Posted inଖେଳ

କ୍ରିକେଟ୍‌ ଇତିହାସରେ ଭାରତ ପାଇଁ ଆଜି ସ୍ମରଣୀୟ ଦିନ, ଯାହା ସବୁବେଳେ ମନେ ରହିବ

ଜୁନ ୧୮, ୧୯୮୩, ଭାରତୀୟ କ୍ରିକେଟ ଇତିହାସରେ ଏକ ସ୍ମରଣୀୟ ଦିନ। ଆଜିକୁ ଠିକ୍‌ ୩୭ ବର୍ଷ ପୂର୍ବେ ହରିୟାଣାର ହରିକେନ୍‌ କୁହାଯାଉଥିବା କପିଳ ଦେବ ଭାରତର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଅନ୍ତର୍ଜାତୀୟ ଏକଦିବସୀୟ ମ୍ୟାଚ୍‌ ପ୍ରଥମ ଶତକ ହାସଲ କରିଥିଲେ।୧୯୮୩ ବିଶ୍ୱକପ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଏବଂ ଜିମ୍ବାଓ୍ବେ ପରସ୍ପର ଭେଟାଭେଟି ହୋଇଥିଲେ। ପ୍ରଥମ ବିଶ୍ୱକପ ଖେଳୁଥିବା ଜିମ୍ବାୱେ ଦଳ ଭାରତକୁ ଅସୁବିଧାରେ ପକାଇଥିଲେ। ଭାରତର ଚାରିଜଣ ବ୍ୟାଟ୍ସମ୍ୟାନ ମାତ୍ର ୯ ରନରେ ପାଭିଲିୟନକୁ ଫେରିଥିଲେ। ତା’ପରେ ଅଧିନାୟକ କପିଲ ଦେବ ଦେବ ପଡିଆକୁ ଆସିଥିଲେ। ୧୭ ରନ୍‌ରେ ଭାରତକୁ ଆଉ ଏକ ଝଟ୍‌କା ଲାଗିଲା। ପଡିଆରେ ବ୍ୟାଟିଂ କରିବା ସେତେଟା ସହଜ ନ ଥିଲା। କିନ୍ତୁ କପିଳ ଦେବ ଏହାକୁ ଭୁଲ ପ୍ରମାଣିତ କରି ଭାରତର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଅନ୍ତର୍ଜାତୀୟ ଏକଦିବସୀୟ ମ୍ୟାଚ୍‌ ପ୍ରଥମ ଶହତ ହାସଲ କରିଥିଲେ। ଫଳରେ ଭାରତ ୬୦ ଓଭରରେ ୮ ଉଇକେଟ୍‌ ହରାଇ ୨୬୬ ରନ କରିବାରେ ସମର୍ଥ ହୋଇଥଲା। ଏହାର ଜବାବରେ ଜିମ୍ବାଓ୍ବେ ଦଳ ମାତ୍ର ୨୩୫ ରନ କରିଥିଲା। ମହାନ ବ୍ୟାଟ୍ସମ୍ୟାନ୍‌ ସୁନୀଲ ଗାଭାସ୍କରଙ୍କ ଭାଷାରେ. ମୁଁ ଏକଦିବସୀୟ ମ୍ୟାଚ୍‌ରେ ଅନେକ ଶତକ ଦେଖିଛି କିନ୍ତୁ କପିଲ ଦେବଙ୍କ ସେଦିନ ଶତକ ଖାସ୍‌ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲାମ୍ପାର୍ଡ ଚେଲ୍‌ସିର ମୁଖ୍ୟ କୋଚ୍‌

ଲାମ୍ପାର୍ଡ, ୫ା୭ (ଏଏଫ୍‌ପି)-ଫ୍ରାଙ୍କ୍‌ ଲାମ୍ପାର୍ଡ ଗୁରୁବାର ଚେଲ୍‌ସି ଫୁଟ୍‌ବଲ କ୍ଲବର ମୁଖ୍ୟକୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। କ୍ଲବ ସହିତ ସେ ୩ ବର୍ଷିଆ ଚୁକ୍ତି କରିଛନ୍ତି।...

୧୩ ବଲ୍‌ରେ ୬୩ ରନ୍‌ର ବିସ୍ଫୋରକ ଇନିଂସ ଖେଳିଲେ ଏହି କ୍ରିକେଟର୍‌

ଚେନ୍ନାଇ,୨୦।୭: ତାମିଲନାଡୁ ପ୍ରିମିୟର ଲିଗ (ଟିଏନପିଲ୍‌)ର ପ୍ରଥମ ମ୍ୟାଚରେ ୧୯ ବର୍ଷୀୟ ବ୍ୟାଟ୍ସମ୍ୟାନ ସାଇ ସୁଦର୍ଶନ ଚମତ୍କାର ବ୍ୟାଟିଂ କରିଛନ୍ତି। ସେ ୪୩ ବଲରେ ୮୭...

ଦୁର୍ଘଟଣା ପରେ ସାମ୍ନାକୁ ଆସିଲା ପନ୍ତଙ୍କ ପ୍ରଥମ ଟୁଇଟ୍‌

ମୁମ୍ବାଇ,୧୬।୧: ଭାରତୀୟ ଉଇକେଟ୍‌ କିପର ତଥା ବ୍ୟାଟ୍ସମ୍ୟାନ୍‌ ରିଷଭ ପନ୍ତ ଦୁର୍ଘଟଣା ପରେ ପ୍ରଥମ ଟୁଇଟ୍‌ କରିଛନ୍ତି। ପନ୍ତ ଟୁଇଟ୍‌ କରି କହିଛନ୍ତି, ସମର୍ଥନ ଏବଂ...

ଇଂଲଣ୍ଡ ବିଶ୍ୱକପ୍‌ ଦଳରେ ୫ ଅଣବ୍ରିଟିଶ୍‌ ଖେଳାଳି

ଲଣ୍ଡନ,୨୭।୫- ଆସନ୍ତା ୩୦ ତାରିଖଠାରୁ ଆଇସିସି ବିଶ୍ୱକପ୍‌ ଆରମ୍ଭ ହେବାକୁ ଯାଉଛି। ଏହି ବିଶ୍ୱକପ୍‌ ଲାଗି ଫେଭରାଇଟ ଗଣାଯାଉଥିବା ଇଂଲଣ୍ଡ ଦଳରେ ଅଣ ବ୍ରିଟିଶ୍‌ ଖେଳାଳି...

ଦିଲ୍ଲୀ ବିପକ୍ଷ ମ୍ୟାଚ ପୂର୍ବରୁ ଟିମ୍‌କୁ ଫେରିବେ ବେନ ଷ୍ଟୋକ୍ସ? ବ୍ୟାଟିଂ କୋଚ୍‌ ଦେଲେ ସୂଚନା…

ନୂଆଦିଲ୍ଲୀ,୧୦।୫: ଆଇପିଏଲ ୨୦୨୩ର ୫୫ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ଏବଂ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)ମଧ୍ୟ ଖେଳାଯିବ। ତେବେ ମ୍ୟାଚ ପୂର୍ବରୁ ସିଏସ୍‌କେର ଷ୍ଟାର ଅଲରାଉଣ୍ଡର...

ସାଇନା, ପ୍ରଣୟ ପଜିଟିଭ, ପରେ ନେଗେଟିଭ

ବ୍ୟାଙ୍କକ୍‌, ୧୩ା୧ (ପି.ଟି.)-ଭାରତର ଟପ୍‌ ବ୍ୟାଡ୍‌ମିଣ୍ଟନ ଖେଳାଳି ସାଇନା ନେହ୍ବାଲ ଓ ଏଚଏସ୍‌ ପ୍ରଣୟଙ୍କର ମଙ୍ଗଳବାର ହୋଇଥିବା କୋଭିଡ୍‌ ଟେଷ୍ଟରେ ଫଳାଫଳ ନେଗେଟିଭ ଆସିଛି। ଫଳରେ...

ହାଉସ୍‌ ଅଫ୍‌ ଲର୍ଡସ ସଦସ୍ୟ ହେଲେ ବୋଥାମ୍‌

ଲଣ୍ଡନ, ୨ା୮ (ପି.ଟି.)-କିମ୍ବଦନ୍ତୀ ଇଂଲଣ୍ଡ ଅଲରାଉଣ୍ଡର ଇଆନ ବୋଥାମ ବ୍ରିଟିଶ ପାର୍ଲାମେଣ୍ଟର ହାଉସ୍‌ ଅଫ୍‌ ଲଡର୍‌ସ ସଦସ୍ୟ ହୋଇଛନ୍ତି। ୬୪ ବର୍ଷୀୟ ପୂର୍ବତନ କ୍ରିକେଟ ଅଧିନାୟକଙ୍କ...

ଖେଳାଇ ଦେଉନି ୟୁକେର ପାଗ

ସାଉଥାମ୍ପଟନ, ୧୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଦିନକୁ ବର୍ଷା ଧୋଇ ଦେବା ପରେ ପର୍ଯ୍ୟାପ୍ତ ଆଲୋକ ଅଭାବରୁ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା...

Advertisement
Archives

Model This Week