କ୍ରିକେଟ ଲାଗି ବେଟିଂ, ଜଣେ ଗିରଫ

ଜଳେଶ୍ୱର, ୨୦ା୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ପୋଲିସ ଗ୍ୟାରେଜ୍‌ ବଜାର ଅଞ୍ଚଳର ଜୁଆ ଆଡ୍ଡାରେ ଚଢାଉ କରି କ୍ରିକେଟ ପାଇଁ ବେଟିଂ ଚାଲିଥିବା ବେଳେ ଜଣଙ୍କୁ ଗିରଫ କରିଛି। ତାଙ୍କଠାରୁ ଦେଢଲକ୍ଷ ଟଙ୍କା ଜବତ ହୋଇଛି। ଅଭିଯୁକ୍ତ ହେଲେ ଜଳେଶ୍ୱର ଥାନା ରାଜପୁର ବସ୍ତି ଅଞ୍ଚଳର ଶେଖ୍‌ ଇସ୍ଲାଦ୍ଦିନ। ଏନେଇ ଥାନାରେ ଏକ ମାମଲା (ନଂ.୨୮/୨୦) ରୁଜୁ ହୋଇଛି। ଉଲ୍ଲେଖଯୋଗ୍ୟ, ରବିବାର ବେଙ୍ଗାଲୁରୁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ କ୍ରିକେଟ ମ୍ୟାଚ ଚାଲିଥିଲା। ଏହାକୁ ନେଇ କ୍ରିକେଟପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା। ଏହାର ସୁଯୋଗ ନେଇ ଟଙ୍କା ପାଇବା ଆଶାରେ ଅଭିଯୁକ୍ତ ବେଟିଂ ଚଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri