ମୀର ବୁଧବାରଠାରୁ ଆରମ୍ଭ ହୋଇଛି।ଏଠାରେ ୧୦୬-ପ୍ରାଦେଶିକ ସେନାରେ...

ଅଲିମ୍ପିକ୍ସ ଯୋଗ୍ୟତା ମୁଖ୍ୟ ଲକ୍ଷ୍ୟ: ଶାର୍କି

ଭୁବନେଶ୍ୱର, ୨୬।୧୦(କ୍ରୀଡ଼ା ପ୍ରତିନିଧି)- ନଭେମ୍ବର ୧ ଓ ୨ ତାରିଖରେ କଳିଙ୍ଗ ଷ୍ଟାଡିୟମରେ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ହକି ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିରେ ଭାରତୀୟ ମହିଳା...

ଗୟାନା ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ପରେ ଫ୍ଲୋରିଡାରେ ଖେଳାଯିବ ଟି୨୦ ମ୍ୟାଚ୍‌

ନୂଆଦିଲ୍ଲୀ,୫ା୮: ଓ୍ବେଷ୍ଟଇଣ୍ଡିଜ୍‌ ସିରିଜର ଅନ୍ତିମ ଦୁଇ ଟି୨୦ ମୁକାବିଲାକୁ ନେଇ ଦେଖା ଦେଇଥିବା ସଙ୍କଟ ଅବସାନ ହୋଇଛି। ଖେଳାଳିଙ୍କୁ ଭିଜା ମିଳିବାରେ ବିଳମ୍ବ ହେବା କାରଣରୁ...

Advertisement
Archives

Model This Week