କ୍ଷତି ସହୁଛନ୍ତି ଦୁଗ୍ଧ ଚାଷୀ

bahanaga- gopalpur milk samabaya samiti photo-2

ବାହାନଗା, ୧୭ା୫(ଡି.ଏନ.ଏ.)-ଲକ୍‌ଡାଉନ ଯୋଗୁ ପୂର୍ବଭଳି ଦୁଗ୍ଧ ବିକ୍ରି ହେଉ ନ ଥିବାରୁ ବାଲେଶ୍ୱର ଜିଲା ବାହାନଗା ବ୍ଲକର ଦୁଗ୍ଧ ଚାଷୀମାନେ କ୍ଷତି ସହୁଛନ୍ତି। ସାମାଜିକ ଦୂରତ୍ୱ ରକ୍ଷା କରୁ ନ ଥିବା, ହାତ ସାନିଟାଇଜେଶନ କରୁ ନ ଥିବା ଓ ମାସ୍କ ପିନ୍ଧୁ ନ ଥିବା ଭଳି ମିଥ୍ୟା ଆରୋପ ଲଗାଯାଉଥିବା ଚାଷୀମାନେ ଅଭିଯୋଗ କରିଛନ୍ତି।
ବାଲେଶ୍ୱର ଭଦ୍ରକ ଜିଲା ସମବାୟ ଦୁଗ୍ଦ ଉପତ୍ାଦକ ସଂଘ ଲିଃ ଅଧୀନ ବାହାନଗା ବ୍ଲକରେ ଥିବା ଗୋପାଳପୁର ଦୁଗ୍ଧ ଉପତ୍ାଦକ ମହିଳା ସମବାୟ ସମିତି ଲିଃ ବ୍ଲକର ୧୩ ଦୁଗ୍ଧ ଉପତ୍ାଦକ ମହିଳା ସମବାୟ ସମିତି ମାଧ୍ୟମରେ ଲକଡାଉନ୍‌ ପୂର୍ବରୁ ଚାଷୀଙ୍କଠାରୁ ୨ହଜାର ଲିଟର ଦୁଗ୍ଧ ସଂଗ୍ରହ କରୁଥିଲା। ଏବେ ୧୩ଟି ସମିତିରୁ ୧ ହଜାର ଲିଟର ଦୁଗ୍ଧ କମାଇ ଚାଷୀଙ୍କଠାରୁ କିଣାଯାଉଛି। ଫଳରେ ଚାଷୀମାନେ ନାହିଁ ନ ଥିବା କ୍ଷତି ସହୁଛନ୍ତି। ଏନେଇ ୧୩ ଦୁଗ୍ଧ ଉପତ୍ାଦକ ମହିଳା ସମବାୟ ସମିତିର ଚାଷୀମାନେ ଏକାଠି ହୋଇ ସେମାନଙ୍କ ସମସ୍ୟା ଗୋପାଳପୁର ସମିତି କାର୍ଯ୍ୟାଳୟରେ ଜଣାଇଛନ୍ତି। ଗୋପାଳପୁର ସମବାୟ ଦୁଗ୍ଦ ଉପତ୍ାଦକ ସଂଘ ଲିଃ ପକ୍ଷରୁ ୫ ହଜାର ଲିଟର ଦୁଗ୍ଧ ଶୀତଳୀକରଣ ପାଇଁ ମେଶିନ ସ୍ଥାପନ କରାଯାଇଥିବାରୁ ବଳକା ୧ ହଜାର ଲିଟର କ୍ଷୀର କିଣିବା ପାଇଁ ଚାଷୀ ସୃଷ୍ଟି ମହାକୁଡ, ନରହରି ତ୍ରିପାଠୀ, ରବୀନ୍ଦ୍ର ମହାନ୍ତି, କଳ୍ପନା ବେହେରା, ଲକ୍ଷ୍ମଣ କୁମାର ପରିଡା, ସୁନୀଲ ମହାପାତ୍ର, ମହେଶ୍ୱର ମହାପାତ୍ର, ଗଙ୍ଗାଧର ବେହେରା ପ୍ରମୁଖ ଦାବି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଓଲଟିଲା ପିକ୍‌ଅପ : ୧୪ ଶ୍ରମିକ ଆହତ

ଭଞ୍ଜନଗର,୨୮ା୪ (ଡି.ଏନ.ଏ) : ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଚୋପ୍ରା ନିକଟରେ ରବିବାର ପୂର୍ବାହ୍ନରେ ଏକ ପିକ୍‌ଅପ ରାସ୍ତା ଉପରେ ଓଲଟି ପଡ଼ିଛି। ଉକ୍ତ ଗାଡ଼ିରେ ଯାଉଥିବା ୧୪...

ମାଲକାନଗିରିର ପୂର୍ବତନ ଏଏସ୍‌ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ମାଲକାନଗିରି, ୨୮।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ କିଆଙ୍ଗ ଫାଣ୍ଡିର ପୂର୍ବତନ ଏଏସ୍‌ଆଇ ଜୟଦାସ ଖରାଙ୍କ ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି। ଆୟ...

ବରିଷ୍ଠ ନାଗରିକଙ୍କୁ ପୋଲିସ ବାଣ୍ଟିଲା ପରିଚୟପତ୍ର: ଏକୁଟିଆ ଥିଲେ ରହିବ ସ୍ବତନ୍ତ୍ର ଦୃଷ୍ଟି: ଏସ୍‌ପି

ଅନୁଗୋଳ ଅଫିସ, ୧୩।୧୦ – ଅନୁଗୋଳ ପୋଲିସ ପକ୍ଷରୁ ଶନିବାର ମଧ୍ୟାହ୍ନରେ ବରିଷ୍ଠ ନାଗରିକମାନଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଛି। ଅନୁଗୋଳ ଥାନା ପରିସରରେ ଆୟୋଜିତ ଏହି...

ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ବିଫଳ: ୯ ବର୍ଷ ପରେ ସନ୍ତାନ ପ୍ରସବ କଲେ ମହିଳା

କାଳିଆପାଣି,୨୭।୪(ଡିଏନଏ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡ଼ିପାଳ ପଞ୍ଚାୟତ ରୁଗୁଡ଼ିସାହିର କୃଷ୍ଣ ବିରୁଆଙ୍କ ସ୍ତ୍ରୀ ନମାନି (୪୦) ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରିବାର ୯ବର୍ଷ ପରେ...

ସାରଦା ଖଣିକୁ ୨୦୫୬ କୋଟି ଟଙ୍କା ଜରିମାନା

କେନ୍ଦୁଝର,୩୧।୧(ସ୍ବ.ପ୍ର.) : ବେଆଇନ ଖଣି ଖନନ ପାଇଁ ସାରଦା ମାଇନ୍ସ ପ୍ରାଇଭେଟ ଲିମିଟେଡ ଉପରେ ୨ ହଜାର ୫୬ କୋଟି ୩୮ ଲକ୍ଷ ୪୩ ହଜାର...

ଆସନ୍ନ ବିପଦକୁ ନେଇ ବଢ଼ିଲା ଯାତ୍ରୀଙ୍କ ଚିନ୍ତା

ଖଇରା,୬।୩(ଡି.ଏନ.ଏ.):ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ମହତୀପୁର- ଗୋଳିହା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତାର କଣ୍ଟାବଣିଆଠାରୁ ପତିରାଜପୁର ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ନିକଟରେ ଶେଷ ହୋଇଛି।...

ପଙ୍କୋଦ୍ଧାର ଏକାଦଶୀ ପାଇଁ ଲୋକନାଥ ପୀଠ ପ୍ରସ୍ତୁତ

ପୁରୀ ଅଫିସ, ୧୮ା୨: ବୁଧବାର ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ଏହା ଧୂମ୍‌ଧାମ୍‌ରେ ଅନୁଷ୍ଠିତ ହେବ। ବର୍ଷକରେ ଏହି ଗୋଟିଏ ଦିନ...

ବିଦେଶ ମାଟିରେ ଉଜ୍ଜୀବିତ ରହିଛି ଓଡ଼ିଆ ସଂସ୍କୃତି

ତିର୍ତ୍ତୋଲ,୫ା୧୨(ଡି.ଏନ.ଏ.): ବିଦେଶ ମାଟି ସୁଦୂର ସୌଦି ଆରବରେ ପ୍ରବାସୀ ଓଡ଼ିଆମାନେ ଦୀର୍ଘ ୧୧ବର୍ଷ ଧରି ଓଡ଼ିଶା କଳା, ସଂସ୍କୃତିର ପ୍ରଚାର ପ୍ରସାର କରିଆସୁଛନ୍ତି ବୋଲି ସେଠାରେ...

Advertisement
Archives

Model This Week