Posted inଖେଳ

କ୍ରିକେଟରଙ୍କ ବିବାହ ଉତ୍ସବରେ ମୋବାଇଲ ଚୋରି

ବାଂଲାଦେଶ ଅଲରାଉଣ୍ଡର ସୌମ୍ୟ ସରକାର ଜୀବନରେ ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଦେବନାଥ ପୂଜାଙ୍କ ସହ ବିବାହ କରିଛନ୍ତି। ଏହି ବିବାହ ଉତ୍ସବ ଖୁଲନାଠାରେ ପାରମ୍ପରିକ ରିତିନୀତିରେ ଆୟୋଜିତ ହୋଇଥିଲା। ଏହି ଅବସରରେ ସ୍ଥାନୀୟ ଭିଆଇପି ଓ କ୍ରିକେଟ ଜଗତର କିଛି ଜଣାଶୁଣା ବ୍ୟକ୍ତି ମଧ୍ୟ ଉପସ୍ଥିତ ଥିଲେ। କିନ୍ତୁ ୨୭ ବର୍ଷୀୟ ସରକାରଙ୍କ ଜୀବନର ସ୍ମରଣୀୟ ଦିନରେ ଏକ ଅଘଟଣ ଘଟିଥିଲା। ବିବାହ ଉତ୍ସବରେ ୭ଟି ମୋବାଇଲ ଚୋରି ହୋଇଥିଲା। ଏଥିରେ ରହିଥିଲା ସୌମ୍ୟଙ୍କ ବାପାଙ୍କ ମୋବାଇଲ ମଧ୍ୟ ରହିଥିଲା। ଏଥିଯୋଗୁ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ବିବାହ ସ୍ଥଳକୁ ପୋଲିସକୁ ଡକାଇବାକୁ ପଡ଼ିଥିଲା। ସେଠାରେ ପୋଲିସ ଚୋରକୁ ଧରିଥିଲା। ମାତ୍ର ଦୋଷୀ କ୍ରିକେଟରଙ୍କ ପରିବାର ସଦସ୍ୟଙ୍କୁ ଆକ୍ରମଣ କରିଥିଲା। ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଫଟୋ ଉଠାଇବାକୁ ମନା କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ୨୦୧୪ରେ ପଦାର୍ପଣ କରିଥିବା ସୌମ୍ୟ ଏପର୍ଯ୍ୟନ୍ତ ବାଂଲାଦେଶ ପାଇଁ ଅନ୍ତର୍ଜାତୀୟ ସ୍ତରରେ ୧୫ ଟେଷ୍ଟ, ୫୫ ଦିନିକିଆ ଓ ୪୮ ଟି୨୦ ମ୍ୟାଚ୍‌ ଖେଳିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri