କ୍ରିକେଟର ଭଗବାନ୍‌ଙ୍କୁ ଭେଟିଲେ ରଣବୀର

ଲଣ୍ଡନ,୩।୬- ବଲିଉଡ୍‌ ଷ୍ଟାର ରଣବୀର ସିଂ ଏବେ କବୀର ଖାଁଙ୍କ ଫିଲ୍ମ ‘୮୩’ ଶୁଟିଂ ପାଇଁ ଏଠାରେ ଅଛନ୍ତି। ଏହି ଫିଲ୍ମ ଭାରତ ପାଇଁ ପ୍ରଥମ ବିଶ୍ୱକପ୍‌ ଆଣିଥିବା କପିଳଦେବଙ୍କ ଉପରେ ଆଧାରିତ। ଏବେ ବିଶ୍ୱକପ୍‌ ଚାଲିଥିବାରୁ ରଣବୀର ବହୁ କିମ୍ବଦନ୍ତୀ କ୍ରିକେଟରଙ୍କ ସହ ସମୟ ବିତାଇବାକୁ ସୁଯୋଗ ପାଇଛନ୍ତି। ସେମାନଙ୍କ ମଧ୍ୟରେ କ୍ରିକେଟର ଭଗବାନ୍‌ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କୁ ସେ ଭେଟିଥିଲେ। ଫଟୋ ଶେୟାରକରି ରଣବୀର ସୂଚନା ଦେଇଛନ୍ତି। ଉକ୍ତ ଫଟୋର କ୍ୟାପ୍‌ସନରେ ଲେଖିଛନ୍ତି, କ୍ରିକେଟର ଭଗବାନ୍‌। ସଚିନଙ୍କ ବ୍ୟତୀତ ସୁନୀଲ ଗାଭାସ୍କର, ଶେନ ଓ୍ବର୍ନ ଓ ଭିଭିଆନ ରିଚାଡର୍‌ସଙ୍କ ସହ ଫଟୋ ମଧ୍ୟ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହକି ବିଶ୍ୱକପ୍‌କୁ ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ନିମନ୍ତ୍ରଣ, ସାଦରରେ ଗ୍ରହଣ କଲେ ଶିବରାଜ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌ ଅନୁଷ୍ଠିତ ହେବ। ଦ୍ବିତୀୟ ଥର ପାଇଁ ଓଡ଼ିଶା ଏହି...

ଅଲଗା ହେବେ ସାନିଆ-ଶୋଏବ!

ମୁମାଇ,୮।୧୧: ଟେନିସ ତାରକା ସାନିଆ ମିର୍ଜା ଏବଂ ପାକିସ୍ତାନୀ କ୍ରିକେଟର ଶୋଏବ ମଲ୍ଲିକ୍‌ଙ୍କ ସମ୍ପର୍କରେ ଫାଟ। ସାନିଆ ଏବଂ ଶୋଏବ ମଧ୍ୟରେ କିଛି ଠିକ୍‌ ଚାଲିନାହିଁ...

ମ୍ୟାକ୍ଲିହାନଙ୍କ ପାଇଁ ସ୍ତ୍ରୀ ଛାଡ଼ିଛନ୍ତି ନୋଟ୍‌

ଅକ୍‌ଲାଣ୍ଡ,୧୬।୩- ନ୍ୟୁଜିଲାଣ୍ଡ ପେସର ମିଚେଲ ମ୍ୟାକ୍ଲିହାନ ପାକିସ୍ତାନ ସୁପର ଲିଗ୍‌ (ପିଏସଏଲ)ରୁ ଫେରିବା ପରେ ୧୪ ଦିନ ପାଇଁ ନିଜ ଆଡ଼ୁ କ୍ୱାରାଣ୍ଟାଇନରେ ରହିଛନ୍ତି। ଏହି...

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ଦିଲ୍ଲୀ କ୍ୟାପିଟାଲ୍ସ

ଆବୁଧାବି, ୧୧।୧୦: ଆଇପିଏଲ୍‌ ଚଳିତ ସଂସ୍କରଣର ୨୭ତମ ମୁକାବିଲାରେ ରବିବାର ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା ଦିଲ୍ଲୀ କ୍ୟାପିଟାଲ୍ସ ସହ ହୋଇଛି। ସ୍ଥାନୀୟ ଶେଖ୍‌...

ଗୋଟିଏ ଓଭରରୁ ଗେଲ୍‌ଙ୍କ ୩୨ ରନ ସଂଗ୍ରହ

ବ୍ରମ୍ପଟନ (କାନାଡା), ୪।୮- ପାକିସ୍ତାନ ଲେଗ୍‌-ସ୍ପିନର ଶଦାବ ଖାଁଙ୍କ ଗୋଟିଏ ଓଭରରୁ ୩୨ ରନ୍‌ ସଂଗ୍ରହ କରିଛନ୍ତି ଦୁର୍ଦ୍ଧର୍ଷ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ କ୍ରିସ ଗେଲ୍‌। ଏଠାରେ...

କୋହଲି ଫେରିବା ପରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହେବ: ଚାପେଲ

ସିଡ୍‌ନୀ,୨୩।୧୧(ପି.ଟି.): ପିତୃତ୍ୱ ଛୁଟିରେ ଭାରତୀୟ ଅଧିନାୟକ ବିରାଟ କୋହଲି ପ୍ରଥମ ଟେଷ୍ଟ ଖେଳି ସ୍ବଦେଶ ଫେରିବା ପରେ ଭାରତୀୟ ବ୍ୟାଟିଂ ଲାଇନ୍‌ଅପ୍‌ରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି...

ଲଗାତାର ୪ ମ୍ୟାଚ୍‌ରେ ହାରିବା ପରେ ବିରାଟଙ୍କୁ କରାଯାଉଛି କଟାକ୍ଷ, ସମର୍ଥନରେ ବାହାରିଲେ ରୁଟ୍‌

ଚେନ୍ନାଇ,୧୨।୨: ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ପରାଜୟ ପରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ସମାଲୋଚନା କରାଯାଉଛି। ଅଷ୍ଟ୍ରେଲିଆ ବିପକ୍ଷରେ ଆଡିଲେଡ୍‌ରେ ଖେଳାଯାଇଥିବା ମ୍ୟାଚ୍‌ ପରେ...

ମ୍ୟାକ୍‌ଗ୍ରାଥଙ୍କ ଡ୍ରିମ୍‌ ହ୍ୟାଟ୍ରିକ୍‌ ଲାଇନ୍‌ଅପ୍‌ରେ ଲାରା, ସଚିନ, ଡ୍ରାଭିଡ

ନୂଆଦିଲ୍ଲୀ, ୧୭ା୪: ନିଜ ସମୟରେ ଯେ କୌଣସି ପରିବେଶ ଓ ପଡ଼ିଆରେ ବ୍ୟାଟ୍ସମ୍ୟାନଙ୍କ ମନରେ ଭୀତି ସଞ୍ଚାର କରି ପାରୁଥିବା ସ୍ପିଡ୍‌ଷ୍ଟର ହେଲେ ଅଷ୍ଟ୍ରେଲିଆର ଗ୍ଲେନ...

Advertisement
Archives

Model This Week