Posted inଜାତୀୟ

କ୍ଷମତା ନିଶାରେ ଧାରା ୩୭୦କୁ ହଟାଇଛି ଭାଜପା: ଗୁଲାମ୍‌ ନବୀ ଆଜାଦ୍‌

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରରୁ ୩୭୦ ଧାରା ହଟାଇବା ନେଇ କଂଗ୍ରେସର ବରିଷ୍ଠ ନେତା ଗୁଳାମ୍‌ ନବୀ ଆଜାଦ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ସମାଲୋଚନା କରିଛନ୍ତି। କ୍ଷମତା ନିଶାରେ ଭାଜପା ଏଭଳି କରିଥିବା ଗୁଲାମ୍‌ ନବୀ ଅଭିଯୋଗ କରିଛନ୍ତି। ଏହାଦ୍ୱାରା ଗଣତନ୍ତ୍ର ତଥା ସାମ୍ବିଧାନିକ ବ୍ୟବସ୍ଥାର ହତ୍ୟା ହୋଇଥିବା ସେ କହିଛନ୍ତି। ଏଭଳି କରି ଭାଜପା ସରକାର ଭାରତର ମୁଣ୍ଡ ବୋଲାଉଥିବା କଶ୍ମୀରକୁ କାଟି ଦେଇଛନ୍ତି। ଅପରପକ୍ଷରେ ଜମ୍ମୁ-କଶ୍ମୀରଠାରୁ ଲଦାଖକୁ ଅଲଗା କରି ମୋଦି ସରକାର ଭାରତ ବିଭାଜନ କରିଥିବା ଗୁଲାମ୍‌ ନବୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଚତୁର୍ଥ ମୁଣ୍ଡନେଲା କରୋନା: ସଂକ୍ରମିତଙ୍କ ସଂଖ୍ୟା ୧୭୩କୁ ବୃଦ୍ଧି

ନୂଆଦିଲ୍ଲୀ, ୧୯।୩ : ପ୍ରାଣଘାତୀ କରୋନା ଭାଇରସ୍‌ କ୍ରମଶଃ ଉଗ୍ରରୂପ ଧାରଣ କରିବାରେ ଲାଗିଛି। ଗୁରୁବାର ଏହା ଆଉ ଏକ ମୁଣ୍ଡ ଗଡ଼ାଇ ଥିବାବେଳେ ମୃତ୍ୟୁସଂଖ୍ୟା...

‘କୋଭିଡ୍‌ ପରିଚାଳନାରେ କେନ୍ଦ୍ର ବିଫଳ’

ନୂଆଦିଲ୍ଲୀ, ୧୮।୪(ପି.ଟି.): କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର କୋଭିଡ୍‌ ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ବର୍ଷକର ପ୍ରସ୍ତୁତି ସତ୍ତ୍ୱେ ଦେଶବାସୀ ଏବେ ଅସୁରକ୍ଷିତ। ଦ୍ରୁତ ବେଗରେ...

ସିଏଏକୁ ବିରୋଧ: ପପୁ ଯାଦବ ବେଡି ପିନ୍ଧି କଲେ ପ୍ରଦର୍ଶନ

ପାଟନା,୧୯।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ) ନେଇ ଦେଶବ୍ୟାପି ବିରୋଧ ଜାରି ରହିଛି। ଏନେଇ ବିହାରରେ ଜନ ଅଧିକାରୀ ପାର୍ଟି ମୁଖ୍ୟ ତଥା ପୂର୍ବତନ ଏମ୍‌ପି ପପୁ...

ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ ଘାଟରେ ସରୁନି ଅପେକ୍ଷା

ରାୟପୁର,୧୨।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏହାର ନୂଆ ଷ୍ଟ୍ରେନ୍‌ ଦ୍ରୁତି ଗତିରେ ବ୍ୟାପିବାରେ ଲାଗିଛି। ମହାରାଷ୍ଟ୍ର, ଦିଲ୍ଲୀ, ପଞ୍ଜାବ ଓ...

ରାଜ୍ୟରେ ବାହାର ଲୋକଙ୍କୁ ମିଳିବନି ନିଯୁକ୍ତି ସୁଯୋଗ: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୋପାଳ, ୧୮।୮: ଏଣିକି ମଧ୍ୟପ୍ରଦେଶରେ ରାଜ୍ୟ ବାହାରର ଲୋକଙ୍କୁ ନିଯୁକ୍ତି ମିଳିବନି। କେବଳ ରାଜ୍ୟର ବାସିନ୍ଦାଙ୍କୁ ହିଁ ସରକାରୀ ଚାକିରୀ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଶିବରାଜ...

ଟଙ୍କା ଛପା ୪ ଦିନ ବନ୍ଦ: ୪୦ କର୍ମଚାରୀ କରୋନା ପଜିଟିଭ୍‌

ନାସିକ, ୩୧।୮: ମହାରାଷ୍ଟ୍ରର ନାସିକ୍‌ଠାରେ ଥିବା କରେନ୍ସି ନୋଟ୍‌ ପ୍ରେସ୍‌ ଏବଂ ଇଣ୍ଡିଆ ସିକ୍ୟୁରିଟି ପ୍ରେସ୍‌କୁ ସୋମବାରଠାରୁ ୪ ଦିନ ପାଇଁ ବନ୍ଦ କରାଯାଇଛି। ଏଠାରେ...

ସେଲୁନ୍‌ ଖୋଲିବାର ପ୍ରଶ୍ନ ଉଠୁନାହିଁ: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୫।୪: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଏହା ଜୁନ୍‌ ୩ରେ ଶେଷ ହେବ ବୋଲି ଘୋଷଣା କରାଯାଇଛି। ଏହା...

ଯୋଗୀ କ’ଣ ପରବର୍ତ୍ତୀ ପିଏମ୍‌ ? ଭାଜପା ସଂସଦୀୟ ବୋର୍ଡ ସଦସ୍ୟ ହେବା ନେଇ ଚର୍ଚ୍ଚା…

ନୂଆଦିଲ୍ଲୀ, ୧୧।୪ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାସ୍ତାରେ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର ଯୋଗୀ ଦିଲ୍ଲୀ ଯାଉଛନ୍ତି।...

Advertisement
Archives

Model This Week