କ୍ବାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ

ଅନୁଗୋଳ ଅଫିସ, ୧୭।୪- ବଅଁରପାଳ ବ୍ଲକ ପ୍ରଶାସନ ପକ୍ଷରୁ ହୋଇଥିବା କ୍ବାରାଣ୍ଟାଇନ୍‌ ସେଣ୍ଟରକୁ ଜିଲାପାଳ ମନୋଜ କୁମାର ମହାନ୍ତି ଓ ଉପଜିଲାପାଳ ବାସୁଦେବ ଶତପଥୀ ପରିଦର୍ଶନ କରିଛନ୍ତି। ବଅଁରପାଳ ସେବାଶ୍ରମ ଓ ଉଚ୍ଚ ବିଦ୍ୟାଳୟରେ ହୋଇଥିବା ଏହି ସେଣ୍ଟର ପରିଦର୍ଶନ ବେଳେ ସେଠାରେ ଥିବା ୯୬ ଜଣଙ୍କୁ କିପରି ଖାଦ୍ୟ ପ୍ରଦାନ କରାଯାଉଛି ଓ କିପରି ବ୍ୟବସ୍ଥା ଉପଲବ୍ଧ ଅଛି ତାହା ଅଧିକାରୀମାନେ ଅନୁଧ୍ୟାନ କରିଥିଲେ। ଜିଲାପାଳଙ୍କ ଏହି ଗସ୍ତ ସମୟରେ ବଅଁରପାଳ ତହସିଲଦାର, ବିଡିଓ ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳିଆ ଯୋଜନାରେ ଚାଲିଛି ରାଜନୀତି:ବାଦ୍‌ ପଡୁଛନ୍ତି ଯୋଗ୍ୟ ହିତାଧିକାରୀ

ଖୋର୍ଦ୍ଧା ଅଫିସ,୪ା୯:ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଖୋର୍ଦ୍ଧାର ମଙ୍ଗଳା ମଣ୍ଡପଠାରେ ଜିଲାସ୍ତରୀୟ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ସୁରେଶ ମାନସିଂଙ୍କ ନେତୃତ୍ୱରେ ଅନୁଷ୍ଠିତ...

ଗାଁ ପରେ ସହର ଦଖଲ ଲକ୍ଷ୍ୟରେ ବିଜେଡି

କେନ୍ଦ୍ରାପଡ଼ା ଅଫିସ, ୫ା୩: ପୌର ନିର୍ବାଚନ ପାଇଁ ଗତ ୨ ତାରିଖରୁ ନାମାଙ୍କନପତ୍ର ଦାଖଲ ଧାର୍ଯ୍ୟ ହୋଇଛି। ଇତିମଧ୍ୟରେ ୩ ଦିନ ବିତିଥିଲେ ମଧ୍ୟ କେନ୍ଦ୍ରାପଡ଼ା...

ଦୂରତା ଅବଲମ୍ବନ କରିବାକୁ ଶିଖାଇଲା ପୋଲିସ

ଆରଡି, ୨୬। ୩(ଡି.ଏନ୍‌.ଏ.): ଭଦ୍ରକ ଜିଲାର ଶୈବପୀଠ ଆରଡିରେ ଥିବା ଏକ ଘରୋଇ ବ୍ୟାଙ୍କରେ ଗ୍ରାହକମାନେ ଧାଡ଼ିରେ ଛିଡ଼ାହୋଇ ଦୂରତା ଅବଲମ୍ବନ କରିବାକୁ ଆରଡି ଫାଣ୍ଡି...

ଛାତ ପାଲଟିଛି ବଗିଚା

ବାରିପଦା ଅଫିସ, ୩୧ା୭- ପରିବେଶ ପ୍ରତି ଦୁର୍ବଳତା ରହିଛି ତାଙ୍କର। ସେଥିପାଇଁ ନିଜ ଛାତ ଉପରେ ତିଆରି କରିଛନ୍ତି ସୁନ୍ଦର ବଗିଚା। ଏହି ବଗିଚାରେ ଭଳିକି...

ନ୍ୟାୟ ନ ମିଳିଲେ ଆତ୍ମାହୁତି ଦେବୁ

ଫୁଲବାଣୀ ଅଫିସ,୨୨।୪: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ସଖିପଡା ଗାଁର ଲିପକ ପ୍ରଧାନ(୨୧)ଙ୍କ ମୃତ୍ୟୁ ଘଟଣା ପଛରେ ରହିଛି ପ୍ରେମ ଏବଂ ସନ୍ଦେହ। ଲିପକ କେବେ...

ରଜ ପାଇଁ ଲାଗିଲା ୧୪୪ ଧାରା

ଢେଙ୍କାନାଳ ଅଫିସ, ୧୩।୬ – ରଜ ଉତ୍ସବ ଉପଲକ୍ଷେ ମନ୍ଦିର ଏବଂ ରଜପଡ଼ିଆରେ ଜନସମାଗମ ଆଶଙ୍କାରେ ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ...

ଢାବାରେ ନାବାଳକଙ୍କ ମୃତ୍ୟୁ ନେଇ ଲଙ୍କାକାଣ୍ଡ : ପୋଲିସକୁ ଗୋଡ଼େଇ ପିଟିଲେ ଲୋକେ

ବାଲିଆପାଳ,୨୬।୭(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ଇଡକୋ ଛକସ୍ଥିତ ରାଜଧାନୀ ଢାବାରେ କାମ କରୁଥିବା ଜଣେ ୧୫ ବର୍ଷର ନାବାଳକଙ୍କୁ ହତ୍ୟା କରାଯିବା ଅଭିଯୋଗ ନେଇ ସାରା ଅଞ୍ଚଳ...

ଆଜି ଅଧରପଣା

ପୁରୀ ଅଫିସ,୩।୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଉପରେ ଶୁକ୍ରବାର ଅଧରପଣା ନୀତି ସମ୍ପନ୍ନ ହେବ। ଏଥିଲାଗି ସ୍ବତନ୍ତ୍ର ହାଣ୍ଡି ତିଆରି ସରିଛି। ତାହାକୁ ଅଧରପଣା...

Advertisement
Archives

Model This Week