Posted inଖେଳ

କ୍ରିକେଟରଙ୍କ ଭାଲେଣ୍ଟାଇନ୍‌ ଡେ’: କାହାର ଫେସବୁକ୍‌ରେ ପ୍ରେମ, ତ ଆଉ କିଏ ପ୍ରେମ ପାଇଁ ଛାଡିଥିଲେ ଘର

ଆଜି ଭାଲେଣ୍ଟାଇନ୍‌ ଡେ’ ଅର୍ଥାତ ପ୍ରେମ ଦିବସ। ଏହି ଦିନଟି ପ୍ରେମିକା-ପ୍ରେମିକଙ୍କ ପାଇଁ ସ୍ବତନ୍ତ୍ର ଦିନ। ପ୍ରେମ ଦିବସରେ ଆମେ ଏମିତି କିଛି କ୍ରିକେଟରଙ୍କ ବିଷୟରେ କହିବାକୁ ଯାଉଛୁ, ଯେଉଁମାନେ ନିଜ ପ୍ରେମକୁ ପାଇବା ପାଇଁ ଅନେକ କିଛି ପଦକ୍ଷେପ ନେଇଛନ୍ତି। କିଏ ଘରୁ ଲୁଚି ପଳାଇଛନ୍ତି ତ ଆଉ କିଏ ପଡୋଶୀଙ୍କ ଝିଅକୁ ନେଇ ଘରୁ ପଳାଇଆସିଥିଲେ।

ମହେନ୍ଦ୍ର ସିଂ ଧୋନୀ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୦୦୭ ଜୁଲାଇ ୪ରେ ଲୁଚିଛପି ପିଲାଦିନର ବନ୍ଧୁ ସାକ୍ଷୀଙ୍କୁ ବିବାହ କରିଥିଲେ। ଉଭୟ ଛୋଟବେଳେ ରାଞ୍ଚିର ଶ୍ୟାମଲୀ ସ୍କୁଲରେ ପାଠ ପଢୁଥିଲେ। ସ୍କୁଲ ପଢା ଶେଷପରେ ସାକ୍ଷୀଙ୍କ ପରିବାର ଡେରାଡୁନ ଚାଲିଯାଇଥିଲେ। ଏପଟେ ଧୋନୀଙ୍କ ପରିବାର ରାଞ୍ଚିରେ ହିଁ ରହିଥିଲେ।

ଅଜିଙ୍କେ ରାହାଣେ
ଭାରତୀୟ କ୍ରିକେଟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଆଜିଙ୍କେ ରାହାଣେ ପିଲାଦିନର ବାନ୍ଧବୀ ରାଧିକା ଧୋପାକରଙ୍କୁ ବିବାହ କରିଥିଲେ।

ସୁରେଶ ରାଇନା
କ୍ରିକେଟର ସୁରେଶ ରାଇନା ମଧ୍ୟ ନିଜ ପ୍ରଥମ ପ୍ରେମକୁ ବିବାହ କରିଥିଲେ। ସେ ନିଜ ସ୍କୁଲ ସାଥୀ ପ୍ରିୟଙ୍କା ଚୌଧୁରୀଙ୍କୁ ବିବାହ କରିଥିଲେ।

ସୌରଭ ଗାଙ୍ଗୁଲି
ସୌରଭ ଗାଙ୍ଗୁଲୀ ନିଜ ପିଲାଦିନର ସାଙ୍ଗ ଡୋନାଙ୍କୁ ବିବାହ କରିବା ପାଇଁ ଘର ଛାଡି ପଳେଇ ଆସିଥିଲେ।

ସଚିନ ତେନ୍ଦୁଲକର
୧୯୯୦ ମସିହାରେ ଇଂଲଣ୍ଡରୁ ଭାରତ ଫେରୁଥିବାବେଳେ ମୁମ୍ବାଇ ବିମାନ ବନ୍ଦରରେ ଅଞ୍ଜଳୀଙ୍କ ସହ ତାଙ୍କ ପ୍ରଥମଦେଖା ହୋଇଥିଲା। ପରେ ଉଭୟ ମଧ୍ୟରେ ପ୍ରେମ ଏବଂ ପରେ ବିବାହ ହୋଇଥିଲା।

ଶିଖର ଧାଓ୍ବନ
ଫେସବୁକରେ ପ୍ରଥମଥର ଆୟେଶାଙ୍କୁ ଦେଖି ଶିଖର ଧାଓ୍ବନ ପାଗଳ ହୋଇଯାଇଥିଲେ। ଏହାପରେ ଫେସବୁକ ମାଧ୍ୟମରେ ଦୁହିଁଙ୍କ କଥାବାର୍ତ୍ତା ଆରମ୍ଭ ହୋଇଥିଲା। ୨୦୧୨ରେ ଉଭୟ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri