କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ବିଧାୟକ, ଜିଲାପାଳ

ବରଗଡ଼ ଅଫିସ୍‌,୨୨।୪: ବରଗଡ଼ ଜିଲାରେ ମଙ୍ଗଳବାର ଅପରାହ୍ନରେ ଘୂଣ୍ଣିଝଡ଼ ସହିତ ବର୍ଷା ଓ କରକାପାତ ହୋଇଥିଲା । ଏଥିରେ ଜିଲାର ଅତାବିରା, ବରଗଡ଼, ଭେଡ଼େନ, ଗାଇସିଲେଟ୍‌, ପଦ୍ମପୁର, ପାଇକମାଲ ଆଦି ଅଞ୍ଚଳରେ ବ୍ୟାପକ ଫସଲକ୍ଷତି ହୋଇଥିଲା । ଉଭୟ ଧାନ, ପରିବା ଫସଲ ଉଜୁଡ଼ି ଯାଇଛି । ବୁଧବାର ସକାଳୁ କୃଷି ଓ ରାଜସ୍ବ ବିଭାଗର ଅଧିକାରୀମାନେ କ୍ଷୟକ୍ଷତି ଆକଳନ ଆରମ୍ଭ କରିଛନ୍ତି । ସେହିପରି ଜିଲା ଯୋଜନା ବୋର୍ଡ଼ କମିଟି ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ତହସିଲଦାର ସବ୍ୟସାଚୀ ପଣ୍ଡା, ଲୋକସଭା ଏମପି ସୁରେଶ ପୂଜାରୀ ପ୍ରମୁଖ ଖଣ୍ଡହଥା, ଗାଇସୀମା ଆଦି କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖି ଫସଲକ୍ଷତି ଅନୁଧ୍ୟାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରୁ ୫ ନୂଆ ଆକ୍ରାନ୍ତ ଚିହ୍ନଟ: ଜିଲାରେ ୧୪୬ ଛୁଇଁଲା ପଜିଟିଭ୍‌ ସଂଖ୍ୟା

ଭଦ୍ରକ ଅଫିସ,୧୩।୬: ଭଦ୍ରକ ଜିଲାରେ ଶନିବାର ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ପଜିଟିଭ୍‌ଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୬...

ନୋଟିସ ବଦଳରେ ନୋଟିସ

କେନ୍ଦ୍ରାପଡ଼ା ଅଫିସ, ୨୪ା୧୦: ଗତ ୧୮ ତାରିଖରେ ଜାରି ହୋଇଥିବା ଦୁଇ ନୋଟିସ ଏବେ ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦକୁ ଅଧିକ ରୋଚକ...

ଶୋଭାଯାତ୍ରାରେ ଗଲେ ଗଜାନନ:ଡିଜେ ସାଉଣ୍ଡରେ ଦୁଲୁକିଲା ପରଜଙ୍ଗ

ପରଜଙ୍ଗ,୧୦।୯(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗରେ ସୋମବାର ଗଜାନନଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ୯ଟି ମେଢ଼ ମିଳିତ ଭସାଣିରେ ସାମିଲ ହୋଇଥିଲେ। ରେଡ...

୫୦ ହଜାର ହେକ୍ଟର ଜମିରେ ଜଳ ନିଷ୍କାସନ ସମସ୍ୟା

ଜଗତ୍‌ସିଂହପୁର ଅଫିସ,୧୩ା୮: ଜଗତ୍‌ସିଂହପୁର ଜିଲାରେ ଡ୍ରେନେଜ୍‌ ସମସ୍ୟା ଚାଷ ପାଇଁ କାଳ ହୋଇଛି। ଦିନେ, ଦୁଇଦିନ ଲଗାଣ ବର୍ଷା ହେଲେ ଅଧିକାଂଶ ଜମିରୁ ଜଳ ନିଷ୍କାସନ...

ସିଆରପିଏଫ୍‌ ଆଇଜିଙ୍କ ମୁନିଗୁଡ଼ା ଗସ୍ତ: ମାଓବାଦୀ ଅପରେଶନର କଲେ ସମୀକ୍ଷା

ମୁନିଗୁଡ଼ା,୧୨।୧୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ନିକଟସ୍ଥ ଝିଲିଗୁଡ଼ାଠାରେ ଥିବା ୮ମ ବାଟାଲିୟନ ସିଆର୍‌ପିଏଫ୍‌ କ୍ୟାମ୍ପ୍‌ ପରିଦର୍ଶନରେ ଆସି ମାଓବାଦୀ ଅପରେଶନର ସମୀକ୍ଷା କରିଛନ୍ତି ଆଇଜି ଏସ୍‌...

କଟକର ଗରିମା ତୁଳସୀପୁର

କଟକ ଅଫିସ,୨୫ା୮: ପ୍ରାଚୀନ କଟକ ସହରର ପ୍ରମୁଖ ପରିଚିତି ପୂର୍ବାଞ୍ଚଳର ତୁଳସୀପୁର। ସାମାଜିକ, ଅର୍ଥନୈତିକ, ନ୍ୟାୟିକ, ଆଧ୍ୟାତ୍ମିକ, ରାଜନୈତିକ, ସାଂସ୍କୃତିକ, ଶୈକ୍ଷିକ ଆଦି ବିଭିନ୍ନ ଦିଗକୁ...

ଘୁମୁସର ଜିଲା ଦାବିରେ ଜୋରଦାର ହେବ ଆନ୍ଦୋଳନ

ଭଞ୍ଜନଗର,୧୯।୧୧(ଡି.ଏନ.ଏ): ୧୯୯୩ରେ ରାଜ୍ୟର ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ରାଜ୍ୟରେ ଜିଲା ସଂଖ୍ୟା ୧୩ରୁ ୩୦କୁ ବୃଦ୍ଧି ଘୋଷଣା କରିଥିଲେ। ସେ ସମୟରେ କିନ୍ତୁ ଆଉ...

ଅନୁଗୋଳ ସ୍ବୟଂଶାସିତ ମହାବିଦ୍ୟାଳୟ : ସ୍ନାତକରେ ୮୫.୫୩, ସ୍ନାତକୋତ୍ତରରେ ୯୭.୮୭% ରେଜଲ୍ଟ

ଅନୁଗୋଳ ଅଫିସ,୮।୬- ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକ ଓ ୫ଟି ସ୍ନାତକୋତ୍ତର ବିଭାଗ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। କଳାରେ ପାସ୍‌ ହାର...

Advertisement
Archives

Model This Week