Posted inଖେଳ

କ୍ରିକେଟ୍‌ ଛାଡି ପାଇଲଟ୍‌ ହେଲେ ଏହି କ୍ରିକେଟର୍‌

ସାଧାରଣତଃ କ୍ରିକେଟରମାନେ କ୍ରିକେଟ ଛାଡି ଖେଳ ସହ ଯୋଡି ହୋଇରହିଥାନ୍ତି। କିଏ କମେଣ୍ଟଟର୍‌ ହୁଅନ୍ତି ତ ଆଉ କିଏ କ୍ରିକେଟ ଏକ୍ସପର୍ଟ, କୋଚ୍‌ ଭାବେ କାର୍ଯ୍ୟ କରନ୍ତି। ଆଉ କିଛି କ୍ରିକେଟର୍‌ ଖେଳ ସହ କୌଣସି ସମ୍ପର୍କ ରଖନ୍ତି ନାହିଁ। ସେମାନଙ୍କ ମଧ୍ୟରେ ଜଣେ ହେଉଛନ୍ତି ଜିମ୍ବାଓ୍ବେର ପୂର୍ବତନ ପେସ୍‌ ବୋଲର ଟ୍ରେଭିସ୍‌ ଫ୍ରେଣ୍ଡ୍‌। ଏବେ ସେ ପାଇଲଟ୍‌ ଭାବେ କାର୍ଯ୍ୟ କରୁଛନ୍ତି। ସେ ୨୦୦୦ ମସିହା ସେପ୍ଟେମ୍ବର ୩୦ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଏକଦିବସୀୟ ମ୍ୟାଚ୍‌ରେ ଡେବ୍ୟୁ କରିଥିଲେ। ସେହିପରି ଟେଷ୍ଟ ଡେବ୍ୟୁ ଭାରତ ବିପକ୍ଷରେ କରିଥିଲେ। ସେ ୧୩ଟି ଟେଷ୍ଟ ଖେଳି ୨୫ଟି ଉଇକେଟ୍‌ ନେବା ସହ ୪୪୭ରନ୍‌ ସଂଗ୍ରହ କରିଥିଲେ। ସେହିପରି ୫୧ଟି ଏକଦିବସୀୟ ମ୍ୟାଚ୍‌ ଖେଲି ୩୭ଟି ଉଇକେଟ ସହ ୫୪୮ ରନ୍‌ କରିଥିଲେ। ୨୦୦୧ରେ ଟ୍ରେଭିସ୍‌ ପ୍ରାଇଭେଟ୍‌ ପାଇଲଟ୍‌ ସାର୍ଟିଫିକେଟ୍‌ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜେଟ୍‌ଲୀଙ୍କ ପାଇଁ କଳା ଆର୍ମ ବ୍ୟାଣ୍ଡ୍‌ ପିନ୍ଧିଲେ ଭାରତୀୟ ଖେଳାଳି

ନର୍ଥ ସାଉଣ୍ଡ, ୨୫।୮ (ପି.ଟି.)- ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଭେଟେରାନ କ୍ରିକେଟ ପ୍ରଶାସକ ଅରୁଣ ଜେଟ୍‌ଲୀଙ୍କର ଶନିବାର ଦେହାନ୍ତ ହୋଇଯାଇଛି। ତାଙ୍କୁ ସମ୍ମାନ ଜଣାଇ...

ମାରାଡୋନାଙ୍କ ନାମରେ ଷ୍ଟାଡିୟମର ନାମକରଣ

ନାପଲ୍ସ, ୬ା୧୨ (ଏପି)-ଇଟାଲିଆନ କ୍ଲବ ନାପୋଲି ଏହାର ପୂର୍ବତନ ଅଧିନାୟକ ଡଏଗୋ ମାରାଡୋନାଙ୍କୁ ସମ୍ମାନିତ କରିବାକୁ ଯାଇ ନିଜ ଷ୍ଟାଡିୟମର ନାମ ବଦଳାଇ ଦେଇଛି। ନାପଲ୍ସ...

ଏମ୍‌ଆଇ ଜିତିଲା ଟସ୍‌, ପ୍ରଥମେ ବୋଲିଂ…

ମୁମ୍ବାଇ, ୩୦।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୪୪ ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ)ସ ଜିତି ପ୍ରଥମେ ବୋଲିଂ...

ଏହି ଅଭିନେତ୍ରୀଙ୍କ ପ୍ରେମରେ ଉବୁଟୁବୁ ପୃଥ୍ବୀ ଶ’

ମାତ୍ର ୧୮ ବର୍ଷ ବୟସରେ ଟେଷ୍ଟ ଡେବ୍ୟୁ ମ୍ୟାଚ୍‌ରେ ଶତକ ହାସଲ କରିଥିବା ପୃଥ୍ବୀ ଶ’ ଏବେ ଜଣେ ଅଭିନେତ୍ରୀଙ୍କ ପ୍ରେମରେ ପଡିଥିବା ଚର୍ଚ୍ଚା ହେଉଛି।...

ମୋତେ କୁହ, ମୋ ପରିବାରକୁ ଟାଣନି

ଭାରତୀୟ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜରୁ ବିଶ୍ରାମ ନେଇଛନ୍ତି। ଏବେ ସେ ନିଜ ପରିବାର ସହ ସମୟ...

ଅଷ୍ଟ୍ରେଲିଆନ୍‌ ଓପନ୍‌: ଭାରତୀୟ ଅଭିଯାନ ଶେଷ

ମେଲବୋନା,୧୪।୨(ପି.ଟି.): ଚଳିତ ଅଷ୍ଟ୍ରେଲିଆନ ଓପନ ଟେନିସ ଟୁର୍ନାମେଣ୍ଟରେ ଅଭିଜ୍ଞ ଭାରତୀୟ ଖେଳାଳି ରୋହନ ବୋପାନ୍ନା ମିକ୍ସଡ ଡବଲ୍ସ ଟୁର୍ନାମେଣ୍ଟରୁ ବାଦ୍‌ ପଡିଛନ୍ତି। ପ୍ରଥମ ରାଉଣ୍ଡରେ ବୋପାନ୍ନା...

କୋଭିଡ୍‌-୧୯: ଜାତୀୟ ଫେଡେରେଶନଗୁଡିକୁ ୟୁଫାର ଅନୁଦାନ

ପ୍ୟାରିସ୍‌,୨୮।୪(ଏପି): କୋଭିଡ୍‌-୧୯ ମହାମାରୀ ଦ୍ୱାରା ସାରା ବିଶ୍ୱ ଫୁଟବଲ ପ୍ରଭାବିତ ହୋଇଥିବାରୁ ୟୁନିୟନ ଅଫ୍‌ ୟୁରୋପିଆନ ଫୁଟବଲ ଆସୋସିଏଶନ (ୟୁଫା) ତା’ର ଜାତୀୟ ଫେଡେରେଶଗୁଡିକୁ ସାହାଯ୍ୟର...

ଭଲ କାମ କରିବାକୁ ଯାଉଛନ୍ତି ପାକିସ୍ତାନ ଅଧିନାୟକ

ଦୁବାଇ,୨୬।୧୦: ଦୁଇ ଦିନ ପୂର୍ବେ ପାକିସ୍ତାନ ଅଧିନାୟକ ବାବର ଆଜମ ନିଜ ଦେଶର କ୍ରିକେଟ ପ୍ରଶଂସକମାନଙ୍କୁ ଉତ୍ସବ ପାଳନ କରିବାକୁ ଏପରି ସୁଯୋଗ ଦେଇଥିଲେ, ଯାହାକି...

Advertisement
Archives

Model This Week