କୋହଲି ଦଣ୍ଡିତ

ସାଉଥାମ୍ପଟନ,୨୩ା୬: ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଅତ୍ୟଧିକ ଅପିଲ କରିବା ପାଇଁ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଦଣ୍ଡିତ ହେବାକୁ ପଡ଼ିଛି। ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ କାଟ୍‌ କରାଯାଇଛି। ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଆବଶ୍ୟକତାଠାରୁ ଅଧିକ ଅପିଲ କରି କୋହଲି ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କ ଲାଗି ଉଦ୍ଦିଷ୍ଟ ଆଇସିସି ନିୟମ ଭଙ୍ଗ କରିଛନ୍ତି ବୋଲି ଆଇସିସି ପକ୍ଷରୁ କୁହାଯାଇଛି। ଉକ୍ତ ଘଟଣା ଆଫଗାନିସ୍ତାନ ଇନିଂସର ୨୯ତମ ଓଭରରେ ଘଟିଥିଲା। ବୋଲର ଯଶପ୍ରୀତ ବୁମରାଙ୍କ ବଲ ରେହମତ ଶାହଙ୍କ ପ୍ୟାଡ୍‌ରେ ଲାଗିବା ପରେ ଏଲବିଡବ୍ଲ୍ୟୁ ପାଇଁ ଅପିଲ କରିଥିଲେ। ଏହି ଅବସରରେ କୋହଲି ଫିଲ୍ଡ ଅମ୍ପାୟରଙ୍କ ସାମ୍ନାରେ ହାତ ଯୋଡ଼ି ଥିଲେ। କୋହଲି ଦୋଷ ସ୍ବୀକାର କରି ନେଇଥିବାରୁ ଶୁଣାଣିର ଆବଶ୍ୟକତା ନାହିଁ ବୋଲି ମ୍ୟାଚ୍‌ ରେଫରୀ କ୍ରିସ ବୋର୍ଡ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…

ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି…

୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍‌

ବଲିଉଡ୍‌ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ…

ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ମାସେ, ଆଜି ବି ଶ୍ରେଣୀ ଗୃହରେ ଚାଲିଛି ଛାତ୍ରାବାସ

ଝରିଗାଁ,୭।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ଏହାରି ମଧ୍ୟରେ ମାସେ…

ଉପନିର୍ବାଚନନ ଘୋଷଣା: ଏହି ସିଟ୍‌ରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ! ରାଜନୀତିରେ ଚହଳ

କୋଲକାତା,୭।୯: ୪ଟି ରାଜ୍ୟର ୬ଟି ଆସନରେ ଉପନିର୍ବାଚନନ ପାଇଁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକରେ ଅକ୍ଟୋବର ୬ ତାରିଖରେ ଭୋଟଗ୍ରହଣ ହେବ ଏବଂ ଅକ୍ଟୋବର…

ଶିକ୍ଷାଦାନକୁ ବ୍ରତ କରିଥିବା ନିଆରା ମଣିଷ ମହେଶ୍ୱର

ଖଡ଼ିଆଳ,୭ା୯(ସୁଜିତ କୁମାର ପ୍ରଧାନ): ଶିକ୍ଷାଦାନକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଜଣେ ନିଆରା ମଣିଷ ହେଉଛନ୍ତି ମହେଶ୍ୱର ରାଉତରାଏ। ଖଡ଼ିଆଳ ବ୍ଲକ ଡୁଆଝର ଗ୍ରାମର ମହେଶ୍ୱର…

ଅମୂଲ୍ୟଙ୍କ ଦୁଃଖ ଶୁଣିଲେ ଜିଲାପାଳ: ବଢ଼ାଇଲେ ସହାୟତାର ହାତ

ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ଅସହାୟଙ୍କ ପାଖରେ ପହଞ୍ଚିଲା ପ୍ରଶାସନ। ମାନବିକତାର ଏକ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି। ଭଞ୍ଜନଗର ଉପଖଣ୍ଡ ସାନକୋଦଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri