କ୍ରେଡାଇ ଓଡ଼ିଶା ପକ୍ଷରୁ ବାତ୍ୟା ପ୍ରଭାବିତଙ୍କୁ ସହାୟତା

ଭୁବନେଶ୍ୱର,୧-୭: କ୍ରେଡାଇ ଓଡ଼ିଶା ପକ୍ଷରୁ ବାତ୍ୟା ପ୍ରଭାବିତଙ୍କ ପୁନର୍ବାସ ଲାଗି ଗୃହ ନିର୍ମାଣ ସାମଗ୍ରୀ ପ୍ରଦାନ କରାଯାଇଛି। ଭୁବନେଶ୍ୱର ଉତ୍ତର ବିଧାୟକ ଶୁଶାନ୍ତ ରାଉତଙ୍କ ଉପସ୍ଥିତିରେ ପଦ୍ମକେଶରୀପୁର, ଇଞ୍ଜନା ଏବଂ ପଟିଆ ଗ୍ରାମର କ୍ଷତିଗ୍ରସ୍ତ ପରିବାରଗୁଡିକୁ ଏହି ସହାୟତା ଯୋଗାଇ ଦିଆଯାଇଥିଲା। ରୁଫଟପ୍‌ ମେଟାଲଶିଟ, ସୋଲାର ଲ୍ୟାମ୍ପ, ମୋବାଇଲ ଚାର୍ଜର ଭଳି ସାମଗ୍ରୀ ଲୋକମାନଙ୍କୁ ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମ ଅବସରରେ କ୍ରେଡାଇ ଓଡିଶା ଅଧ୍ୟକ୍ଷ ଡି.ଏସ୍‌.ତ୍ରିପାଠୀ, ସଭାପତି ସ୍ବଦେଶ କୁମାର ରାଉତରାୟ, ଉପାଧ୍ୟକ୍ଷ ବିନୟକୃଷ୍ଣ ଦାସ, ଉପସଭାପତି ଉମେଶ ଖଣ୍ଡେଲଓ୍ବାଲ, ଯୁଗ୍ମ ସମ୍ପାଦକ ଅଶୋକ କୁମାର ପାତ୍ର, ସମ୍ପାଦକ ଅନୀଲ କୁମାର ଅଗ୍ରଓ୍ବାଲ, ସିଏସ୍‌ଆର୍‌ କମିଟି ଅଧ୍ୟକ୍ଷ ସଂଗ୍ରାମ କେଶରୀ ସାହୁ, ସୋଫିଆ ଫିରଦୋଶ ଏବଂ କ୍ରେଡାଇ କଟକ ସଭାପତି ଆର୍‌ .ପି.ମହାରଣା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଚାକିରିଆଙ୍କ ପାଇଁ ବଡ଼ ଖବର: କମିଯିବ In-Hand Salary! PF ର ନୂଆ ନିୟମ ଜାଣିରଖନ୍ତୁ

ନୂଆଦିଲ୍ଲୀ,୧୯।୯: କର୍ମଚାରୀଙ୍କ ପାଇଁ PF ସମ୍ପର୍କିତ ନିୟମରେ ବଡ଼ ପରିବର୍ତ୍ତନ ହୋଇଛି। EPFOର ବେତନ ସୀମାକୁ ମାସିକ ୧୫,୦୦୦ରୁ ବଢ଼ାଇ ୨୫,୦୦୦ କରାଯାଇଛି। ୧୬ ସେପ୍ଟେମ୍ବର ୨୦୨୪ରେ…

ଡ. ପ୍ରସନ୍ନ ଆଚାର୍ଯ୍ୟ ଏନ୍‌ଏଲ୍‌ସି ଇଣ୍ଡିଆର ନୂତନ ଅଧ୍ୟକ୍ଷ

ଭୁବନେଶ୍ୱର,୧୯ା୯: ଡ. ପ୍ରସନ୍ନ କୁମାର ଆଚାର୍ଯ୍ୟ ତାମିଲନାଡୁର ନେଭେଲିସ୍ଥିତ ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ର କର୍ପୋରେଟ କାର୍ଯ୍ୟାଳୟ ଅଧ୍ୟକ୍ଷ-ତଥା-ପ୍ରବନ୍ଧ ନିର୍ଦ୍ଦେଶକ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରାୟ…

ସୁନା ବିକି ନୂଆ ଫୋନ୍‌ କିଣୁଛନ୍ତି ଗ୍ରାହକ

ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍‌ ୧୮ ସିରିଜ୍‌ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍‌ର ବିକ୍ରି ଏବଂ ଫିଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?