କ୍ରୋମାଇଟ୍‌ ପରିବହନକୁ ବନ୍ଦ କଲେ ଗ୍ରାମବାସୀ

କାଳିଆପାଣି,୬ା୪(ଡି.ଏନ୍‌.ଏ.) : ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି ଅଞ୍ଚଳରୁ କ୍ରୋମାଇଟ ପରିବହନକୁ ସ୍ଥାନୀୟ ଗ୍ରାମବାସୀ ସୋମବାର ସକାଳେ ବନ୍ଦ କରିଥିବା ଜଣାପଡ଼ିଛି।
ସୂଚନାନୁଯାୟୀ, କାଳିଆପାଣି ଖଣି ଅଞ୍ଚଳରେ କାର୍ଯ୍ୟରତ ଓଏମ୍‌ସି ପରିବହନକୁ ଆଜି ସକାଳୁ ସ୍ଥାନୀୟ ଗ୍ରାମବାସୀ ବନ୍ଦ କରିବା ସହ କରୋନା ରୋଗର ବାହକ ନ ସାଜିବାକୁ ଅନୁରୋଧ କରିଛନ୍ତି। ଏହାକୁ ନେଇ ପ୍ରଶାସନ ସହ ଓଏମ୍‌ସି ଅଧିକାରୀ କାଠି ପ୍ରଧାନଙ୍କ ଆଲୋଚନା ପରେ ପରିବହନ ବନ୍ଦ କରିଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ୍‌ ବର୍ଜନ କରିବେ ଚିଟ୍‌ଫଣ୍ଡ ଜମାକରୀ

ବରଗଡ଼ ଅଫିସ୍‌,୧୭।୧: ଚିଟଫଣ୍ଡ୍‌ ସଂସ୍ଥାରେ କ୍ଷତିଗ୍ରସ୍ତ ଜମାକାରୀମାନେ ଏପର୍ଯ୍ୟନ୍ତ ସେମାନଙ୍କ ଜମାଟଙ୍କା ଫେରି ପାଇନାହାନ୍ତି। ଏହାକୁ ନେଇ ସମ୍ପୃକ୍ତ ଜମାକାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।...

ଅଧ୍ୟକ୍ଷା ପଦବୀ ଦୌଡ଼ରେ ପ୍ରତିଦ୍ୱନ୍ଦ୍ୱିତା ନାହିଁ

କର୍ଲାମୁଣ୍ଡା,୭।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷା ପଦବୀ ଦୌଡ଼ରେ ଜଣେ ମାତ୍ର ପ୍ରାର୍ଥୀ ରହିଛନ୍ତି। ଫଳରେ ଗଜବାହଲ ପଞ୍ଚାୟତ ସମିତି ସଭ୍ୟା ତଥା ପୂର୍ବତନ...

ମାସ୍କ ନ ପିନ୍ଧି ଦେଲେ ୭୬ ହଜାର ଟଙ୍କା ଜରିମାନା

ବ୍ରହ୍ମପୁର ଅଫିସ,୧୬।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏଲ୍‌ଆଇସି ଫିଲ୍ଡ ୱାର୍କରଙ୍କ ଆର୍ଥତ୍କ ସାହାଯ୍ୟ

ସମ୍ବଲପୁର, ୩୧।୩ (ବ୍ୟୁରୋ)-ନ୍ୟାଶନାଲ ଫେଡେରେସନ ଅଫ୍‌ ଇନସ୍ୟୁରାନ୍ସ ଫିଲ୍ଡ ୱାର୍କର ଅଫ୍‌ ଇଣ୍ଡିଆ (ଏଲଆଇସି )ସମ୍ବଲପୁର ମଣ୍ଡଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା...

ନୂଆ ଷ୍ଟ୍ରେନ୍‌ ସଂଖ୍ୟା ୪୦୦ ଛୁଇଁଲା

ନୂଆଦିଲ୍ଲୀ,୧୮।୩: ଭାରତରେ କରୋନାର ନୂଆ ଷ୍ଟ୍ରେନ୍‌ ସଂଖ୍ୟା ୪୦୦ ଛୁଇଁଛି। ଏସବୁ ମଧ୍ୟରେ ବ୍ରିଟେନ, ବ୍ରାଜିଲ୍‌ ଏବଂ ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା ଷ୍ଟ୍ରେନ୍‌ ରହିଛି। ୨...

ପ୍ରେମ ବିବାହକୁ ବିରୋଧ କରି ହତ୍ୟା ଉଦ୍ୟମ ଅଭିଯୋଗ: ଶଳାଙ୍କ ଟାଙ୍ଗିଆ ଚୋଟରେ ଭିଣୋଇ ଗୁରୁତର

ପରଜଙ୍ଗ, ୨ା୫(ଡି.ଏନ.ଏ.)- ପରିବାରର ବିନା ସ୍ବୀକୃତିରେ ପ୍ରେମ ବିବାହ କରିଥିବା ଯୋଗୁ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କଳଦା ଗ୍ରାମର...

ଅଦରକାରୀ ହୋଇଛି ଜାଗା ମିଶନ ଯୋଜନା

ବ୍ରହ୍ମପୁର ଅଫିସ୍‌, ୭ା୧୧: ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ୨ ନଂ. ୱାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ସ୍ବଚ୍ଛ...

ଗଞ୍ଜାମରୁ ସୁରତ ଯାଉଥିବା ବସ୍‌ ଦୁର୍ଘଟଣା; ୮ ଶ୍ରମିକ ମୃତ

ରାୟପୁର, ୫।୯: ଛତିଶଗଡ଼ର ରାଜଧାନୀ ରାୟପୁରରେ ଶନିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ଗୁଜରାଟର ସୁରତ ଯାଉଥିବା ଏକ ବସ...

Advertisement
Archives

Model This Week