Posted inଜାତୀୟ

କୌରବଙ୍କ ରାଜଧାନୀର ପୁନଃ ନିର୍ମାଣ ପାଇଁ ନିର୍ଦ୍ଦେଶ ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୬।୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବେ ମିରଟ ଜିଲାରେ ଥିବା କୌରବଙ୍କ ରାଜଧାନୀ ହସ୍ତିନାପୁରର ପୁନଃ ନିର୍ମାଣ ପାଇଁ ଦାୟିତ୍ୱ ନେଇଛନ୍ତି। ମହାଭାରତ ସମୟରୁ ରହିଥିବା ଏହି ସହରର ବିକାଶ ପାଇଁ ଯୋଗୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପର୍ଯ୍ୟଟନ ମହାନିର୍ଦ୍ଦେଶକ ଓ ସଂସ୍କୃତି ନିର୍ଦ୍ଦେଶକଙ୍କୁ ହସ୍ତିନାପୁରର ପୁନଃ ନିର୍ମାଣ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। କିଛିଦିନ ପୂର୍ବରୁ ଭାଜପା ବିଧାୟକ ଯଶବନ୍ତ ସିଂହ ଆଦିତ୍ୟନାଥଙ୍କୁ ଚିଠି ଲେଖି ହସ୍ତିନାପୁରର ଦୁର୍ଦ୍ଦଶା ବିଷୟରେ କହିଥିଲେ। ୭୨ବର୍ଷରେ ହସ୍ତିନାପୁରକୁ ଧ୍ୟାନ ଦିଆଯାଇ ନ ଥିବା ବେଳେ ଏହାର ଦୁର୍ଗ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏହାର ପୁନଃ ନିର୍ମାଣ ପାଇଁ ସେ ଯୋଗୀଙ୍କୁ ନିବେଦନ କରିଥିଲେ। ତେବେ ଯୋଗୀଙ୍କ ଏହି ନିର୍ଦ୍ଦେଶ ପରେ ବିଧାୟକ ଯଶବନ୍ତ ଖୁସିବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…

ସରକାରଙ୍କ ନିଦ ଉଡାଇଲା CJPର ୩ ଦାବି: ମୃତ NEET ପରୀକ୍ଷାର୍ଥୀଙ୍କ ପରିବାରକୁ ମିଳୁ…

ନୂଆଦିଲ୍ଲୀ, ୨୦।୭:‘କକରୋଚ ଜନତା ପାର୍ଟି’ର ପ୍ରଦର୍ଶନ ମଧ୍ୟରେ ସୋମବାର ସିଜେପିର ପ୍ରତିନିଧି ଦଳ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରାୟ ତିନି…

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri