କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ବିଧାୟକ, ଜିଲାପାଳ

ବରଗଡ଼ ଅଫିସ୍‌,୨୨।୪: ବରଗଡ଼ ଜିଲାରେ ମଙ୍ଗଳବାର ଅପରାହ୍ନରେ ଘୂଣ୍ଣିଝଡ଼ ସହିତ ବର୍ଷା ଓ କରକାପାତ ହୋଇଥିଲା । ଏଥିରେ ଜିଲାର ଅତାବିରା, ବରଗଡ଼, ଭେଡ଼େନ, ଗାଇସିଲେଟ୍‌, ପଦ୍ମପୁର, ପାଇକମାଲ ଆଦି ଅଞ୍ଚଳରେ ବ୍ୟାପକ ଫସଲକ୍ଷତି ହୋଇଥିଲା । ଉଭୟ ଧାନ, ପରିବା ଫସଲ ଉଜୁଡ଼ି ଯାଇଛି । ବୁଧବାର ସକାଳୁ କୃଷି ଓ ରାଜସ୍ବ ବିଭାଗର ଅଧିକାରୀମାନେ କ୍ଷୟକ୍ଷତି ଆକଳନ ଆରମ୍ଭ କରିଛନ୍ତି । ସେହିପରି ଜିଲା ଯୋଜନା ବୋର୍ଡ଼ କମିଟି ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ତହସିଲଦାର ସବ୍ୟସାଚୀ ପଣ୍ଡା, ଲୋକସଭା ଏମପି ସୁରେଶ ପୂଜାରୀ ପ୍ରମୁଖ ଖଣ୍ଡହଥା, ଗାଇସୀମା ଆଦି କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖି ଫସଲକ୍ଷତି ଅନୁଧ୍ୟାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri