Posted inଖେଳ

କ୍ରିକେଟରେ ଗୋଟିଏ ଦଳ ପାଇଁ ଖେଳୁଛନ୍ତି ସ୍ତ୍ରୀ-ସ୍ବାମୀ

କ୍ରିକେଟରେ ଭାଇ-ଭାଇ ଏକାଠି ଖେୁଥିବାର ତ ଆପଣ ଦେଖିଥିବେ। କିନ୍ତୁ ସ୍ବାମୀ-ସ୍ତ୍ରୀ ଗୋଟିଏ ଦଳ ପାଇଁ ଏକତ୍ର ଖେଳିବା କଥାଟା ଶୁଣିଲେ କିମ୍ବା ଦେଖିଲେ ଆଶ୍ଚର୍ଯ୍ୟ ଲାଗିବ ନିଶ୍ଚୟ। ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଦଳର ଅଧିନାୟକ ହେଉଛନ୍ତି ଡେନ ଭାନ ନିଏକେର୍କ। ସେ ଦଳର ଅନ୍ୟ ଜଣେ ଖେଳାଳି ମାରିଜେନ କାପଙ୍କୁ ସମଲିଙ୍ଗୀ ବିବାହ କରିଛନ୍ତି। ଉଭୟ ୨୦୧୮ରେ ବିବାହ କରିଥିଲେ। ନିଏକେର୍କ ଏବଂ କାପ୍‌ ଏକାଠି ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକାକୁ ଅନେକ ମ୍ୟାଚ୍‌ ଜିତାଇଛନ୍ତି। କେବଳ ଏ ଦୁହେଁ ନୁହେଁ, ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳି ଆମୀ ସଟର୍ଥଓ୍ବେଟ ସାଥୀ ଖେଳାଳି ଲିଆ ତହୁହୁଙ୍କୁ ବିବାହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲି ଆଇସିସି ଟ୍ରଫି ଜିତିବେ, ଏହାର ଗ୍ୟାରେଣ୍ଟି ନାହିଁ; ଜାଣନ୍ତୁ ଏପରି କାହିଁକି କହିଲେ ପୂର୍ବ କୋଚ୍‌

ନୂଆଦିଲ୍ଲୀ,୫।୮: ଭାରତ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ୍‌ ବୁଧବାରଠାରୁ ନଟିଂହାମରେ ଆରମ୍ଭ ହୋଇଛି। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ...

ବିରାଟ କୋହଲିଙ୍କ ଶରୀରରେ ଏହିସବୁ ନାଁରେ ରହିଛି ଟାଟୁ

ଆଜିକାଲି ଶରୀରରେ ଟାଟୁ କରିବା ଏକ ଫ୍ୟାଶନ୍‌ରେ ପରିଣତ ହୋଇଗଲାଣି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ସେ ଶରୀରରେ...

୭୧ ବର୍ଷ ପରେ ପ୍ରଥମ ଟେନିସ ଖେଳାଳି ଭାବେ ଏହି କୃତିତ୍ୱ ଲାଭ କଲେ ଥିମ୍‌

ନ୍ୟୁୟର୍କ, ୧୪।୯: ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ ଏଠାରେ ଅନୁଷ୍ଠିତ ୟୁଏସ୍‌ ଓପନ୍‌ ପୁରୁଷ ସିଙ୍ଗଲ୍ସରେ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ଥିମ୍‌ ୨-୬, ୪-୬, ୬-୪, ୬-୩,...

ସେରେନା, ଓଜନିଆକିି ସେମିଫାଇନାଲରେ

ଅକ୍‌ଲାଣ୍ଡ, ୧୧ା୧ (ଏଏଫ୍‌ପି)- ସେରେନା ଓ୍ବିଲିୟମ୍ସ ଓ କାରୋଲିନ୍‌ ଓଜନିଆକି ଡବ୍ଲ୍ୟୁଟିଏ ଅକ୍‌ଲାଣ୍ଡ କ୍ଲାସିକ ଟେନିସ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। କ୍ୱାର୍ଟରଫାଇନାଲରେ ସେ ଲାଉରା...

ୟୁଏସ୍‌ ଓପନ୍‌:ବ୍ରାଡି- ଓସାକା ସେମିଫାଇନାଲ

ନ୍ୟୁୟର୍କ,୧୦।୯(ଏପି): ୟୁଏସ୍‌ ଓପନ୍‌ ଟେନିସ ଟୁର୍ନାମେଣ୍ଟର ୯ମ ଦିବସରେ ମହିଳା ସିଙ୍ଗଲ୍ସ ଇଭେଣ୍ଟର ପ୍ରଥମ ସେମିଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଚତୁର୍ଥ ସିଡ୍‌ ଖେଳାଳି ଜାପାନର...

ତୃତୀୟ ବିବାହ କରି ଚର୍ଚ୍ଚାରେ ଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଦେଶ ବିଦେଶର କ୍ରିକେଟରଙ୍କ ପ୍ରେମ ଏବଂ ବିବାହକୁ ନେଇ ସର୍ବଦା ଚର୍ଚ୍ଚା ଲାଗି ରହିଥାଏ। କେବଳ ବିବାହ ନୁହେଁ ବ୍ରେକ୍‌ଅପ୍‌କୁ ନେଇ ମଧ୍ୟ ଆଲୋଚନା ହୋଇଥାଏ।...

ପଜିଟିଭ ନୁହେଁ ନେଗେଟିଭ ଆସିଛି ନୀତିଶ ରାଣାଙ୍କ କୋଭିଡ୍‌ ରିପୋର୍ଟ

କୋଲକାତା,୧।୪: ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଷ୍ଟାର ବ୍ୟାଟ୍ସମ୍ୟାନ ନୀତିଶ ରାଣାଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ନେଗେଟିଭ...

ସନ୍ୟାସ ଘୋଷଣା କଲେ ପେଜ୍‌

ନୂଆଦିଲ୍ଲୀ,୧୧।୬: ଭାରତ ସମେତ ସମଗ୍ର ବିଶ୍ୱର ଡବ୍ଲ୍ୟୁଡବ୍ଲ୍ୟୁଇ ପ୍ରଶଂସକଙ୍କ ପାଇଁ ନିରାଶାଜନକ ଖବର ସାମ୍ନାକୁ ଆସିଛି। ମହିଳା ସୁପରଷ୍ଟାର ରେସଲର ତଥା ଦୁଇଥରର ଡବ୍ଲ୍ୟୁଡବ୍ଲ୍ୟୁଇ ଚାମ୍ପିୟନ...

Advertisement
Archives

Model This Week