କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ମିଳୁ

ଅନୁଗୋଳ ଅଫିସ, ୭।୫ – କରୋନା ଜନିତ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ସରକାର ସହାୟତା ପ୍ରଦାନ କରିବାକୁ ଅଲ୍‌ଇଣ୍ଡିଆ କିଶାନ କ୍ଷେତମଜଦୁର ସଙ୍ଗଠନ (ଏଆଇକେକେଏମ୍‌ଏସ୍‌) ସର୍ବଭାରତୀୟ କମିଟି ପକ୍ଷରୁ ଦାବି କରାଯାଇଛି। ଏ ନେଇ କମିଟି ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀଙ୍କୁ ପ୍ରଦାନ କରାଯାଇଛି।
ଉକ୍ତ ଦାବିପତ୍ରରେ ଦର୍ଶାଯାଇଛି ଯେ, ଅନୁଗୋଳ ଜିଲାରେ ଥିବା ଚାଷୀଙ୍କ ପାଇଁ ବ୍ୟାଙ୍କ ଋଣ ଛାଡ କରିବା, ସୁଧ ମୁକ୍ତ ଋଣ ମଧ୍ୟବିତ୍ତ, ନିମ୍ନ ମଧ୍ୟବିତ୍ତ ଓ ଗରିବ ଚାଷୀଙ୍କୁ ଯୋଗାଇଦେବା, ଉପତ୍ାଦନ ଖର୍ଚ୍ଚ ଭିତ୍ତିରେ ଫସଲର ମୂଲ୍ୟ ନିର୍ଦ୍ଧାରଣ ଆଦି ପାଇଁ ଦାବି ପତ୍ରରେ ଉଲ୍ଲେଖ କରାଯାଇଛି। ଏଥିସହ କ୍ଷତିଗ୍ରସ୍ତ ପରିବା ଚାଷୀଙ୍କୁ ଏକର ପିଛା ୨୦ ହଜାର, ଦୁଗ୍ଧ ଚାଷୀଙ୍କୁ କ୍ଷତିପୂରଣ ଓ ଗୋ-ଖାଦ୍ୟ ବିନା ମୂଲ୍ୟରେ ଯୋଗାଇଦେବାକୁ ଏଇକେକେଏମ୍‌ଏସ୍‌ ପକ୍ଷରୁ କୁହାଯାଇଛି। ଏହି ଦାବିପତ୍ର ପ୍ରଦାନ ସମୟରେ ଜିଲା ସମ୍ପାଦକ ସୁବାସ ପ୍ରଧାନ, ସଙ୍ଗଠକ ସଞ୍ଜୟ ସାହୁ, କୁମର ସାହୁ, ନବକିଶୋର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ

ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri