କ୍ରିକେଟ ଖେଳରୁ ଗଣ୍ଡଗୋଳ: ଏୟାରଗନ୍‌ ସହିତ ୨ଗିରଫ

ବରଗଡ଼ ଅଫିସ୍‌,୧୩।୬-
ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମରେ କ୍ରିକେଟ ଖେଳକୁ ନେଇ ୨ଜଣଙ୍କ ମଧ୍ୟରେଗଣ୍ଡଗୋଳ ଘଟଣାରେ ପୋଲିସ ୨ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ନିରଜ ଓରଫ୍‌ କାଳିଆ ଖମାରୀ ଓ ରିଙ୍କୁ ଖମାରୀ । ସେମାନଙ୍କ ବିରୋଧରେ ସଦର ଥାନା ପୋଲିସ ଏକ ମାମଲା (ନଂ-୧୬୭/୨୦୨୦) ରୁଜୁ ହୋଇଛି । କ୍ରିକେଟ ଖେଳରୁ ଉପୁଜିଥିବା ଗଣ୍ଡଗୋଳକୁ ନେଇ ଗିରଫ ୨ଅଭିଯୁକ୍ତ ତାଙ୍କ ବନ୍ଧୁକ ଦେଖାଇ ଅକ୍ରମଣ କରିଥିଲେ ବୋଲି ଜିତେନ୍ଦ୍ର ପଣ୍ଡା ପୋଲିସରେ ଏତଲା ଦେଇଥିଲେ । ଏହାପରେ ଅଭିଯୁକ୍ତମାନଙ୍କୁ ଗିରଫ କରିବା ସହିତ ସେମାନଙ୍କ ପାଖରୁ ଏକ ଏୟାରଗନ୍‌ ଜବତ କରାଯାଇଥିଲା ବୋଲି ସଦର ଥାନା ପୋଲିସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍କଟ ବଢ଼ାଇବେ ସ୍ଥାନୀୟ ଆକ୍ରାନ୍ତ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮ରେ ପହଞ୍ଚତ୍ଛି। କିନ୍ତୁ ଏପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ହୋଇ ନ ଥିବା ରାଜ୍ୟ ସରକାର କହିଛନ୍ତି। କାରଣ ଚିହ୍ନଟ...

କଷ୍ଟ ଦୂର କରିବ ନଷ୍ଟ ହେଉଥିବା ପାଣି

ପାଲଲହଡା,୧୪ା୮(ଡି.ଏନ.ଏ.) ନଷ୍ଟ ହେଉଥିବା ଝରଣା ପାଣିରେ ଚାଷୀଙ୍କ ଜଳ କଷ୍ଟ ଦୂର କରାଯିବ। ପାହାଡ଼ ଉପରେ ଚେକ୍‌ଡ୍ୟାମ ନିର୍ମାଣ କରାଯାଇ ୬୦୦ ଏକର ଜମିକୁ ଜଳସେଚନର...

ସରିଲା କ୍ୟାବିନେଟ୍‌ ବୈଠକ: ୪ଟି ପ୍ରସ୍ତାବ ଉପରେ ଲାଗିଲା ମୋହର

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଓଡ଼ିଶା ସରକାରଙ୍କ କ୍ୟାବିନେଟ ବୈଠକ ବସିଛି। ପୂର୍ବାହ୍ନ ୯ଟା ୪୫ରେ ଲୋକସେବା ଭବନରେ ଏହି ବୈଠକରେ ୪ଟି...

ଆନନ୍ଦପୁର ଭିଆଇପି ରୋଡ ଦୁରବସ୍ଥା: ଯେତେ ଲୁଚେଇଲେ ବି ଲୁଚୁନି ଫାଟ

ଆନନ୍ଦପୁର,୨୨। ୫(ସ୍ବ.ପ୍ର.)-ବର୍ଷାକୁ ଡର ଭିଆଇପି ରୋଡ। ସାମାନ୍ୟ ବର୍ଷା ହେଲେ ଫାଟି ଆଁ କରୁଛି। ଥରେ ନୁହେଁ କି ଅଧେ ନୁହେଁ ତିନି ତିନି ଥର...

ଲାଠିପଡ଼ା ମଡେଲ ଡିଗ୍ରୀ କଲେଜରେ ଅବ୍ୟବସ୍ଥା: ପ୍ରତିବାଦରେ ଛାତ୍ରମାନଙ୍କ ଧାରଣା

ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ଜିଲା ସଦର ବ୍ଲକ ଲାଠିପଡ଼ାସ୍ଥିତ ଜିଲାର ଏକମାତ୍ର ସରକାରୀ ମଡେଲ ଡିଗ୍ରୀ କଲେଜରେ ଲାଗି ରହିଛି ଅବ୍ୟବସ୍ଥା। ବିଭିନ୍ନ ସମୟରେ ଏ...

ଧରିତ୍ରୀ ଖବରଦାତାଙ୍କୁ ହତ୍ୟା ଧମକ

ଫୁଲବାଣୀ ଅଫିସ, ୧୨ା୧-କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ଧରିତ୍ରୀ ଖବରଦାତାଙ୍କୁ ମିଳିଛି ହତ୍ୟା ଧମକ। କୌଣସି ଅପରାଧ ଶ୍ରେଣୀର ଲୋକ ନୁହନ୍ତି, ଖଜୁରିପଡ଼ା ଓଡ଼ିଶା ଆଦର୍ଶ...

କରୋନା ପାଇଁ ରାସନ ସାମଗ୍ରୀ କଳାବଜ଼ାରି: ଖାଉଟି ମୁଣ୍ଡରେ ଚଡକ

ଗଞ୍ଜାମ, ୫।୪(ଡି.ଏନ୍‌.ଏ.): ସାରା ଦେଶରେ କରୋନା ଭୂତାଣୁ ବ୍ୟାପିବା ପରେ ଗତ ଦେଢ଼ ମାସରୁ ଊର୍ଦ୍ଧ୍ୱ ହେବ ଏହାକୁ ନେଇ ସମସ୍ତେ ଚିନ୍ତିତ ହୋଇପଡ଼ିଛନ୍ତି। କରୋନା...

କାଳିଆ ଯୋଜନା: ଜିଲାରେ ୧୭, ୮୮୨ ହିତାଧିକାରୀ ଅଯୋଗ୍ୟ

ଭଦ୍ରକ ଅଫିସ, ୨୪।୮- କାଳିଆ ଯୋଜନାରେ ଟଙ୍କା ପାଇବା ପାଇଁ ସାଧାରଣ ନିର୍ବାଚନ ପୂର୍ବରୁ ଯୋଗ୍ୟ ଓ ଅଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରେ ସତେ ଯେପରି ଏକପ୍ରକାର...


Coronavirus Update

Archives

Model This Week

Why Dharitri