Posted inଜାତୀୟ

କ୍ରୋଧରେ କହିଥିଲି: ସତ୍ୟପାଲ୍‌

ଶ୍ରୀନଗର,୨୩ା୭(ପି.ଟି.)-ଆତଙ୍କବାଦୀମାନେ ନିରୀହ ଲୋକଙ୍କୁ ନ ମାରି ଦୁର୍ନୀତିଗ୍ରସ୍ତ ଲୋକଙ୍କୁ ଗୁଳି କରିବା ଉଚିତ ବୋଲି ମନ୍ତବ୍ୟ ଦେଇ ବିବାଦ ଘେରକୁ ଆସିଥିବା ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲିକ ସୋମବାର ଏଥିପାଇଁ ଦୁଃଖପ୍ରକାଶ କରିଛନ୍ତି। କ୍ରୋଧ ଓ ନୈରାଶ୍ୟର ବଶବର୍ତ୍ତୀ ହୋଇ ସେ ଏଭଳି କହିଦେଇଥିଲେ ବୋଲି ସେ ସଫେଇ ଦେଇଛନ୍ତି। ରାଜ୍ୟରେ ଦୁର୍ନୀତି ବଢ଼ିଚାଲିଥିବାରୁ ଏଥିରେ ସେ ଅତିଷ୍ଠ ହୋଇପଡିଲେଣି। ତେବେ ରାଜ୍ୟର ସାମ୍ବିଧାନିକ ମୁଖ୍ୟ ଭାବେ ତାଙ୍କର ଏଭଳି କହିବାର ନ ଥିଲା ବୋଲି ସତ୍ୟପାଲ କହିଛନ୍ତି। ରବିବାର କାର୍ଗିଲ ଅଞ୍ଚଳରେ ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେବାବେଳେ ସତ୍ୟପାଲ୍‌ କହିଥିଲେ, ଯେଉଁ ବନ୍ଧୁକଧାରୀ ଯୁବକମାନେ ନିଜ ଲୋକଙ୍କୁ ହତ୍ୟା କରୁଛନ୍ତି। ନିରୀହମାନଙ୍କୁ ନ ମାରି ଯେଉଁମାନେ କଶ୍ମୀରର ସମ୍ପତ୍ତି ଲୁଟୁଛନ୍ତି ସେମାନଙ୍କୁ ହତ୍ୟା କର ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିବାଦ ଘେରରେ ଜେଏନ୍‌ୟୁ: ହଷ୍ଟେଲ ଫି’ ବିରୋଧରେ ଛାତ୍ରଙ୍କ ଆନ୍ଦୋଳନ, କ୍ୟାମ୍ପସ୍‌ରେ କଡ଼ା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୪।୧୧: ଜବାହାରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ)ରେ ବିବାଦ ଥମିବାରେ ନାଁ ନେଉନି। ଗତ କିଛି ଦିନରୁ ହଷ୍ଟେଲ ଫି’ ବୃଦ୍ଧିକୁ ନେଇ ଜେଏନ୍‌ୟୁ ଛାତ୍ରମାନେ ଆନ୍ଦୋଳନ କରିଆସୁଛନ୍ତି।...

ମାଓବାଦୀ ପ୍ରବଣ ଅଞ୍ଚଳରେ ପୋଲିସ କୁକୁର ବେକରେ ବନ୍ଧାଯିବ କ୍ୟାମେରା

ରାୟପୁର,୨୨।୧୦: ଛତିଶଗଡ଼ ମାଓବାଦୀ ପ୍ରବଣ ଅଞ୍ଚଳରେ ପୋଲିସ କୁକୁର ବେକରେ କ୍ୟାମେରା ବନ୍ଧାଯିବ। ଏହାଦ୍ୱାରା ମାଓବାଦୀଙ୍କ ସମ୍ପର୍କରେ ସୂଚନା ମିଳିପାରିବ। ଏନେଇ ସିଆର୍‌ପିଏଫ୍‌ ପକ୍ଷରୁ ଯୋଜନା...

ସରକାର ଯିବାର କିଛି ଘଣ୍ଟା ପୂର୍ବରୁ ନିଜ ପ୍ରତିଶୃତି ପାଳନ କଲେ କୁମାରସ୍ବାମୀ

ବେଙ୍ଗାଲୁରୁ, ୨୫।୭: ଦୁଇ ସପ୍ତାହ ଧରି କର୍ନାଟକରେ ଚାଲିଥିବା ରାଜନୀତିକ ନାଟକରେ ଯବନିକା ପଡ଼ିଛି। ମଙ୍ଗଳବାର ଆସ୍ଥା ଭୋଟ ହାରିବାରେ କୁମାରସ୍ବାମୀ ସରକାରଙ୍କ ଯଦିଓ ପତନ...

ଗାନ୍ଦେରବଲ୍‌ରେ ସର୍ଚ୍ଚ ଅପରେଶନ୍‌: ୨ ହିଜିବୁଲ୍‌ ଆତଙ୍କବାଦୀ ଗିରଫ; ଏକେ-୪୭ ସହିତ ବହୁ ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରରେ ସର୍ଚ୍ଚ ଅପରେଶନ୍‌ ସମୟରେ ସୋମବାର ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସ୍ଥାନୀୟ ଗାନ୍ଦେରବଲ୍‌ ଅଞ୍ଚଳରୁ ୨ ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀଙ୍କୁ ଗିରଫ...

ବାଲ୍ୟ ବିବାହର ପଞ୍ଜିକରଣ ମାସେ ମଧ୍ୟରେ ଜରୁରୀ, ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିି ନେଇ ବିରୋଧୀଙ୍କ ପ୍ରତିବାଦ …

ଜୟପୁର,୧୮।୯: ଏଣିକି ରାଜ୍ୟରେ ବାଲ୍ୟ ବିବାହର ପଞ୍ଜିକରଣ ମାସେ ମଧ୍ୟରେ କରିବା ବାଧ୍ୟତାମୂଳକ ବୋଲି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।...

ପାକିସ୍ତାନ- ଚାଇନାକୁ ଝଟକା: ୟୁଏନଏସସିରେ ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ୯ଟି ଭୋଟ ସପକ୍ଷରେ ଆଣିପାରିଲେ ନାହିଁ ଦୁଇଦେଶ

ନ୍ୟୁୟର୍କ/ନୂଆଦିଲ୍ଲୀ, ୧୬।୮: ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ(ୟୁଏନଏସସି)ରେ ପାକିସ୍ତାନକୁ ପୁଣି ଝଟକା। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଠିବା ପରେ ବିଚଳିତ ପାକିସ୍ତାନକୁ ୟୁଏନଏସସିରେ କେବଳ ଚାଇନାକୁ...

ମୃତ୍ୟୁର ୨ ବର୍ଷ ପରେ ବି ଶିକ୍ଷକଙ୍କୁ ମିଳୁଥିଲା ଦରମା: ଶିକ୍ଷା ବିଭାଗର ଅକଲ ଗୁଡୁମ୍‌

ଲକ୍ଷ୍ନୌ, ୧୨।୮: ଉତ୍ତରପ୍ରଦେଶ ସରକାର ଶିକ୍ଷା ବିଭାଗକୁ ସଜାଡ଼ିବାର ଉଦ୍ୟମ ଅବ୍ୟାହତ ରଖିଛନ୍ତି। ତେବେ ବି ବିଭାଗରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟୟ ହୋଇପଡ଼ିଛି। ସ୍ଥାନୀୟ...

ଜେଲରେ କଏଦୀଙ୍କ ହାତରେ ବନ୍ଧୁକ: କହିଲେ କିଛି ବିଗାଡି ପାରିବେନି ଯୋଗୀ ସରକାର

ଉନ୍ନାଓ,୨୭।୬: ଉତ୍ତର ପ୍ରଦେଶର ଉନ୍ନାଓ ଜେଲରେ ଅପରାଧିମାନେ ହାତରେ ବନ୍ଧୁକ ଧରିଥିବାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ସାମ୍ନାକୁ ଆସିବା...

Advertisement
Archives

Model This Week