Posted inଖେଳ

କ୍ରିକେଟରଙ୍କୁ ଘରକୁ ଫେରିବାକୁ ମନା କଲେ ଉପସ୍ଥାପିକା ପତ୍ନୀ

ବ୍ରିସବେନ,୧୦।୧- ଚଳିତ ବିଗ୍‌ ବାସ ଲିଗ୍‌ର ୨୯ ମ୍ୟାଚ୍‌ରେ ବ୍ରିସବେନ ହିଟ୍‌ ୫ ଉଇକେଟରେ ହାବର୍ଟ ହରିକେନ୍ସକୁ ହରାଇ ଦେଇଛି। ମ୍ୟାଚ୍‌ରେ ୧ ଉଇକେଟ ନେବା ସହ ଗୁରୁତ୍ୱପୂର୍ଣ୍ଣ ୪୩ ରନ୍‌ର ଅପରାଜିତ ଇନିଂସ ଖେଳିଥିବା ବେନ କଟିଂଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଥିଲା। ପରେ ସେ ଜଣାଶୁଣା ଉପସ୍ଥାପିକା ତଥା ପତ୍ନୀ ଇରିନ ହୋଲାଣ୍ଡଙ୍କ ସହ କଥା ହୋଇଥିଲେ। ତୁମେ ପର୍ଥରେ ଖେଳିବା ଓ ଶୋଇବାକୁ ବହୁତ ଭଲ ପାଅ ମୁଁ ଜାଣିଛି। ବିଶ୍ରାମ ନିଅ। ପର୍ଥରେ ଭଲ ଖେଳିବ। ନ ହେଲେ ଘରକୁ ଫେରିିବ ନାହିଁ ବୋଲି ହୋଲାଣ୍ଡ ସ୍ବାମୀ କଟିଂକୁ ସାକ୍ଷାତ୍‌କାରବେଳେ କହିଥିଲେ। ହାବର୍ଟ ହରିକେନ୍ସ ପକ୍ଷରୁ ଧାର୍ଯ୍ୟ ୧୨୭ ରନ୍‌ର ବିଜୟ ଲକ୍ଷ୍ୟକୁ ବ୍ରିସବେନ ହିଟ ୧୮.୨ ଓଭରରେ ୫ ଉଇକେଟ ହରାଇ ହାସଲ କରିନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱକପ୍‌ରେ ପ୍ରଥମ ମ୍ୟାଚ୍‌ ଜିତିବା ପରେ ଟିମ୍‌ ଇଣ୍ଡିଆ

ଲଣ୍ଡନ,୭।୬- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରକାକୁ ହରାଇ ଅଭିଯାନ ଆରମ୍ଭ କରିଛି। ଆଗକୁ ଆହୁରି ଶକ୍ତିଶାଳୀ ଦଳକୁ ଭେଟିବାକୁ...

ଦଶନ୍ଧିର ଶ୍ରେଷ୍ଠ ଦଳ ଘୋଷଣା କଲା ଆଇସିସି, କୋହଲିଙ୍କୁ ପ୍ରତ୍ୟେକ ଦଳରେ ସ୍ଥାନ

ଦୁବାଇ,୨୭।୧୨: ଚଳିତ ଦଶନ୍ଧିର ପ୍ରତ୍ୟେକ ଫର୍ମାଟ ପାଇଁ ରବିବାର ଶ୍ରେଷ୍ଠ ଦଳ ଘୋଷଣା କରିଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)। ଟି୨୦ ଓ ଦିନିକଆ ଫର୍ମାଟରେ...

ଅଲିମ୍ପିଆନଙ୍କୁ ବଶିଷ୍ଟଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, ୬।୫(କ୍ରୀଡ଼ା ପ୍ରତିନିଧି)-ଅଲିମ୍ପିକ୍ସରେ ଭାରତର ଅଂଶଗ୍ରହଣକୁ ୧୦୦ ବର୍ଷ ପୂରିଛି। ପ୍ରଥମଥରପାଇଁ ଭାରତର ଏକ ଦଳ ୧୯୨୦ ଆଣ୍ଟ୍ବେର୍ପ(ବେଲଜିୟମ) ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିଲା। ଏହି ଅଲିମ୍ପିକ୍ସରେ...

ଅଷ୍ଟ୍ରେଲିଆ ଦଳକୁ ସ୍ମିଥ୍‌ଙ୍କ ପ୍ରତ୍ୟାବର୍ତ୍ତନ

ମାଞ୍ଚେଷ୍ଟର, ୩।୯ (ଏପି)- ଘରୋଇ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ବୁଧବାରଠାରୁ ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଆଶେସ ସିରିଜର ୪ର୍ଥ ମ୍ୟାଚ୍‌ ଆରମ୍ଭ ହେବ।...

ଅଲିମ୍ପିକ୍ସ ଯୋଗ୍ୟତା ହାସଲ ବର୍ତ୍ତମାନ ପାଇଁ ସସ୍‌ପେଣ୍ଡ

ଲଣ୍ଡନ, ୮ା୪ (ପି.ଟି.)-କୋଭିଡ୍‌-୧୯ ସଂକ୍ରମଣ ଆଶଙ୍କାରେ ଓ୍ବାଲର୍‌ଡ ଆଥଲେଟିକ୍ସ ମଙ୍ଗଳବାର ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ ସମୟସୀମାକୁ ଡିସେମ୍ବର ୨୦୨୦ ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛି।...

ଆସେସ୍‌ : ବର୍ମିଂହାମରେ ପ୍ରଥମ ଟେଷ୍ଟ: ଆର୍ଚର ଖେଳିବେନି

ବର୍ମିଂହାମ,୧।୮ (ଏଏଫ୍‌ପି)-ଗରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ହାଇପ୍ରୋଫାଇଲ ଆସେସ୍‌। ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଦୁଇ ପାରମ୍ପରିକ...

ରଣ୍‌ଜୀ ଟ୍ରଫି: ଶାନ୍ତନୁ-ରାଜେଶଙ୍କ ଶତକୀୟ ଭାଗୀଦାରି

କଟକ ଅଫିସ,୫ା୨- ମହାରାଷ୍ଟ୍ରର ନାଗୋଥାନେ ସ୍ଥିତ ରିଲାଏନ୍ସ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଠାରୁ ଓଡ଼ିଶା-ମହାରାଷ୍ଟ୍ର ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ ଆରମ୍ଭ ହୋଇଛି। ପ୍ରଥମେ ବ୍ୟାଟିଂ...

ଫିଲ୍ଡରେ କୋଚ୍‌ଙ୍କ ସହ ଯୁକ୍ତିତର୍କ: ମୁହଁ ଖୋଲିଲେ ଶ୍ରୀଲଙ୍କା ଅଧିନାୟକ

କଲମ୍ବୋ,୨୨।୭: ଟିମ୍‌ ଇଣ୍ଡିଆ ଠାରୁ ଦ୍ୱିତୀୟ ଦିନିକିଆରେ ପରାସ୍ତ ହେବା ପରେ ଫିଲ୍ଡରେ ମୁହଁାମୁହିଁ ହୋଇଥିଲେ ଶ୍ରୀଲଙ୍କାର ଅଧିନାୟକ ଦାସୁନ ଶାନାକା ଓ କୋଚ୍‌ ମିକି...

Advertisement
Archives

Model This Week