Posted inପୁରୀ

କ୍ବାରାଣ୍ଟାଇନ ସେଣ୍ଟର ବୁଲିଲେ ବିଧାୟକ

ପୁରୀ ଅଫିସ,୨୮ା୪: ପୁରୀ ସଦର ବ୍ଲକର ବିଭିନ୍ନ ପଞ୍ଚାୟତରେ କରୋନା ମୁକାବିଲା ନେଇ କିଭଳି ପ୍ରସ୍ତୁତି ଚାଲିଛି ତାହାର ତଦାରଖ କରିଛନ୍ତି ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ବିଧାୟକ ଷଡ଼ଙ୍ଗୀ ମଙ୍ଗଳବାର ଗୋପୀନାଥପୁର, କାଶୀହରିପୁର, ହରେକୃଷ୍ଣପୁର, ତଳଜଙ୍ଗ ଓ ମାଳତୀପାଟୁପର ପଞ୍ଚାୟତ ଗସ୍ତ କରି କ୍ବାରାଣ୍ଟାଇନ ସେଣ୍ଟର ବୁଲି ଦେଖିଥିଲେ। କ’ଣ ସମସ୍ୟା ରହିଛି ସେ ସମ୍ପର୍କରେ ଦାୟିତ୍ୱରେ ଥିବା ଜିଲାପାଳଙ୍କୁ ପଚାରି ବୁଝିଥିଲେ। ଏଥିସହ ବିଧାୟକ ଷଡ଼ଙ୍ଗୀ ଚନ୍ଦନପୁର ସିଏଚ୍‌ସିକୁ ଯାଇ ସେଠାରେ ଆନୁଷଙ୍ଗିକ ବ୍ୟବସ୍ଥାର ତଦାରଖ କରିଥିଲେ। ରୋଗୀଙ୍କୁ କିପରି ଚିକିତ୍ସା ସୁବିଧା ମିଳୁଛି ତାହା ପଚାରି ବୁଝିଥିଲେ। ବିଧାୟକଙ୍କ ସହିତ ସଦର ବିଡିଓ, ବିଧାୟକଙ୍କ ବ୍ଲକ ପ୍ରତିନିଧି ସଚ୍ଚିନ୍ଦ୍ର ନାଥ ବାନାର୍ଜୀ, ଭାଜପା ଚନ୍ଦନପୁର ମଣ୍ଡଳ ସଭାପତି ମନୋରଞ୍ଜନ ପ୍ରଧାନ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ…

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri