କ୍ରୀଡ଼ାବିତ୍‌ଙ୍କ ଭତ୍ତା ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ୫-ଟି କାର୍ଯ୍ୟକ୍ରମ ଅନୁଯାୟୀ, କ୍ରୀଡ଼ା ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ରଙ୍କ ବିଭିନ୍ନ ଆବଶ୍ୟକତା ସମ୍ପର୍କରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି। ସେମାନଙ୍କ ଉତ୍ତମ ପ୍ରଦର୍ଶନ ପାଇଁ ଅଧିକ ସୁଯୋଗ ସୃଷ୍ଟି ଲକ୍ଷ୍ୟରେ ସେ କ୍ରୀଡ଼ା ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ର ଓ ଜାତୀୟ ସ୍ତରର ପଦକ ବିଜେତାଙ୍କ ପାଇଁ ଭତ୍ତା ବୃଦ୍ଧି ବିଷୟରେ ଘୋଷଣା କରିଛନ୍ତି।
ତଦନୁଯାୟୀ, କ୍ରୀଡ଼ା ହଷ୍ଟେଲରେ ରହୁଥିବା ଝିଅମାନଙ୍କ ମାସିକ ଭତ୍ତାକୁ ୨ଶହରୁ ୫ଶହ ଟଙ୍କାକୁ ବୃଦ୍ଧି କରାଯାଇଛି। କ୍ରୀଡ଼ା ହଷ୍ଟେଲରେ ରହୁଥିବା ପୁଅ ପିଲାଙ୍କ ପାଇଁ ଭତ୍ତା ମାସିକ ୩ଶହ ଟଙ୍କାକୁ ବୃଦ୍ଧି କରାଯାଇଛି। ଏନ୍‌ଏସ୍‌ଏଫ୍‌ ସ୍ବୀକୃତିପ୍ରାପ୍ତ ପ୍ରତିଯୋଗିତା ପାଇଁ ବାହାରକୁ ଗଲେ ଦୈନିକ ୩ଶହ ଟଙ୍କା ଭତ୍ତା ମିଳିବ। ଜାତୀୟସ୍ତରର ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ବର୍ଷକ ପାଇଁ ମାସିକ ୧ ହଜାର ଟଙ୍କା ମିଳିବ। ରୌପ୍ୟ ଜିତିଲେ ୫ଶହ ଓ ବ୍ରୋଞ୍ଚ ଜିତିଲେ ମାସିକ ୩ଶହ ଟଙ୍କା ଭତ୍ତା ମିଳିବ। ଜାତୀୟ ରେକର୍ଡ ୧ବର୍ଷ ମଧ୍ୟରେ ଭଙ୍ଗ ନ ହେଲେ ବର୍ଷେଯାଏ ୫ ହଜାର ଟଙ୍କା ମିଳିବ। ଜାତୀୟ ଦଳରେ ଭାଗ ନେବା ପାଇଁ ମନୋନୀତ କ୍ରୀଡ଼ାବିତ୍‌ଙ୍କୁ ମଧ୍ୟ ଏକ ବର୍ଷ ପାଇଁ ମାସିକ ୧ ହଜାର ଟଙ୍କା ଲେଖାଏ ଭତ୍ତିା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri