Posted inଖେଳ

କ୍ରିକେଟ ପାଇଁ ଐତିହାସିକ ଦିନ, ଆଜିର ଦିନରେ ହିଁ ଭାରତ ପାକିସ୍ତାନକୁ ଧୂଳି ଚଟାଇଥିଲା

ଭାରତୀୟ କ୍ରିକେଟ ପାଇଁ ଆଜି ଏକ ଐତିହାସିକ ଦିନ। ଆଜିର ଦିନରେ ହିଁ ଭାରତ ପାକିସ୍ତାକୁ ଧୂଳି ଚଟାଇଥିଲା। ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଆଜିକୁ ଠିକ୍‌ ୧୨ ବର୍ଷ ପୂର୍ବେ ଅର୍ଥାତ୍‌ ସେପ୍ଟେମ୍ବର ୨୪, ୨୦୦୭ରେ ପାକିସ୍ତାନକୁ ପରାସ୍ତ କରି ପ୍ରଥମ ଟି-୨୦ ବିଶ୍ୱକପକୁ ନିଜ ନାମରେ କରିଥିଲା। ୨୦୦୭ ବିଶ୍ୱକପ୍‌ରେ ଭାରତ ୫୦ ଓଭର୍‌ ବିଶିଷ୍ଟ ବିଶ୍ୱକପ୍‌ର ପ୍ରଥମ ରାଉଣ୍ଡ ବିଦାୟ ନେବାପରେ ଦଳକୁ ବହୁ ସମାଲୋଚନାର ଶିକାର ହୋଇଥିଲା। ଏହାପରେ ଦଳର ଦାୟିତ୍ୱ ଯୁବ କ୍ରିକେଟର୍‌ ମହେନ୍ଦ୍ର ସିଂ ଧୋନୀଙ୍କୁ ଦିଆଯାଇଥିଲା। ତାଙ୍କ ନେତୃତ୍ୱରେ ଭାରତ ପ୍ରଥମଥର ପାଇଁ ଖେଳାଯାଉଥିବା ଟି-୨୦ ବିଶ୍ୱକପରେ ଭାଗ ନେଇଥିଲା। ଏହି ଟୁର୍ନାମେଣ୍ଟ ପାଇଁ ଯୁବ ଭାରତୀୟ ଦଳ ଚୟନ କରାଯାଇଥିଲା। ଭାରତୀୟ ଦଳ ଚାମ୍ପିୟାନ୍‌ ଆଖ୍ୟା ଅର୍ଜନ କରିବ କେହି କଳ୍ପନା ମଧ୍ୟ କରି ନ ଥିଲେ। କିନ୍ତୁ ଧୋନୀଙ୍କ ନେତୃତ୍ୱରେ ଭାରତୀୟ ଦଳ ବିଶ୍ୱ ଚାମ୍ପିୟନ୍‌ ଆଖ୍ୟା ଅର୍ଜନ କରିଥିଲା। ଫାଇନାଲରେ ଭାରତ ପାକିସ୍ତାନକୁ ମାତ୍ର ୫ ରନ୍‌ରେ ପରାସ୍ତ କରି ବିଶ୍ୱ ବିଜୟୀ ହୋଇଥିଲା। ଫାଇନାଲର ଶେଷ ଓଭରରେ ୧୨ରନ୍‌ ଆବଶ୍ୟକ ଥିବାବେଳେ ଅନଭିଜ୍ଞ ଯୋଗିନ୍ଦର ଶର୍ମାଙ୍କୁ ଦେବା ଧୋନୀଙ୍କ ନେତୃତ୍ୱର ଏକ କଡା ପରୀକ୍ଷା ଥିଲା। ଏଥିରେ ସଫଳ ହୋଇଥିଲେ ଧୋନୀ। ଶେଷ ଓଭରରେ ପାକିସ୍ତାନ ମାତ୍ର ୬ରନ୍‌ କରିପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା ଅନୁଷ୍ଠିତ: ଏକର ପିଛା ଏତେ କୋଟି ଦାବି କଲେ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଯମୁନାପଶୀ ଓ ଚେମେଣା ପଞ୍ଚାୟତରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଶୁକ୍ରବାର ଯମୁନାପଶି ପଞ୍ଚାୟତ ଗୋଡି…

ଆଉ ୧୦ଦିନ ପରେ ଓଡ଼ିଶାରେ ପ୍ରଳୟ! ଏବେଠୁ ପ୍ରଭାବ ପଡିବା ଆରମ୍ଭ?

ଭୁବନେଶ୍ବର,୨୨ା୫: ଦେଶର ଅଧିକାଂଶ ଭାଗରେ ପାରଦ ଏବେ ୪୫ ରୁ ୪୮ ଡିଗ୍ରୀ ସେଲସିୟସ ପାର୍‌ କରିସାରିଲାଣି। ଦିଲ୍ଲୀ-ଏନସିଆର, ଉତ୍ତର ଭାରତ ଏବଂ ଓ ସମେତ ବିଭିନ୍ନ…

କେତନଙ୍କୁ ମିଳିଲା ଗୁରୁଦାୟୀତ୍ୱ, ଜାଣନ୍ତୁ କେତନ କିଏ…

ଭୋପାଳ,୨୨ା୫: ଆସନ୍ତା ମେ ୨୯ରୁ ଜୁନ୍‌ ୬ ପର୍ଯ୍ୟନ୍ତ ଜାପାନର କାକାମିଗାହାରାଠାରେ ହେବାକୁଥିବା ୧୮ ବର୍ଷରୁ କମ୍‌ ଏସିଆ କପ୍‌ ହକି ପ୍ରତିଯୋଗିତା ପାଇଁ ଫରଓ୍ବାର୍ଡ କେତନ…

ସିଂହାସନୀ ପୀଠକୁ ଯାଉଥିବାବେଳେ ବାଟରେ ଘଟିଲା ଅଘଟଣ: ବସ୍‌-ଅଟୋ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜଣଙ୍କ ଜୀବନ

ପୁରୁଷୋତ୍ତମପୁର,୨୨।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି -ଶିକୁଳା ରାସ୍ତାର ଲଡକାପଲ୍ଲୀଠାରେ ଶୁକ୍ରବାର ଏକ ବସ୍‌ ଓ ଅଟୋ ମଧ୍ୟରେ ଧକ୍କା ହୋଇଛି ।…

ସାବଧାନ! ବଢ଼ିବାକୁ ଯାଉଛି ଆପଣଙ୍କ ମାସିକ ବଜେଟ; ବଢିଗଲା ପରିବା ଓ ଗ୍ରୋସରି ସାମଗ୍ରୀର ଦାମ!

ନୂଆଦିଲ୍ଲୀ,୨୨।୫: ନିକଟରେ ପେଟ୍ରୋଲ ଏବଂ ଡିଜେଲ ଦରରେ ହୋଇଥିବା ବୃଦ୍ଧି ଏବେ ସାଧାରଣ ଜନତାଙ୍କ ପକେଟ ଉପରେ ଭାରି ପଡ଼ିବାକୁ ଯାଉଛି। ଆପଣଙ୍କର ମାସିକ ଗ୍ରୋସରି (ଖାଦ୍ୟ…

ପ୍ରଥମଥର ପାଇଁ ପଞ୍ଚାୟତ ସମିତିରେ ଯୋଗଦେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ, କହିଲେ ମିଳିମିଶି କାମ କଲେ…

ଗଞ୍ଜାମ,୨୨।୫(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲଠାରେ ପଞ୍ଚାୟତ ସମିତି ନବମ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଅଧ୍ୟକ୍ଷତା କରିଥିଲେ।…

‘କକ୍ରୋଚ ଜନତା ପାର୍ଟି’ର ‘X ଆକାଉଣ୍ଟ’ ବ୍ୟାନ ପରେ ରାଗିଲେ ମହୁଆ ମୋଇତ୍ରା, କହିଲେ…

କୋଲକାତା,୨୨।୫: ‘କକ୍ରୋଚ ଜନତା ପାର୍ଟି’ର X ଆକାଉଣ୍ଟ ଏକ ବ୍ୟଙ୍ଗାତ୍ମକ ପୃଷ୍ଠା ଯାହା ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଲୋକପ୍ରିୟତା ହାସଲ କରିଥିଲା, ଏବେ ଏହା ଭାରତରେ…

‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’କୁ ଅଲିମ୍ପିଆନ ଅମିତ ରୋହିଦାସଙ୍କ ପ୍ରୋତ୍ସାହନ

ଭୁବନେଶ୍ୱର, ୨୨ା୫: ଭାରତୀୟ ହକି ଖେଳାଳି ତଥା ଅଲିମ୍ପିଆନ ଅମିତ ରୋହିଦାସ ‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’ ଅଧୀନରେ ନିଜ ଘରେ ରୁଫ୍‌ଟପ୍‌ ସୋଲାର ସିଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri