କ୍ରିକେଟ ପଡ଼ିଆରୁ ୩ ବାଇକ, ୭ ସାଇକେଲ ଜବତ

ପାଟଣା, ୨୯ା୩(ସ୍ବ.ପ୍ର.): କରୋନା ପାଇଁ ସରକାର ସାରା ଦେଶରେ ଲକ୍‌ଡାଉନ ଘୋଷଣା କରିଛନ୍ତି। ହେଲେ ଏହି କଟକଣାକୁ ଉଲ୍ଲଂଘନ କରି କେନ୍ଦୁଝର ଜିଲା ପାଟଣା ଥାନା କଟାବେଡା ଗ୍ରାମର ଖେଳ ପଡ଼ିଆରେ ଶନିବାର ପୂର୍ବାହ୍ନରେ କିଛି ଯୁବକ କ୍ରିକେଟ ଖେଳୁଥିଲେ। ଖବରପାଇ ପାଟଣା ଥାନା ଅଧିକାରୀ ସାରଣୀ ଜେନା ସେଠାରେ ଚଢାଉ କରିଥିଲେ। ପୋଲିସକୁ ଦେଖି ଖେଳୁଥିବା ଯୁବକମାନେ ସେଠାରୁ ଦୌଡି ପଳାଇ ଯାଇଥିଲେ। ପୋଲିସ ଏହି ଖେଳ ପଡ଼ିଆରୁ ୩ଟି ବାଇକ ଓ ୭ ଟି ସାଇକେଲ ସହ କ୍ରିକେଟ ଖେଳରେ ବ୍ୟବହୃତ ବ୍ୟାଟ, ବଲକୁ ଜବତ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର କରାଳ ରୂପ: ଭାଙ୍ଗିଲା ୬ ପରିବାରର ଘର

ଟିକିରି,୧।୬ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମୁନୁଷ ଗାଁ ପଞ୍ଚାୟତରେ ଶନିବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ…

ଓପିଏସ୍‌ସିରେ ଜିଲା ପାଇଁ ଗୌରବ ଆଣିଥିବା ସପ୍ତେଶ୍ୱରଙ୍କୁ ସମ୍ବର୍ଦ୍ଧନା

ଟିକିରି, ୧।୬(ପ୍ରଫୁଲ୍ଲ କୁମାର ବେହେରା) ରାୟଗଡା ଜିଲା କାଶୀପୁର ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ସପ୍ତେଶ୍ୱର ନାଏକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ଟିକିରିସ୍ଥିତ…

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ, ମେଡିକାଲରୁ ଡିସ୍‌ଚାର୍ଜ ପରେ…

ଭବାନୀପାଟଣା,୧।୬(ଉତ୍ତମ କୁମାର ଦାଶ): ଚିକିତ୍ସା ଅବହେଳାରୁ ମହିଳା ରୋଗୀଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭିଯୋଗ କଳାହାଣ୍ଡି ଜିଲା ମୁଖ୍ୟ ମେଡିକାଲରୁ ଆସିଛି। ଶନିବାର ଜିଲାର ନର୍ଲା ଥାନା…

ମେଡିକାଲରେ ଭର୍ତ୍ତି ହୋଇଥିବା ମା’ଙ୍କୁ ଦେଖିବାକୁ ଯିବାବେଳେ କାର୍‌ରେ ଲାଗିଲା ନିଆଁ, ଚାଲିଗଲା ପୁଅଙ୍କ ଜୀବନ

ସୁନ୍ଦରଗଡ଼,୧ା୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ ଥାନା ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ…

ପକ୍ଷାଘାତ ରୋଗୀଙ୍କ ହାତକୁ ଚେୟାରରେ ଦୁଇ ଘଣ୍ଟା ବାନ୍ଧି ରଖିଲା ସାପ, ତାପରେ ଯାହା ଘଟିଲା….

ହରଭଙ୍ଗା,୧।୬(ନରେନ୍ଦ୍ର ସାହୁ): ପୁରାଣରେ ସର୍ପ ବନ୍ଧନ କଥା ଶୁଣାଯାଏ କିନ୍ତୁ ବାସ୍ତବରେ କେହି ଦେଖି ନ ଥିବେ। ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଆଡେଣିଗଡ଼ ଗାଁରେ…

ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି: ପୁରୁଣା ହଟିଲା, ନୂଆ ପ୍ରତି ନାହିଁ ନିଘା

ବରଗଡ଼,୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ସହରର ବିଭିନ୍ନ ସ୍ଥାନରେ ଉଚ୍ଛେଦ ଚାଲିଛି। ରବିବାର ବରଗଡ଼ ସରକାରୀ ବସଷ୍ଟାଣ୍ଡରେ ଏହି ପ୍ରକ୍ରିୟା…

କଳା ତାଲିକାଭୁକ୍ତ ଠିକାଦାରଙ୍କୁ କାମ ନ ଦିଆଯିବା ପାଇଁ ଦାବି

ବରଗଡ଼,୧ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକ ସମ୍ମୁଖରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ତୋରଣ ନିର୍ମାଣରେ ବ୍ୟାପକ ଅନିୟମିତତା ତଥା…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri