Posted inଜାତୀୟ

କ୍ରସ୍‌ ମଦର ମିଲ୍କ ବ୍ୟାଙ୍କ ଜରିଆରେ ଅନ୍ୟର ଶିଶୁଙ୍କୁ ସ୍ତନ୍ୟପାନ କରାଇ ପାରିବେ ମା’

ଭୋପାଳ,୩୦।୭: ଅଗଷ୍ଟ ପ୍ରଥମ ସପ୍ତାହକୁ ବିଶ୍ୱ ସ୍ତନ୍ୟପାନ ସପ୍ତାହ ଭାବେ ପାଳନ କରାଯାଇଥାଏ। ଏବେବି ଅଧିକାଂଶ ଶିଶୁ ସ୍ତନ୍ୟପାନରୁ ବଞ୍ଚିତ ହେଉଥିବା ଦେଖାଯାଏ। ତେବେ ଭୋପାଳରେ ଏହି ସ୍ଥିତିକୁ ଦେଖିଲେ ପ୍ରାୟ ୭୦ ପ୍ରତିଶତ ଶିଶୁ ଜନ୍ମ ପରେ ପରେ ମା’ କ୍ଷୀରରୁ ବଞ୍ଚିତ ହେଉଥିବା କୁହାଯାଏ। ଏଥିପାଇଁ ଏବେ ରାଜଧାନୀର ଜେପି ହସ୍ପିଟାଲରେ କ୍ରସ୍‌ ମଦର ମିଲ୍କ ବ୍ୟାଙ୍କ ଖୋଲା ଯିବାର ଯାଜନା ରହିଛି। ଏହା ଅଗଷ୍ଟ ପ୍ରଥମ ସପ୍ତାହରେ ଖୋଲାଯିବ। ଏଥିରେ ଜଣେ ମା’ ଅନ୍ୟ ଜଣେ ମା’ର ଶିଶୁଙ୍କୁ ସ୍ତନ୍ୟପାନ କରାଇପାରିବେ। ଏଥିପାଇଁ କାଉନସିଲିଂ କାରାଯାଇ ବିଭିନ୍ନ ହସ୍ପିଟାଲରେ ସନ୍ତାନ ପ୍ରବସ କରିଥିବା ମାଆମାନଙ୍କୁ ଦୁଗ୍ଧ ଦାନର ମହତ୍ୱ ବିଷୟରେ ବୁଝାଇବା ସହ ସେମାନଙ୍କୁ ଦୁଗ୍ଧ ଦାନ କରିବାକୁ କୁହାଯିବ। ଅଧିକ ପରିମାଣ ଦୁଗ୍ଧ ସଂଗ୍ରହ ହେଲେ ପ୍ରଥମେ ଜେପି ହସ୍ପିଟାଲରେ ଥିବା ଶିଶୁମାନଙ୍କୁ ଦିଆଯିବ ପରେ ବଳକା ଦୁଗ୍ଧକୁ ଅନ୍ୟ ହସ୍ପିଟାଲକୁ ପଠାଇ ଦିଆଯିବାର ଯୋଜନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

ମରିଗଲା ମାନବିକତା! ନେପାଳ ବନ୍ୟାରେ ଭାସିଆସିଥିବା ମୃତଦେହରୁ ଅଳଙ୍କାର ଲୁଟିଲେ ଯୁବକ, ଭିଡିଓ ଭାଇରାଲ ପରେ…

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ଯୋଗୁ ହଜାର ହଜାର ପରିବାର ପ୍ରଭାବିତ ହୋଇଛନ୍ତି। ଲୋକେ ନିଜ ଜୀବନ ବଞ୍ଚାଇବା ସହ ପରସ୍ପରକୁ ସାହାଯ୍ୟ କରୁଥିବା ବେଳେ ଏହାରି…

୯୦୦ ମନ୍ଦିରର ରହସ୍ୟମୟ ପର୍ବତ! ସୂର୍ଯ୍ୟାସ୍ତ ହେଉ ହେଉ ଦେଖାଯା’ନ୍ତି…

ଭାରତରେ ଅନେକ ସୁନ୍ଦର ପାର୍ୱତ୍ୟ ସ୍ଥଳ ରହିଛି, କିନ୍ତୁ ଗୁଜରାଟର ଶତ୍ରୁଞ୍ଜୟ ପର୍ୱତ ନିଜର ଆଧ୍ୟାତ୍ମିକ ଓ ଧାର୍ମିକ ବିଶେଷତା ପାଇଁ ଏକ ସ୍ୱତନ୍ତ୍ର ପରିଚୟ ବହନ…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ…

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri