କ୍ଷମା ମାଗିଲେ ଫରହା

ମୁମ୍ବାଇ,୨୭।୧୨: ଟେଲିଭିଜନ ଶୋ’ ମାଧ୍ୟମରେ ଏକ ବିବାଦୀୟ ଟିପ୍ପଣୀ ଦେଇ ଚର୍ଚ୍ଚାକୁ ଆସିଥିବା ବଲିଉଡ୍‌ ନିର୍ଦ୍ଦେଶିକା ତଥା ପ୍ରଯୋଜିକା ଫରହା ଖାଁ ଶୁକ୍ରବାର ଏଥିପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେ ସବୁ ଧର୍ମକୁ ସମ୍ମାନ କରନ୍ତି ବୋଲି କହିବା ସହ ଏକ ଟେଲିଭିଜନ କାର୍ଯ୍ୟକ୍ରମ ମାଧ୍ୟମରେ କ୍ଷମା ପ୍ରାର୍ଥନା କରିଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ବଲିଉଡ୍‌ ନାୟିକା ରବିନା ଟଣ୍ଡନ, କମେଡିଆନ୍‌ ଭାରତି ସିଂ ଓ ଫରହାଙ୍କ ନାଁରେ ଅଜନାଲା(ଅମୃତସର) ଡିଏସ୍‌ପି ସୋହନ ସିଂ ଏମାନଙ୍କ ବିରୋଧରେ ଏକ ଅଭିଯୋଗ ପାଇଥିଲେ। ଟେଲିଭିଜନ ଶୋ’ ମାଧ୍ୟମରେ ସେ ଖ୍ରୀଷ୍ଟଧର୍ମୀଙ୍କ ଧର୍ମୀୟ ଭାବନାରେ ଆଘାତ ପହଞ୍ଚାଇଥିବା ଅଭିଯୋଗ ହୋଇଥିଲା। ଖ୍ରୀଷ୍ଟମାସରେ ପ୍ରସାରିତ ଏକ କାର୍ଯ୍ୟକ୍ରମରେ ସେମାନେ ଏମିତି କିଛି ଶବ୍ଦ ବ୍ୟବହାର କରିଥିଲେ ଯାହା ପରେ ଲୋକଙ୍କ ମନରେ ଆଘାତ ଦେଇଛି ବୋଲି ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ପୁରା ଦେଶରେ ଚାଲିବ ଗୋଟିଏ ସମୟ, ଶୀଘ୍ର ଆସିବ ନିୟମ

ନୂଆଦିଲ୍ଲୀ,୨୧।୫: ଯେଉଁଭଳି ଭାବେ ଜର୍ମାନୀରେ ଜର୍ମାନ ସମୟ ନିର୍ଦ୍ଧାରିତ ହୋଇଛି, ସେହିଭଳି ଭାରତରେ ମଧ୍ୟ ନିର୍ଦ୍ଧାରିତ ସମୟର ବ୍ୟବହାର କରାଯିବ। ଦେଶରେ ଭାରତୀୟ ସମୟକୁ ବ୍ୟବହାର...

ରାଷ୍ଟ୍ରପତି ଦେଖିବାକୁ କେମିତି: ଅଖିଳ ଗିରି

କୋଲକାତା/ନୂଆଦିଲ୍ଲୀ(ପି.ଟି.)/ ଭୁବନେଶ୍ୱର(ବ୍ୟୁରୋ) ୧୩।୧୧:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇ ବିବାଦରେ ଫସିଛନ୍ତି ପଶ୍ଚିମବଙ୍ଗର ମନ୍ତ୍ରୀ ଅଖିଳ ଗିରି। ନନ୍ଦିଗ୍ରାମରେ ଶୁକ୍ରବାର ରାତିରେ ତୃଣମୂଳ...

ଏଠାରେ କିଲୋ ପ୍ରତି ୯୦ ଟଙ୍କା ଦାମରେ ମିଳୁଛି ଟମାଟୋ

ନୂଆଦିଲ୍ଲୀ,୧୪।୭: ଟମାଟୋର ଦର ବୃଦ୍ଧିକୁ ଦେଖି ସରକାର ଯେଉଁ ପଦକ୍ଷେପ ନେବା କଥା ତା’ର ପ୍ରଭାବ ଶୁକ୍ରବାରଠାରୁ ଦେଖିବାକୁ ମିଳିଛି। ଦିଲ୍ଲୀ-ଏନସିଆରରେ ଶସ୍ତାରେ ଟମାଟୋ ମିଳିବା...

ମଧ୍ୟରାତ୍ରରୁ ଏଲଓସିରେ ଫାୟରିଂ ବନ୍ଦ

ନୂଆଦିଲ୍ଲୀ,୨୫।୨: ଫେବୃୟାରୀ ୨୪-୨୫ ମଧ୍ୟରାତ୍ରରୁ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା (ଏଲ୍‌ଓସି)ରେ ଫାୟରିଂ ବନ୍ଦ ହୋଇଛି। ସୀମାରେ ଅସ୍ତ୍ରବିରତି ନେଇ ଦୁଇପକ୍ଷଙ୍କ ମଧ୍ୟରେ ସହମତି ପ୍ରକାଶ...

‘ଅଯଥାରେ କେନ୍ଦ୍ର ମନ୍ତ୍ରୀଙ୍କୁ ଗିରଫ କରାଯାଇ ନ ଥିଲା’

ମୁମ୍ବାଇ,୨୫।୮ : ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଚାପୁଡ଼ା ମାରିବା ମନ୍ତବ୍ୟ ଦେଇ ଗତକାଲି ଗିରଫ ହୋଇଥିଲେ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ। ଗିରଫ ହେବାର ୮...

ତେଜ ପ୍ରତାପ ଗଢିବେ ‘ତେଜ ସେନା’

ପାଟନା,୨୭।୬: ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତେଜ ପ୍ରତାପ ଯାଦବ ଏବେ ପୁଣି ଥରେ ଆସିଛନ୍ତି ଚର୍ଚ୍ଚାକୁ। କିଛିଦିନ...

ପିଏମ୍‌- କେୟାର୍ସ ଟଙ୍କା କୁଆଡ଼େ ଗଲା

କୋଲକାତା,୨।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ପିଏମ୍‌- କେୟାର୍ସ ପାଣ୍ଠି ଟଙ୍କା କୁଆଡ଼େ ଗଲା ବୋଲି ସେ ପ୍ରଶ୍ନ...

ଫ୍ଲପ ଫିଲ୍ମକୁ ଖରାପ ବୋଲି କହିଲେ ଭିକ୍କି

ମୁମ୍ବାଇ: ବଲିଉଡ ଅଭିନେତା ଭିକ୍କି କୌଶଲ ଏବେ ତାଙ୍କ ଅଭିନୀତ ମୁଭି ‘ଗୋବିନ୍ଦା ନାମ ମେରା’କୁ ନେଇ ଅଛନ୍ତି ଖୁବ ଚର୍ଚ୍ଚାରେ । ଏହାକୁ ଦର୍ଶକଙ୍କ...

Advertisement
Archives

Model This Week