କ୍ରିଷ୍ଣାଗିରିରୁ ଫେରିଲେ ୧୪୬୩ ପ୍ରବାସୀ

ଖୋର୍ଦ୍ଧା ଅଫିସ,୨୪ା୫: କ୍ରିଷ୍ଣାଗିରିରୁ ପ୍ରବାସୀ ଓଡ଼ିଆଙ୍କୁ ଧରି ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ଖୋର୍ଦ୍ଧା ରୋଡ୍‌ ଷ୍ଟେଶନରେ ଶନିବାର ବିଳମ୍ବିତ ରାତିରେ ପହଞ୍ଚିଥିଲା। ଏହି ଟ୍ରେନରେ ୬ଟି ଜିଲାର ୧୪୬୩ ଜଣ ଫେରିଛନ୍ତି। ଏମାନଙ୍କ ମଧ୍ୟରୁ କଟକ ୫୫,ଗଞ୍ଜାମ ୧୨୯, ଜଗତସିଂହପୁର ୩୧,ଖୋର୍ଦ୍ଧା ୨୧,କେନ୍ଦ୍ରାପଡ଼ା ୪୫ ଏବଂ ପୁରୀରୁ ସର୍ବାଧିକ ୧୧୮୨ଜଣ ରହିଛନ୍ତି। ଷ୍ଟେଶନରେ ଏମାନଙ୍କ ଥର୍ମାଲ ସ୍କ୍ରିନିଂ, ପଞ୍ଜୀକରଣ, ପ୍ରାଥମିକ ସ୍ବାସ୍ଥ୍ୟ ପରୀକ୍ଷା ଏବଂ ଡାହାଣ ହାତରେ ଷ୍ଟାମ୍ପ୍‌ ଲଗାଯାଇ ସ୍ବତନ୍ତ୍ର ବସ୍‌ ଯୋଗେ ନିଜ ଜିଲାକୁ ପଠାଇ ଦିଆଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଚଳିତବର୍ଷ ଅଭିବୃଦ୍ଧି ହାର ୫.୩୩%’

ପାରାଦୀପ,୨୦।୧୧(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ଶୁକ୍ରବାର ବନ୍ଦର ଦିବସ ଓ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବନ୍ଦର ନିଷିଦ୍ଧାଞ୍ଚଳର ଓ୍ବେଟବେସିନ୍‌ଠାରେ ଆୟୋଜିତ ଏହି...

ରାଇକିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ବଣ୍ଟାଗଲା ରାଶନ

ରାଇକିଆ,୩୧।୩(ଡି.ଏନ୍‌. ଏ.): କରୋନା ଯୋଗୁ ଦେଶରେ ଲକ୍‌ଡାଉନ ଘୋଷଣା ପରେ କନ୍ଧମାଳ ଜିଲା ରାଇକିଆ ବ୍ଲକରେ ସୁରକ୍ଷା ଦୃଷ୍ଟିରୁ ପ୍ରତି ପଞ୍ଚାୟତରେ ୱାର୍ଡ ସ୍ତରରେ ରାଶନ...

ସାନଘାଗରା ନିକଟରେ ୧୬ ଟିକିଆ ହାତୀପଲ

କେନ୍ଦୁଝର,୮ା୪ (ସ୍ବ.ପ୍ର.) ପ୍ରସିଦ୍ଧ ସାନଘାଗରା ଜଳ ପ୍ରପାତକୁ ପର୍ଯ୍ୟଟକଙ୍କ ଆଗମନ ବଢୁଛି। ଜଳପ୍ରପାତ ବୁଲିବା ସହ ପ୍ରାକୃତିକ ପରିବେଶ ଓ ବୋଟିଂର ମଜା ଉଠାଉଛନ୍ତି। ତେବେ...

ନାଏବ ସରପଞ୍ଚ ନିର୍ବାଚନ ବେଳେ ଉତ୍ତେଜନା: ପ୍ରିଜାଇଡିଂ ଅଫିସର ଅଟକ

ପୁରୁଷୋତ୍ତମପୁର,୧୧ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପପୁର ପଞ୍ଚାୟତରେ ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ବେଳେ ଉତ୍ତେଜନା ପରିସ୍ଥିତି ଉପୁଜିଛି। ମୋଟ ୧୧ ୱାର୍ଡ...

ବେଆଇନ ପଥର ଖାଦାନରେ ଚଢ଼ାଉ: ୭ ଟ୍ରକ୍‌, ୨ ଜେସିବ ଜବତ

ଢେଙ୍କାନାଳ ଅଫିସ,୩।୩: ଢେଙ୍କାନାଳ ଜିଲା ଓଡ଼ପଡ଼ା ତହସିଲ ଅଧୀନ ରାଣୀବଣିଆ ବେଆଇନ ପଥର ଖାଦାନରେ ମଙ୍ଗଳବାର ଚଢ଼ାଉ କରାଯାଇଛି। ଏଥିରେ ୭ ଟ୍ରକ ଓ ୨...

କ୍ଷେତ୍ର ପରିଦର୍ଶନ କଲେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର

ଆସିକା,୩ା୭(ଡି.ଏନ୍‌.ଏ.)- ଆସିକା ବାଲିପଦର ମୁଖ୍ୟ ରାସ୍ତାର ବାବନପୁର ସଂଲଗ୍ନ ଗଡଗଡିଆ ପାହାଡ ପାଦ ଦେଶରେ ଆସିକା ଏନ୍‌ଏସି ପକ୍ଷରୁ ବର୍ଯ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ନିର୍ମାଣ ଲାଗି...

ଭୁଶୁଡି ପଡ଼ିଛି ୫-ଟି ସ୍କୁଲ ପାଚେରି, ଅଧିକାରୀଙ୍କ ପାଖରେ ଖବର ନାହିଁ

ଉମରକୋଟ, ୩୦।୬(ସ୍ବ.ପ୍ର.): ସଭିଏଁ ପଢନ୍ତୁ ସଭିଏଁ ବଢ଼ନ୍ତୁ ମନ୍ତ୍ରକୁ ଗରୁତ୍ୱ ଦେଇ ସମସ୍ତ ସରକାରୀ ସ୍କୁଲର ଭିତ୍ତିଭୂମି ସଜାଡି ଗୁଣାତ୍ମକ ଶିକ୍ଷା ଯୋଗାଇବାକୁ ସରକାର ଅହରହ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଉଇ ହୁଙ୍କା

ମାଲକାନଗିରି,୧୧ା୭ (ଡି.ଏନ୍‌.ଏ.): ବିଦ୍ୟାଳୟର ଶ୍ରେଣୀ ଗୃହ ମଧ୍ୟରେ ଉଇ ହୁଙ୍କା ସହ ପାଣି ଓ ଅଳିଆ ଆବର୍ଜନାରେ ଭର୍ତ୍ତି। ଏଭଳି ଅଭାବନୀୟ ଶ୍ରେଣୀ ଗୃହ ଦେଖିବାକୁ...

Advertisement
Archives

Model This Week