Posted inଜାତୀୟ

କ୍ରିକେଟ ଆଉ ରାଜନୀତିରେ କିଛି ବି ହୋଇପାରେ : ଗଡକରି

ନୂଆଦିଲ୍ଲୀ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ସୃଷ୍ଟି ହୋଇଥିବା ଇତିହାସକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ନୀତିନ ଗଡକରି କହିଛନ୍ତି, ମୁଁ ପୂର୍ବରୁ କହିଥିଲି କ୍ରିକେଟ ଓ ରାଜନୀତରେ କିଛିବି ହୋଇପାରେ। ଏବେ ଆପଣମାନେ ଚିନ୍ତା କରନ୍ତୁ ମୁଁ କ’ଣ ପାଇଁ ଏହା କହିଥିଲି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଭାଜପା ଶିବସେନାକୁ ନେଇ ସରକାର ଗଠନ କରିବାକୁ ଚାହୁଁଥିବା ସମୟରେ ୫୦-୫୦ ଫର୍ମୁଲାରେ କିନ୍ତୁ ଅଟକିଥିଲା ଶିବସେନା। ଏବେ ଶିବସେନା ମେଣ୍ଟ କରି ସରକାର ଗଢିବାକୁ ଚିନ୍ତା କରୁଥିବା ସମୟରେ ରାତି ପାହିବାକୁ ଦେଲାନି ଭାଜପା। ଶନିବାର ସକାଳୁ ହଠାତ୍‌ ଏନ୍‌ସିପି ସହ ମେଣ୍ଟ କରି ଭାଜପା ନେତା ଦେବେନ୍ଦ୍ର ଫଡ୍‌ନବିସ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ। ଏହାକୁ ଦେଖିବା ପରେ ଏବେ ଗଡକରି ତାଙ୍କ ପୁରୁଣା କଥାକୁ ଦୋହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଛରେ ପଡିଲେ ଏମ୍‌. କେ. ଷ୍ଟାଲିନ୍‌

ଚେନ୍ନାଇ,୪।୫: ତାମିଲନାଡୁ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଉଛି। ଡିଏମ୍‌କେ ସୁପ୍ରିମୋ ତଥା ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌. କେ. ଷ୍ଟାଲିନ କୋଲାଥୁର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିବା…

ଜିତୁ ମୁଣ୍ଡାଙ୍କ ପାଇଁ ବଦଳିଲା ଗାଁର ଭାଗ୍ୟ, ମରାମତି ହେଲା….

କେନ୍ଦୁଝର,୪।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟଙ୍କା ଉଠାଇବା ପାଇଁ ଜିତୁ ମୁଣ୍ଡା ନିଜ ବଡ଼ ଭଉଣୀଙ୍କ କଙ୍କାଳ କାନ୍ଧରେ ବୋହି ବ୍ୟାଙ୍କକୁ ନେବା ଘଟଣା ସାରା ଦେଶରେ…

ପାଦେପାଦେ ବିପଦ, ଓହଳିଛି ପୌର ପରିଷଦର ସ୍ବାଗତ ହୋର୍ଡିଂ

ଗୁଣପୁର,୪ା୫(ସଂକେତ ପାତ୍ର): ଗୁଣପୁର ସହରକୁ ସ୍ୱାଗତ ଜଣାଇବା ପାଇଁ ପୌରପରିଷଦ ଦ୍ୱାରା ବିକ୍ରମପୁର ପଥପ୍ରାନ୍ତ ନିକଟରେ ସ୍ଥାପିତ ସ୍ୱାଗତ ବୋର୍ଡ୍ ବର୍ତ୍ତମାନ ବିପଦ ସଙ୍କୁଳ ଅବସ୍ଥାରେ ରହିଛି…

ମାଟ୍ରିକ ପରୀକ୍ଷା ଫଳ: ପଦ୍ମାବତୀ ମହାଳିଙ୍ଗ, ମନୀଷା ଧରୁଆ ସ୍କୁଲ ପାଇଁ ଗୌରବ

ଭବାନୀପାଟଣା,୪।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ବାଦଲି ସ୍ଥିତ କିସ ଆବାସିକ ବିଦ୍ୟାଳୟର ଛାତ୍ରୀମାନେ ପ୍ରଥମ ବର୍ଷ ଦଶମ ପରୀକ୍ଷା ରେ ଶତ ପ୍ରତିଶତ…

ଜିଲା ମଙ୍ଗଳ ବିଭାଗର ୨୨ ବିଦ୍ୟାଳୟର ଶତପ୍ରତିଶତ ପାସ

କୋରାପୁଟ,୪ା୫(ଅମିତାଭ ବେହେରା): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ କୋରାପୁଟ ଜିଲା ମଙ୍ଗଳ ବିଭାଗ ଶତପ୍ରତିଶତ ସଫଳତା ହାସଲ କରିଛି। ମୋଟ ପାସ ହାର ୯୯ ପ୍ରତିଶତ ରହିଛି। ୩୭ରୁ…

ମାତ୍ର ୨ବର୍ଷରେ ଘଟିଲା ଏମିତି, ଯାହା ଦିଦିଙ୍କ ପରାଜୟର କାରଣ ସାଜିଲା!

କୋଲକାତା,୪।୫: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଇଁ ଏବେ ରାଜ୍ୟର ନେତୃତ୍ୱ ଛାଡିବା ଅନିବାର୍ଯ୍ୟ ମନେ ହେଉଛି। ୪…

Bangal New CM: ମମତାଙ୍କ ପରାଜୟର ସଠିକ ଭବିଷ୍ୟବାଣୀ କରିଥିବା ବ୍ୟକ୍ତିଙ୍କଠାରୁ ଜାଣନ୍ତୁ କିଏ ହେବେ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଭାଜପାର ଉତ୍ଥାନ ଏବଂ ଟିଏମସିର ପତନର ସ୍ପଷ୍ଟ ସୂଚନା ଦେଉଛି। ବର୍ତ୍ତମାନର ଧାରା ଅନୁସାରେ, ଭାଜପା ୧୯୪ଟି ଆସନରେ ଆଗୁଆ…

ରାଜସ୍ଥାନ ଫ୍ରାଞ୍ଚାଇଜର ୭୫% ଅଂଶଧନ କିଣିଲେ ମିତ୍ତଲ ପରିବାର

ନୂଆଦିଲ୍ଲୀ,୪ା୫: ଶିଳ୍ପପତି ଲକ୍ଷ୍ମୀ ମିତ୍ତଲ ଏବଂ ତାଙ୍କ ପୁଅ ଆଦିତ୍ୟ ମିତ୍ତଲଙ୍କ ସହିତ ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ)ର ଆଦାର ପୁନାଓ୍ୱାଲା ରାଜସ୍ଥାନ ରୟାଲ୍ସ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri