Posted inଜାତୀୟ

କ୍ଷମତାଚ୍ୟୁତ ହେବାପରେ କୁମାରସ୍ବାମୀ କହିଲେ, ଭବିଷ୍ୟତରେ ମଧ୍ୟ ରାଜନୈତିକ ଅସ୍ଥିରତା ଲାଗି ରହିବ

ବେଙ୍ଗାଲୁରୁ, ୨୪।୭: ଦୁଇ ସପ୍ତାହରେ ଧରି କର୍ନାଟକରେ ଚାଲିଥିବା ରାଜନୀତିକ ନାଟକରେ ଯବନିକା ପଡ଼ିଛି। ମଙ୍ଗଳବାର ଆସ୍ଥା ଭୋଟ ହାରିବା ପରେ କୁମାରସ୍ବାମୀ ସରକାର ଭାଜପା ପାଖରୁ ପରାଜୟ ବରଣ କରିଛି। କୁମାରସ୍ବାମୀ କ୍ଷମତାଚ୍ୟୁତ ହେବା ପରେ ପ୍ରଥମଥର ପାଇଁ ମୁହଁ ଖୋଲିଛନ୍ତି। ବୁଧବାର ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ଭବିଷ୍ୟତରେ ମଧ୍ୟ ରାଜନୈତିକ ଅସ୍ଥିରତା ଲାଗି ରହିବ। ଗତ ୧୪ ମାସ କାର୍ଯ୍ୟକାଳରେ ସହଯୋଗ ସମସ୍ତ ଅଧିକାରୀଙ୍କୁ ଧନ୍ୟବାଦ ଦେଇଛନ୍ତି କୁମାରସ୍ବାମୀ। ସୂଚନାଯୋଗ୍ୟ, ମଙ୍ଗଳବାର କର୍ନାଟକ ବିଧାନସଭାରେ ହୋଇଥିବା ଆସ୍ଥା ଭୋଟରେ ଜେଡିଏସ-କଂଗ୍ରେସ ମେଣ୍ଟକୁ ୯୯ ଓ ବିଜେପିକୁ ୧୦୫ ଜଣ ବିଧାୟକ ସମର୍ଥନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରୁ ଆସିଥିଲା ଗମ୍ଭୀରଙ୍କୁ ହତ୍ୟା ଧମକ ଇ-ମେଲ୍‌

ନୂଆଦିଲ୍ଲୀ,୨୫।୧୧:ପୂର୍ବ ଦିଲ୍ଲୀ ନିର୍ବାଚନମଣ୍ଡଳୀର ଭାଜପା ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ ଦିଆଯାଇଛି। ଥରେ ନୁହେଁ, ଦୁଇ ଥର ଇମେଲ୍‌ ଯୋଗେ...

ମମତାଙ୍କ ଚିଠିର ଉତ୍ତର ଦେଲେ ସୀତାରମନ

ନୂଆଦିଲ୍ଲୀ,୯।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅକ୍ସିଜେନ ଏବଂ କୋଭିଡ୍‌ ଔଷଧ ଉପରୁ ଜିଏସ୍‌ଟି ଛାଡ଼ କରିବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଥିଲେ। ଅର୍ଥମନ୍ତ୍ରୀ ନିର୍ମଳା...

କରୋନାକୁ ନାହିଁ ଭୟ, ସତର୍କ ରହିବା ଜରୁରୀ: ଶରୀରରେ ୧୦ ମିନିଟ୍‌-ପୋଷାକରେ ୯ ଘଣ୍ଟା-ଧାତୁରେ ୧୨ ଘଣ୍ଟା ଭୂତାଣୁ ରୁହେ ଜୀବିତ

ନୂଆଦିଲ୍ଲୀ,୪।୩: ଭାରତରେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ତେବେ ଏହାକୁ ଭୟ ନ କରି ବୁଝି ବିଚାରି ସତର୍କ...

ବିନା ବେତନରେ ୬୦ମାସ ଯାଏଁ ଛୁଟିରେ ଯିବେ ଏୟାରଇଣ୍ଡିଆ କର୍ମଚାରୀ

ନୂଆଦିଲ୍ଲୀ,୧୫।୭: ସାରା ଦେଶରେ କରୋନା ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। କରୋନା ସଙ୍କଟ ଯୋଗୁ ସବୁ କ୍ଷେତ୍ର ପ୍ରଭାବିତ ହେବାରେ ଲାଗିଛି। ଫଳରେ ଦେଶର ଅର୍ଥନୀତି...

ବିଶ୍ୱ ଜଳବାୟୁ ଜରୁରୀ ପରିସ୍ଥିତି ଘୋଷଣା କଲେ ୧୧ ହଜାର ବୈଜ୍ଞାନିକ

ନୂଆଦିଲ୍ଲୀ, ୭।୧୧(ପି.ଟି.): ଜଳବାୟୁ ପରିବର୍ତ୍ତନଜନିତ ପ୍ରଭାବକୁ ନେଇ ବୈଜ୍ଞାନିକମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ୧୫୩ଟି ରାଷ୍ଟ୍ରର ୧୧ହଜାରରୁ ଊର୍ଦ୍ଧ୍ୱ ବୈଜ୍ଞାନିକ ବିଶ୍ୱ ଜଳବାୟୁ ଜରୁରୀ ପରିସ୍ଥିତି...

ଚାଇନାରୁ ଫେରିଥିବା ଭାରତୀୟମାନେ ମାସ୍କ ପିନ୍ଧି କଲେ ଡ୍ୟାନ୍ସ

ନୂଆଦିଲ୍ଲୀ,୨।୨: ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଯୋଗେ ୩୨୪ ଭାରତୀୟ ଚାଇନାରୁ ସ୍ବଦେଶ ଫେରିଛନ୍ତି। ଏମାନଙ୍କ ଭିତରେ ୩ ଶିଶୁ ଓ ୧୧ ଛାତ୍ର ରହିଛନ୍ତି।...

‘ପ୍ରଭୁ ଶ୍ରୀରାମ ଆପଣଙ୍କୁ ଦୀର୍ଘାୟୁ କରନ୍ତୁ’

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୭୧ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଦେଶ ତଥା ବିଶ୍ୱରୁ ଅଭିନନ୍ଦନର ସୁଅ ଛୁଟୁଛି।...

ଗୋଟିଏ ବର୍ଷରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ, ୭।୮: ଗୋଟିଏ ବର୍ଷ ମଧ୍ୟରେ ଦିଲ୍ଲୀ ଏହାର ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ହରାଇଛି। ୨୦୧୮ ଅକ୍ଟୋବରରୁ ବର୍ତ୍ତମାନ ସୁଦ୍ଧା ଏପରି ଘଟିଛି। ମଙ୍ଗଳବାର ଦିଲ୍ଲୀର...

Advertisement
Archives

Model This Week