Posted inଜାତୀୟ

କ୍ଷୀର କିଣିବାକୁ ଟଙ୍କା ନ ଥିଲା: ୮ମାସ ଶିଶୁର ତଣ୍ଟି ଚିପି ମାରିଦେଲେ ମା’

କନୌଜ, ୧୨।୭: ଉତ୍ତର ପ୍ରଦେଶର କନୌଜରେ ଏକ ଅଭାବନୀୟ ଘଟଣା ଘଟିଛି। ଭୋକିଲା ଶିଶକୁ କ୍ଷୀର କିଣି ଆଣି ଦେଇ ନ ପାରିବାରୁ ଶେଷରେ ନିଜ ଛୁଆର ତଣ୍ଟି ଚିପି ହତ୍ୟା କରିଛନ୍ତି ମା’। ପୋଲିସ ଘଟଣାରେ ସମ୍ପୃକ୍ତ ମହିଳାଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, କନୌଜରେ ରହୁଥିବା ଶାହିଦ୍‌ଙ୍କ ଆର୍ଥିକ ପରିସ୍ଥିତି ସମ୍ପୂର୍ଣ୍ଣ ଖରାପ ଥିଲା। ସ୍ତ୍ରୀ ଏବଂ ତିନି ଶିଶୁଙ୍କୁ ଧରି ସେ ରୋଜଗାର ସନ୍ଧାନରେ ମୁମ୍ବାଇ ଆସିଥିଲେ। ହଠାତ୍‌ ଏଠାରେ ତାଙ୍କୁ ଚାକିରି ମିଳି ନ ଥିଲା। ସେମାନଙ୍କୁ ଖାଇବାକୁ ଯୋଗାଇବା ପାଇଁ ଶାହିଦ୍‌ ଅସମର୍ଥ ଥିଲେ। ୨ ପିଲା ମାଗିଯାଚି ଖାଇଦେଉଥିବାବେଳେ ୮ ମାସର ସାନ ପୁଅ ତିନି ଦିନ ହେଲା ଭୋକିଲା ଥିଲେ। ପୁଅ କ୍ଷୀର ପାଇଁ ଡହଳବିକଳ ହେଉଥିବା ଦେଖି ମା’ ତାଙ୍କ ତଣ୍ଟି ଚିପି ଦେଇ ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ସୀମାଦେଇ କରୋନା ସଂକ୍ରମଣ ପାଇଁ ଚାଲିଛି ଯୋଜନା !

ନୂଆଦିଲ୍ଲୀ,୧୦।୪: କରୋନା ଭାଇରସର ସଂକ୍ରମଣକୁ ରୋକିବାକୁ କେନ୍ଦ୍ର ତଥା ସମସ୍ତ ରାଜ୍ୟ ସରକାର ଚେଷ୍ଟା ଚଳାଇଛନ୍ତି। ହେଲେ ଏହି ସମୟରେ ଏମିତି ଏକ ଖବର ଆସିଛି...

ଇପିଏଫ୍‌ ସୁଧ ହାର ୮.୬୫ ପ୍ରତିଶତ ହେବା ସମ୍ଭାବନା: ମାର୍ଚ୍ଚ ୫ରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧।୩: କର୍ମଚାରୀ ଭବିଷ୍ୟ ନିଧି ଜମା ଉପରେ ସୁଧ ହାର ଚଳିତ ୨୦୧୯-୨୦ ଆର୍ଥିକ ବର୍ଷରେ ୮.୬୫ ପ୍ରତିଶତ ରଖିବା ପାଇଁ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ...

ଇନଫୋସିସକୁ ଝଟ୍‌କା, ପାଣିରେ ପଡ଼ିଲା ନିବେଶକଙ୍କର ୪୦ ହଜାର କୋଟି…

ମୁମ୍ବାଇ, ୧୮।୪ : ଇନଫୋସିସର ନିବେଶକମାନେ ସଙ୍କଟର ସମ୍ମୁଖୀନ ହୋଇଛନ୍ତି। ସୋମବାର ଇନଫୋସିସ ଶେୟାରର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ୬.୮୯...

ଶିଶୁଙ୍କୁ ମିଳୁନି ଆବଶ୍ୟକ ପୋଷକ ତତ୍ତ୍ୱ: ୟୁନିସେଫ

ନୂଆଦିଲ୍ଲୀ,୨୩ ।୯: ଶିଶୁମାନଙ୍କୁ ନେଇ ୟୁନିସେଫ ଏକ ରିପୋର୍ଟ ଜାରି କରିଛି । ଯେଉଁଥିରେ ଦର୍ଶାଯାଇଛି କି ୨ ବର୍ଷରୁ କମ୍ ବୟସର ଶିଶୁଙ୍କ ବିକାଶ...

ବିଧାନସଭା ନିର୍ବାଚନ ପୂର୍ବରୁ ୟୁପି ଭାଜପାକୁ ବଡ ଝଟକା

ଲକ୍ଷ୍ନୌ,୧୧ ।୧: ଉତ୍ତର ପ୍ରଦେଶ କ୍ୟାବିନେଟ ମନ୍ତ୍ରୀ ସ୍ୱାମୀ ପ୍ରସାଦ ମୌର୍ଯ୍ୟ ଇସ୍ତଫା ଦେଇଛନ୍ତି । ସେ ସମାଜବାଦୀ ପାର୍ଟିରେ ସାମିଲ ହୋଇପାରନ୍ତି ବୋଲି ଆଲୋଚନା...

ଏମିତି କ’ଣ ହେଲା ଯେ, ଗତ ୩ମାସରୁ ଲୋକେ ମଦ ପିଇବା କମ୍‌ କରିଦେଇଛନ୍ତି

ନୂଆଦିଲ୍ଲୀ,୩୦।୪: ଗତ ୩ମାସରୁ ଏମିତି କ’ଣ ହେଲା ଯେ ଲୋକେ ମଦ ପିଇବା କମ୍‌  କରିଦେଇଛନ୍ତି। ବାସ୍ତବରେ ଲୋକମାନେ ମଦରୁ ନିଜେ ପିଛା ଛଡ଼େଇନାହାନ୍ତି ବରଂ...

୪୦ ଘଣ୍ଟା ଜଳିବ ମାଟିର ଏହି ଦୀପ: ଫୋନ୍‌କରି ଅର୍ଡର କରୁଛନ୍ତି ଲୋକେ

ଛତିଶଗଡ଼ର କୋଣ୍ଡାଗାଓଁରେ ରୁହନ୍ତି ଅଶୋକ ଚକ୍ରଧାରୀ । ବୃତ୍ତିରେ ସେ ଜଣେ କାରିଗର। ମାଟିରେ ସେ ଭିନ୍ନ ଭିନ୍ନ ଜିନିଷମାନ ତିଆରି କରି ବିକ୍ରି କରିଥାନ୍ତି।...

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ହୀରାନଗର ଜନବସତି ଉପରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧୩।୧୦: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ଶନିବାର ରାତିରୁ ରବିବାର ସକାଳ ୫ଟା ୩୦ ପର୍ଯ୍ୟନ୍ତ...

Advertisement
Archives

Model This Week