Posted inଖେଳ

କୋହଲିଙ୍କ ବିପକ୍ଷରେ ସୌଦି ସବୁଠୁ ସଫଳତମ ବୋଲର

ଅକ୍‌ଲାଣ୍ଡ,୮।୨- ଭାରତୀୟ ଅଧିନାୟକ ବିରାଟ କୋହଲି ବିଶ୍ୱର ସବୁଠୁ ସଫଳତମ ବ୍ୟାଟ୍ସମ୍ୟାନ। ତାଙ୍କ ବିପକ୍ଷରେ ନ୍ୟୁଜିଲାଣ୍ଡ ପେସର ଟିମ ସୌଦି ସବୁଠୁ ସଫଳତମ ବୋଲର ହୋଇପାରିଛନ୍ତି। ଦ୍ୱିତୀୟ ଦିନିକିଆରେ କୋହଲିଙ୍କୁ ବ୍ୟକ୍ତିଗତ ସ୍କୋର ୧୫ ରନ୍‌ରେ କ୍ଲିନ ବୋଲ୍ଡ କରିଥିଲେ ସୌଦି। ଦିନିକିଆ କ୍ରିକେଟରେ ୬ଷ୍ଠ ଓ ମୋଟ ଉପରେ ୯ମ ଥର ପାଇଁ କୋହଲି ସୌଦିଙ୍କ ବଲରେ ଆଉଟ୍‌ ହୋଇଛନ୍ତି। ସର୍ବାଧିକ ଥର କୋହଲିଙ୍କ ଉଇକେଟ ନେବାରେ ଇଂଲଣ୍ଡର ଜେମ୍ସ ଆଣ୍ଡରସନ ଓ ଗ୍ରେମ ସ୍ବାନ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେମାନେ ଦିନିକିଆ, ଟି୨୦ ଓ ଟେଷ୍ଟ ଫର୍ମାଟରେ ୮ ଥର କୋହଲିଙ୍କ ଉଇକେଟ ହାତେଇଛନ୍ତି। ତାଲିକାରେ ଦକ୍ଷିଣ ଆଫ୍ରିକାର ମର୍ନି ମୋର୍କେଲ, ଅଷ୍ଟ୍ରେଲିଆର ନାଥନ ଲିଓନ, ଆଡାମ ଝମ୍ପା ଓ ଓ୍ବେଷ୍ଟଇଣ୍ଡିଜର ରବି ରାମ୍‌ପଲ ୭ ଥର ଭାରତୀୟ ଅଧିନାୟକଙ୍କ ଉଇକେଟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବ୍ୟାଟିଂ ବିପର୍ଯ୍ୟୟ: ୫୦ ରନ୍‌ରେ ଅଟକିଲା ଶ୍ରୀଲଙ୍କା

କଲମ୍ବୋ,୧୭।୯: କଲମ୍ବୋସ୍ଥିତ ଆର୍‌.ପ୍ରେମଦାସା ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ରବିବାର ୨୦୨୩ ଏସିଆ କପ୍‌ ଫାଇନାଲ ମ୍ୟାଚ୍‌ରେ ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନାକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ...

ସିନିୟର ମହିଳା ଫୁଟ୍‌ବଲ: ଭାରତୀୟ ଦଳରେ ପ୍ୟାରୀ

ଭୁବନେଶ୍ୱର, ୧୨।୨(କ୍ରୀଡ଼ା ପ୍ରତିନିଧି)-ଚଳିତ ମାସ ୧୪ରୁ ୨୪ ପର୍ଯ୍ୟନ୍ତ ତୁର୍କୀରେ ଭାରତୀୟ ସିନିୟର ମହିଳା ଫୁଟବଲ ଦଳ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଖେଳିବ। ୨୦୨୨ ଏଏଫ୍‌ସି ମହିଳା...

ନ୍ୟୁଜିଲାଣ୍ଡ ସିରିଜ ପାଇଁ ଶିବବ୍ରତ ମ୍ୟାନେଜର

ଭୁବନେଶ୍ୱର,୧୭ା୧(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ୍‌ (ଓସିଏ) ସଦସ୍ୟ ରହିଥିବା ଶିବବ୍ରତ ମଲ୍ଲିକଙ୍କୁ ନ୍ୟୁଜିଲାଣ୍ଡ ସିରିଜ୍‌ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ...

ନର୍ଭସ ନୁହେଁ ଉତ୍ସାହିତ ଅଛି: ବାବର

ମେଲବୋର୍ନ,୧୨।୧୧: ପାକିସ୍ତାନୀ ଅଧିନାୟକ ବାବର ଆଜମ ଆଉ ଗୋଟିଏ ମ୍ୟାଚ୍‌ ପରେ ମହାନ କ୍ରିକେଟର ଇମରାନ ଖାଁଙ୍କ ଉପଲବ୍ଧିର ସମକକ୍ଷ ହେବେ। ହେଲେ ସେ ଏଥିପାଇଁ...

ଚାମ୍ପିୟନ୍ସ ଲିଗ୍‌ ଫୁଟ୍‌ବଲ ଜନ୍ମଦାତା ଜନଶନଙ୍କ ମୃତ୍ୟୁ

ଷ୍ଟକ୍‌ହାମ, ୫।୬(ଏପି): ୟୁରୋପିଆନ ଫୁଟ୍‌ବଲର ପୂର୍ବତନ ସଭାପତି ଲିନ୍ନାର୍ଟ ଜନଶନଙ୍କ ୮୯ ବର୍ଷ ବୟସରେ ମୃତ୍ୟୁ ଘଟିଛି। ତାଙ୍କର ୧୭ ବର୍ଷର କାର୍ଯ୍ୟକାଳରେ ଚାମ୍ପିୟନ୍ସ ଲିଗ୍‌...

ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ମହିଳା ଦଳ ଘୋଷଣା

ନୂଆଦିଲ୍ଲୀ,୨୮।୧୨: ବିସିସିଆଇ ବୁଧବାର ମହିଳା ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଘୋଷଣା କରିଛି। ହରମାନପ୍ରୀତ କୌରଙ୍କ ଅଧିନାୟକତ୍ୱରେ ୧୫ ଜଣିଆ ଦଳ ଘୋଷଣା କରାଯାଇଛି। ଦଳର...

ବିସିସିଆଇ ଲେଭଲ-୨ ଅମ୍ପାୟରିଂ ପରୀକ୍ଷାରେ ଧିରଜ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୨୭।୭ (ତପନ ସ୍ବାଇଁ): ରାଜ୍ୟର ପୂର୍ବତନ ରଣଜୀ ଟ୍ରଫି ଖେଳାଳି ଧୀରଜ ସିଂ ସଫଳତାର ସହ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଲେଭଲ-୨...

ରିଜର୍ଭ ଡେ ମ୍ୟାଚକୁ ବର୍ଷା ଧୋଇ ନେବା ଆଶଙ୍କା, ଅପରାହ୍ନ କଲେମ୍ବୋରେ ବର୍ଷା ସମ୍ଭାବନା ଅଧିକ…

କଲମ୍ବୋ,୧୧।୯ : ଏସିଆ କପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ମ୍ୟାଚରେ ଏପର୍ଯ୍ୟନ୍ତ ସ୍ଥିର ରହିଆସିଥିବା ଗୋଟିଏ ଜିନିଷ ହେଉଛି ବର୍ଷା। ବର୍ଷା କାରଣରୁ...

Advertisement
Archives

Model This Week