କ୍ବାରାଣ୍ଟାଇନ ସେଣ୍ଟରରେ ଶିଶୁକନ୍ୟାର ଜୀବନ ଗଲା

ସରଣ୍ଡା,୨୭।୫(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଲରାସରା ପଞ୍ଚାୟତ ଅନ୍ତର୍ଗତ ଖଇରପାଲା କ୍ବାରାଣ୍ଟାଇନ ସେଣ୍ଟରରେ ପରିବାରସହ ରହୁଥିବା ଏକ ଶିଶୁକନ୍ୟାର ବୁଧବାର ସକାଳେ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ଖବର ପାଇ କ୍ବାରାଣ୍ଟାଇନ ସେଣ୍ଟରକୁ ପ୍ରଶାସନିକ ଅଧିକାରୀ ଏବଂ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
ପ୍ରକାଶ ଯେ, ମୃତ ଶିଶୁକନ୍ୟାର ପରିବାର ଆନ୍ଦ୍ରପ୍ରଦେଶର ବିଜୟଓ୍ବାଡ଼ା ଯାଇଥିଲେ। ସେଠାରୁ ଫେରିବା ପରେ ସେମାନେ କ୍ବାରାଣ୍ଟାଇନ ସେଣ୍ଟରରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁୁ ଟାଙ୍ଗିଆରେ ହାଣି ୨ ଖଣ୍ଡ କରିଦେଲେ ଦାଦା

ଦେବଗଡ଼,୧୫।୩(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ହେଟଖମାର ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ୪ ବର୍ଷର ଝିଆରୀକୁ ଟାଙ୍ଗିଆରେ...

ସୂର୍ଯ୍ୟମନ୍ଦିର ବୁଲି ଦେଖିଲେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ: କହିଲେ ‘ଆଇକନିକ୍‌ ସିଟି ତାଲିକାରେ ସାମିଲ ହେବ ପୁରୀ-କୋଣାର୍କ’

କୋଣାର୍କ,୨୪।୧(ଡି.ଏନ୍‌.ଏ.): କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ଶୁକ୍ରବାର କୋଣାର୍କ ମନ୍ଦିର ପରିଦର୍ଶନ କରିଛନ୍ତି। ଭୁବନେଶ୍ୱରରୁ ସିଧା କୋଣାର୍କ ଯାଇ ମନ୍ତ୍ରୀ ସୂର୍ଯ୍ୟମନ୍ଦିର ଦର୍ଶନ କରିଛନ୍ତି।...

ନିଶାସକ୍ତଙ୍କ ଉନ୍ମତ୍ତ କାଣ୍ଡ: ଯୁବକଙ୍କ ମଳଦ୍ୱାରରେ ଭର୍ତ୍ତି କଲେ ଗ୍ଲାସ

ବଲାଙ୍ଗୀର ଅଫିସ,୧୬।୯: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି । ତିନି ଜଣ ଅଚିହ୍ନା...

ରାସ୍ତାକାର୍ଯ୍ୟ ନିମ୍ନମାନର ଅଭିଯୋଗ

ପିପିଲି, ୯ା୫(ସ୍ବ.ପ୍ର.): ପିପିଲି ବ୍ଲକ ଅନ୍ତର୍ଗତ ୩୧୬ ନମ୍ବର ଜାତୀୟ ରାଜପଥଠାରୁ ବୀରପୁରୁଷୋତ୍ତମପୁର ଗ୍ରାମ୍ୟ ରାସ୍ତା ଆର୍‌ଡି ବିଭାଗ ଅଧୀନ ୫ କିଲୋମିଟର ନିର୍ମାଣ କରାଯାଉଛି।...

ନିରାଡ଼ମ୍ବରରେ ହିଙ୍ଗୁଳାଯାତ୍ରା ସମ୍ପନ୍ନ

ତାଳଚେର,୧୬ା୪(ନି.ପ୍ର.)- ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ଶୀତୁଳା ଯାତ୍ରା ବୁଧବାର ସମ୍ପନ୍ନ ହୋଇଛି। କରୋନା କଟକଣା ପାଇଁ ଚଳିତବର୍ଷ ଏହା ସମ୍ପୂର୍ଣ୍ଣ ନିରାଡମ୍ବର ଭାବେ...

୪୫ ଦିନ ହେଲାଣି ମଣ୍ଡିରୁ ଉଠୁନି ଧାନ: ମାଲକାନଗିରି-ବାଲିମେଳା ରାସ୍ତା ଅବରୋଧ କଲେ ଚାଷୀ

କୋରୁକୋଣ୍ଡା,୬।୨(ଡି.ଏନ୍‌.ଏ): ମାଲକାନଗିରି ଜିଲାରେ ବାରମ୍ବାର ଚାଷୀ ମହଲରେ ଉତ୍ତେଜନା ଦେଖିବାକୁ ମିଳୁଛି। ବୁଧବାର ଜିଲାର ଗୋବିନ୍ଦପାଲିଠାରେ ମଣ୍ଡିରୁ ଧାନ ଉଠୁ ନ ଥିବା ହେତୁ ମାଲକାନଗିରି-ଜୟପୁର...

ତଥାପି ଅପେକ୍ଷାରେ ଚିତ୍ରଶିଳ୍ପୀ ନାରାୟଣ

ବନ୍ତ,୧୯।୨: ଦେଖିବା ମାତ୍ରେ ପେନ୍‌ସିଲ୍‌, କଲମ ମାଧ୍ୟମରେ ଅବିକଳ ଛବି ଆଙ୍କି ଦିଅନ୍ତି। ୭୭ ବର୍ଷ ବୟସରେ ବି ସେ ତାଙ୍କର ଏହି କଳାକୁ ଜାରି...

ବର୍ଷା ଅଭାବ : ଚାଷକାର୍ଯ୍ୟ ପ୍ରଭାବିତ, ଚିନ୍ତାରେ ଚାଷୀ

ହିଞ୍ଜିଳିକାଟୁ,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହଞ୍ଜିଳିକାଟୁ ବ୍ଲକ ଓ ମ୍ୟୁନିସପାଲଟି ଅଞ୍ଚଳରେ ଜୁନ୍‌ରୁ ମୌସୁମୀ ବର୍ଷା ଆଶା ଠାରୁ ଯଥେଷ୍ଟ କମ୍‌ ହୋଇଛି। ଅନିୟମିତ ବର୍ଷା ଫଳରେ...

Advertisement
Archives

Model This Week