କୋହଳ ହେଲା ନିୟମ : ପୋଲିସ ଗାଡ଼ିର ତଥ୍ୟ ଓ୍ବେବ୍‌ସାଇଟ୍‌ରେ ରହିବ

ଭୁବନେଶ୍ୱର,୯ା୯(ବ୍ୟୁରୋ) : ପୋଲିସ ଗାଡ଼ିର କାଗଜପତ୍ର ଠିକ୍‌ ନ ଥାଇ ଲୋକଙ୍କଠାରୁ ୧୦ଗୁଣା ଜରିମାନା ଆଦାୟ କରାଯାଉଛି। ଏହାକୁ ଲୋକେ ସହଜରେ ଗ୍ରହଣ କରୁ ନ ଥିବାବେଳେ ଶନିବାର ରାଜମହଲ ଛକରେ ପୋଲିସ-ଜନତା ଖଣ୍ଡଯୁଦ୍ଧ ହୋଇଥିଲା। ଲୋକେ ଥାନା ଭ୍ୟାନକୁ ଭଙ୍ଗାରୁଜା କରିବା ସହ ପୋଲିସକୁ ମାଡ଼ ମାରିଥିଲେ। ଏଥିସହ ସହରର ବିଭିନ୍ନ ସ୍ଥାନରେ ଉତ୍ତେଜନା ଦେଖାଦେଇଥିଲା। ଏ ସଂକ୍ରାନ୍ତରେ ରବିବାର ଟ୍ବିନ୍‌ ସିଟିର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ସ୍ପଷ୍ଟୀକରଣ ରଖିଛନ୍ତି। କମିଶନର କହିଛନ୍ତି, ପୋଲିସ ବିଭାଗର ସମସ୍ତ ଗାଡ଼ି ଏସ୍‌ପି ପିଏମ୍‌ଟିଙ୍କ ଜରିଆରେ କିଣାଯାଇଛି। କୌଣସି ଗୋଟିଏ ବି ଗାଡି ବେଆଇନ ଭାବେ ଚଲାଯାଉ ନାହିଁ। ଭୁବନେଶ୍ୱେର-କଟକ ପୋଲିସ ଓ୍ବେବ୍‌ସାଇଟ୍‌ (www.bhubaneswarcuttackpolice.gov.in)ରେ ପୋଲିସ ଗାଡ଼ିର ସମସ୍ତ ତଥ୍ୟ ରହିଛି। ସେହିଭଳି ଓ୍ବେବ୍‌ସାଇଟ୍‌ www.vahan.nic.inରେ ମଧ୍ୟ ରାଜ୍ୟରେ ଚାଲୁଥିବା ସମସ୍ତ ପୋଲିସ ଗାଡିର ଟିକନିଖି ତଥ୍ୟ ରଖାଯାଇଛି। ଲୋକେ ଚାହିଁଲେ ସବୁକିଛି ତଥ୍ୟ ସେଥିରୁ ଦେଖିପାରିବେ ବୋଲି ପୋଲିସ କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତିରେ ସୀମିତ ସରକାରୀ ଯୋଜନା: ରାଶନ କାର୍ଡରୁ ବଞ୍ଚତ୍ତ ଦିନମଜୁରିଆ କୃଷ୍ଣ

ବେଲପାହାଡ଼,୧୫।୧୦(ଡି.ଏନ୍‌.ଏ.)- ଝାରସୁଗୁଡ଼ା ଜିଲା ବେଲପାହାଡ଼ ପାୈର ପରିଷଦରେ ବହୁ ବ୍ୟବସାୟୀ ଓ ସ୍ବଚ୍ଛଳବର୍ଗ ପରିବାର ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ତାଲିକାଭୁକ୍ତ ହୋଇ ରିହାତି ମୂଲ୍ୟରେ...

୨ ଅଣଓଡ଼ିଆ ଗଲେ, ହେଲେ ଜଣେ ଦଳିତ କି ଆଦିବାସୀ ପାଉନାହାନ୍ତି

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ରାଜ୍ୟରେ ଜଣେ ହେଲେ ଦଳିତ ଓ ଆଦିବାସୀ ବର୍ଗର ରାଜ୍ୟ ସଭା ସଦସ୍ୟ ନାହାନ୍ତି। ଏହାସହ ପଛୁଆବର୍ଗର ବ୍ୟକ୍ତିବିଶେଷଙ୍କୁ ରାଜ୍ୟ ସଭା ନିର୍ବାଚନରେ...

ଟ୍ରେଡ୍‌ ଲାଇସେନ୍ସ ବିନା ସାମଗ୍ରୀ ପାଇଁ ଆସିପାରିବେନି ବ୍ୟବସାୟୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ଏଣିକି ଟ୍ରେଡ୍‌ ଲାଇସେନ୍ସ ନ ଥିଲେ ବ୍ୟବସାୟୀ ନିଜ ଅଞ୍ଚଳରୁ ବାହାରି ପରିବା କିମ୍ବା ଗ୍ରସେରି ସାମଗ୍ରୀ ଆଣିବା ପାଇଁ ଆସିପାରିବେନି। ବିଭିନ୍ନ ସ୍ଥାନରେ...

ଜେଲ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର, ୩ା୧୨(ବ୍ୟୁରୋ): ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଗୁରୁବାର ସନ୍ଧ୍ୟାରେ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଛି। ସାଇବର ପୋଲିସ ଷ୍ଟେଶନ କେସ୍‌ ନଂ....

କମିବ ଲିଭର୍‌ ପ୍ରତିରୋପଣ ଖର୍ଚ୍ଚ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପ୍ରତିବର୍ଷ ବହୁସଂଖ୍ୟକ ଶିଶୁ ଗୁରୁତର ଲିଭର୍‌ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାର ଚିକିତ୍ସା କ୍ଷେତ୍ରରେ ଆବଶ୍ୟକ ଅଙ୍ଗଦାତା ନ ମିଳିବା ଓ...

ଅବ୍ୟବସ୍ଥା, ଅସୁରକ୍ଷିତ

ଅନୁଗୋଳ ଅଫିସ, ୧୭ା୧୨:  ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ବିବାଦର ଶେଷ ହେଉନାହିଁ। ବିଭିନ୍ନ ଅବ୍ୟବସ୍ଥା ଲାଗିରହିଥିବାବେଳେ ଗୁରୁବାର ସକାଳେ ନିର୍ମାଣାଧୀନ ଆଇସିୟୁ ବିଲ୍ଡିଂ...

ରାଜ୍ୟରେ ନିଅଣ୍ଟିଆ ସ୍ଥିତି ନାହିଁ, ଆଗୁଆ ଦିଆଯିବ ୩ ମାସର ପିଡିଏସ୍‌ ସାମଗ୍ରୀ: ମନ୍ତ୍ରୀ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ସ୍ଥିତି ନାହିଁ। କିଛି ଗୁଜବକାରୀ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। କେବଳ ଲୋକେ ସଚେତନ ହେବା ଦରକାର, ଆମେ...

ସତ ହେଲା ପିଲାଦିନର ସ୍ବପ୍ନ

ଆରଡ଼ି, ୧୦।୯ (ଡି.ଏନ.ଏ.) – ବାହାରକୁ ଯାଇ କାମ କରିବା ଅପେକ୍ଷା ନିଜ ଗଁାରେ ଆତ୍ମନିର୍ଭରଶୀଳ ହୋଇ ରହିବାକୁ ପିଲାଦିନେ ସ୍ବପ୍ନ ଦେଖିଥିଲେ ବିଜୟ ଦାଶ।...

Advertisement
Archives

Model This Week