Posted inଜାତୀୟ

କ୍ଷମା ମାଗିବା ପାଇଁ ଅନନ୍ତ ହେଗଡ଼େଙ୍କ ଉପରେ ଭାଜପା ପକାଇଲା ଚାପ

ନୂଆଦିଲ୍ଲୀ,୩।୨: ମହାତ୍ମା ଗାନ୍ଧୀଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିବା ଭାଜପା ଏମ୍‌ପି ଅନନ୍ତ ହେଗଡ଼େଙ୍କୁ କ୍ଷମା ମାଗିବା ପାଇଁ ଦଳ ପକ୍ଷରୁ ଚାପ ପକାଯାଇଛି। ଅନନ୍ତ ମହାତ୍ମାଙ୍କ ନେତୃତ୍ୱରେ ହୋଇଥିବା ସ୍ବତନ୍ତ୍ରତା ଆନ୍ଦୋଳନକୁ ଏକ ନାଟକ ବୋଲି କହିଥିଲେ। ଏହାକୁ ନେଇ କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳ ଭାଜପାକୁ ଘେରିବା ଆରମ୍ଭ କରିଥିଲେ। ସିଏଏକୁ ନେଇ ଭାଜପାକୁ ବିରୋଧୀ ବିରୋଧ କରୁଥିବାବେଳେ ଅନ୍ୟ ସମସ୍ୟାରେ ନ ପଡ଼ିବା ଲାଗି ଭାଜପା ଚାହୁଁଛି। ସଂସଦର ବଜେଟ୍‌ ଅଧିବେଶନରେ ଲଗାତାର ବିରୋଧୀ ହଟ୍ଟଗୋଳ ଜାରି ରଖିଛନ୍ତି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନ୍ୟ ବରିଷ୍ଠ ଭାଜପା ନେତା ଦଳ ଅଧିକ ସମସ୍ୟାକୁ ଯାଉ ବୋଲି ଚାହୁଁ ନାହାଁନ୍ତି। ତେଣୁ ଅନନ୍ତଙ୍କ କ୍ଷମା ମାଗିବା ଉପରେ ଦଳ ଜୋର୍‌ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମା ମାଗିଲେ ବିବେକ ଅବମାନନା

ନୂଆଦିଲ୍ଲୀ,୨୫ା୮: ଆଇନଜୀବୀ ପ୍ରଶାନ୍ତ ଭୂଷଣ ତାଙ୍କର ଦୁଇଟି ବିବାଦୀୟ ଟୁଇଟ୍‌କୁ ନେଇ କ୍ଷମା ମାଗିବେ ନାହିଁ ବୋଲି ସୋମବାର ସୁପ୍ରିମକୋର୍ଟରେ ସ୍ପଷ୍ଟ କରିଛନ୍ତି। ସର୍ବୋଚ୍ଚ ଅଦାଲତରେ...

ଯୋଗ ଦେବାର ଘଣ୍ଟାକ ପରେ ଭାଜପାରୁ ତଡ଼ା ଖାଇଲେ ଶାହିନବାଗ ଶୁଟର

ନୂଆଦିଲ୍ଲୀ,୩୦ା୧୨- ନାଗରିକତା ଆଇନକୁ ନେଇ ଶାହିନବାଗରେ ଚାଲିଥିବା ବିରୋଧ ପ୍ରଦର୍ଶନସ୍ଥଳରେ ଗୁଳି ମାଡ଼ କରିଥିବା କପିଲ ଗୁରଜାର ବୁଧବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗ...

ସୁଷମାଙ୍କ ମୃତ୍ୟୁରେ ଭାଙ୍ଗିପଡିଛନ୍ତି ସ୍ବାମୀ କୌଶଳ, ଝିଅ ବାଂଶୁରୀ

ନୂଆଦିଲ୍ଲୀ, ୭।୮:ସବୁଦିନ ପାଇଁ ଆଖି ବୁଜିଛନ୍ତି ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ଏ ଘଟଣା ଅନେକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଦଳମତ ନିର୍ବିଶେଷରେ ସମସ୍ତ...

ଦିବ୍ରୁଗଡ଼ ଜେଲରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ଚଣ୍ଡଗଡ଼,୨୪।୪: ଖଲିସ୍ତାନୀ ନେତା ଅମ୍ରିତପାଲ ସିଂଙ୍କୁ ଗିରଫ ପରେ ଏକ ସ୍ବତନ୍ତ୍ର ବିମାନରେ ଆସାମର ଦିବ୍ରୁଗଡ଼ ଜେଲକୁ ଅଣାଯାଇଛି। ଏନେଇ ଜେଲ୍‌ର ସୁରକ୍ଷା ବ୍ୟବସ୍ଥାକୁ ଆହୁରି...

ଶିଙ୍କୁଲା ପାସ୍‌ରେ ହେବ ବିଶ୍ୱର ସର୍ବବୃହତ୍‌ ଟନେଲ

ନୂଆଦିଲ୍ଲୀ,୧୬ା୨: ପୂର୍ବ ଲଦାଖ ଓ ହିମାଚଳ ପ୍ରଦେଶକୁ ଯୋଡ଼ିବାକୁ ଥିବା ବିଶ୍ୱର ସର୍ବବୃହତ୍‌ ସୁଡ଼ଙ୍ଗ ଶିଙ୍କୁଲା ଟନେଲ (ସମୁଦ୍ର ପତ୍ତନରୁ ୧୬,୭୦୩ ଫୁଟ୍‌ ଉଚ୍ଚ) ନିର୍ମାଣ...

ବ୍ରହ୍ମପୁତ୍ରରେ ଡ୍ୟାମ୍‌ ଲାଗି ଭାରତର ଯୋଜନା

ନୂଆଦିଲ୍ଲୀ, ୨।୧୨(ପି.ଟି.): ବ୍ରହ୍ମପୁତ୍ର ନଦୀରେ ଚାଇନା ପକ୍ଷରୁ ଡ୍ୟାମ୍‌ କରାଯିବା ଲାଗି ଯୋଜନା ଚାଲିଥିବାବେଳେ ଭାରତ ପକ୍ଷରୁ ମଧ୍ୟ ଏକ ଡ୍ୟାମ୍‌ ନିର୍ମାଣ କରାଯିବ ବୋଲି...

ଟ୍ରାଫିକ୍‌ ଜାମ୍‌ରେ ଫସିଯାଇଥିଲେ ଡାକ୍ତର, ରୋଗୀଙ୍କ ଜୀବନ ବଞ୍ଚାଇବାକୁ ୩ କିମି ଦୌଡିଲେ

ବେଙ୍ଗାଲୁରୁ,୧୨।୯: ବେଙ୍ଗାଲୁରୁର ଜଣେ ଡାକ୍ତର ସେବାର ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। ଟ୍ରାଫିକ ଜାମ୍‌ରେ ଅଟକି ଯାଇଥିବା ଏହି ଡାକ୍ତର ଜଣଙ୍କ ରୋଗୀଙ୍କ ଜୀବନ...

କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍‌ ଘଟଣାକୁ ନେଇ ଏନ୍‌ଡିଏମ୍‌ଏର ବୈଠକ ଡାକିଲେ ମୋଦି

ନୂଆଦିଲ୍ଲୀ,୭।୫: ଆନ୍ଧ୍ରପ୍ରଦେଶର ବିଶାଖାପଟନମରେ ଗୁରୁବାର ସକାଳେ ହୋଇଥିବା କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍‌ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟାଶନାଲ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଏନ୍‌ଡିଏମ୍‌ଏ)...

Advertisement
Archives

Model This Week