Posted inଖେଳ

କ୍ରିକେଟ୍‌ ଛାଡି ପାଇଲଟ୍‌ ହେଲେ ଏହି କ୍ରିକେଟର୍‌

ସାଧାରଣତଃ କ୍ରିକେଟରମାନେ କ୍ରିକେଟ ଛାଡି ଖେଳ ସହ ଯୋଡି ହୋଇରହିଥାନ୍ତି। କିଏ କମେଣ୍ଟଟର୍‌ ହୁଅନ୍ତି ତ ଆଉ କିଏ କ୍ରିକେଟ ଏକ୍ସପର୍ଟ, କୋଚ୍‌ ଭାବେ କାର୍ଯ୍ୟ କରନ୍ତି। ଆଉ କିଛି କ୍ରିକେଟର୍‌ ଖେଳ ସହ କୌଣସି ସମ୍ପର୍କ ରଖନ୍ତି ନାହିଁ। ସେମାନଙ୍କ ମଧ୍ୟରେ ଜଣେ ହେଉଛନ୍ତି ଜିମ୍ବାଓ୍ବେର ପୂର୍ବତନ ପେସ୍‌ ବୋଲର ଟ୍ରେଭିସ୍‌ ଫ୍ରେଣ୍ଡ୍‌। ଏବେ ସେ ପାଇଲଟ୍‌ ଭାବେ କାର୍ଯ୍ୟ କରୁଛନ୍ତି। ସେ ୨୦୦୦ ମସିହା ସେପ୍ଟେମ୍ବର ୩୦ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଏକଦିବସୀୟ ମ୍ୟାଚ୍‌ରେ ଡେବ୍ୟୁ କରିଥିଲେ। ସେହିପରି ଟେଷ୍ଟ ଡେବ୍ୟୁ ଭାରତ ବିପକ୍ଷରେ କରିଥିଲେ। ସେ ୧୩ଟି ଟେଷ୍ଟ ଖେଳି ୨୫ଟି ଉଇକେଟ୍‌ ନେବା ସହ ୪୪୭ରନ୍‌ ସଂଗ୍ରହ କରିଥିଲେ। ସେହିପରି ୫୧ଟି ଏକଦିବସୀୟ ମ୍ୟାଚ୍‌ ଖେଲି ୩୭ଟି ଉଇକେଟ ସହ ୫୪୮ ରନ୍‌ କରିଥିଲେ। ୨୦୦୧ରେ ଟ୍ରେଭିସ୍‌ ପ୍ରାଇଭେଟ୍‌ ପାଇଲଟ୍‌ ସାର୍ଟିଫିକେଟ୍‌ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୁମରା, ଶାର୍ଦ୍ଦୁଳଙ୍କ ର଼୍ୟାଙ୍କିଙ୍ଗ୍‌ରେ ପରିବର୍ତ୍ତନ

ଦୁବାଇ,୮।୯: ଚଳିତ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରେ ଭଲ ପ୍ରଦର୍ଶନ କରିଥିବା ଭାରତୀୟ ପେସର ଯଶପ୍ରୀତ ବୁମରା ଓ ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁରଙ୍କ ର଼୍ୟାଙ୍କିଙ୍ଗ୍‌ରେ ପରିବର୍ତ୍ତନ...

ନାସିର ହୁସେନଙ୍କ ପସନ୍ଦ ବିରାଟ କୋହଲି

ଲଣ୍ଡନ, ୨୨|୪: ବିଶ୍ୱର ବିଖ୍ୟାତ କ୍ରିକେଟରଙ୍କ ମଧ୍ୟରୁ ୪ ଜଣଙ୍କ ଖେଳ ସେ ସର୍ବଦା ଦେଖିବାକୁ ପସନ୍ଦ କରିବେ ବୋଲି କହିଛନ୍ତି ପୂର୍ବତନ ଇଂଲଣ୍ଡ କ୍ରିକେଟ...

ତୃତୀୟ ଟେଷ୍ଟରେ ଭାରତୀୟ କ୍ରିକେଟରଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିବେ କି ପ୍ରୀତି ଜିଣ୍ଟାଙ୍କ ଏହି ବ୍ୟାଟ୍ସମ୍ୟାନ! ୪୮ ବଲ୍‌ରେ ମାରିଛନ୍ତି ଶତକ

ଲଣ୍ଡନ,୧୯।୮: ଭାରତ ବିପକ୍ଷରେ ଲର୍ଡସ ଟେଷ୍ଟରେ ଶୋଚନୀୟ ଭାବେ ପରାସ୍ତ ହେବା ପରେ ଘରୋଇ ଇଂଲଣ୍ଡ ଟିମ୍‌ ନିଜ ବ୍ୟାଟିଂ ସଜାଡ଼ିବା ଆରମ୍ଭ କରିଛି। ଟି-୨୦...

ଭାରତ ଆଗରେ ଚ୍ୟାଲେଞ୍ଜିଂ ଟାର୍ଗେଟ

କଲମ୍ବୋ,୨୦।୭: ଆରମ୍ଭରୁ ଭାରତୀୟ ବୋଲରଙ୍କୁ ସଫଳତା ମିଳି ନ ଥିଲା। କିନ୍ତୁ ୟୁଜବେନ୍ଦ୍ର ଚହଲ, ଦୀପକ ଚହର ଓ ଭୁବନେଶ୍ୱର କୁମାରଙ୍କ ବଳରେ ମ୍ୟାଚ୍‌କୁ ପ୍ରତ୍ୟାବର୍ତ୍ତନ...

ଜାଡେଜାଙ୍କ ଶୋ; ଶେଷ ଓଭରରେ ମାରିଲେ ୫ ଛକା

ମୁମ୍ବାଇ,୨୫।୪ :ଦେଖିବାକୁ ମିଳିଲା ରବୀନ୍ଦ୍ର ଜାଡେଜାଙ୍କ ଶୋ। ଶେଷ ଓଭରରେ ୫ ଛକା ସହ ଆଦାୟ କରିଥିଲେ ୩୭ ରନ୍‌। ଏହା ଆଇପିଏଲ ଇତିହାସର ସବୁଠୁ...

ଅନ୍ତିମ ଦିନିକିଆ: ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ବେଙ୍ଗାଲୁରୁ,୧୯।୧(ପି.ଟି.)- ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମ ରବିବାର ଭାରତ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ ଖେଳାଯିବ। ସିରିଜ ୧-୧...

ପୁଣି ବର୍ଷା: ଭାରତ- ନ୍ୟୁଜିଲାଣ୍ଡ ମ୍ୟାଚ୍‌ ବାତିଲ

ନଟିଂହାମ,୧୩।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ ବର୍ଷା କେବଳ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ନୁହଁ ପ୍ରଶଂସକଙ୍କ ପାଇଁ ମଧ୍ୟ ମୁଣ୍ଡବ୍ୟଥାର କରାଣ ହୋଇଛି। ବର୍ଷା ଯୋଗୁଁ ବିଶ୍ୱକପ୍‌ର...

ହିମା ଦାସଙ୍କୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୪।୭(ପିଟି)- ଭାରତୀୟ ଷ୍ଟାର ସ୍ପ୍ରିଣ୍ଟର ହିମା ଦାସ ପୋଲାଣ୍ଡରେ ଅନୁଷ୍ଠିତ ପୋଜନାନ ଆଥ୍‌ଲେଟିକ୍ସ ଗ୍ରାଁ ପ୍ରି ଟୁର୍ନାମେଣ୍ଟର ୨୦୦ ମିଟର ଦୌଡ଼ ଇଭେଣ୍ଟରେ ସ୍ବର୍ଣ୍ଣ...

Advertisement
Ten Cric Info


Archives

Model This Week