Posted inଜାତୀୟ

କ୍ଷୀର ଦୋକାନରେ ମିଳିବ ନାହିଁ କୁକୁଡା ମାଂସ

ଭୋପାଳ,୧୭।୯: ମଧ୍ୟପ୍ରଦେଶର ଭୋପାଳରେ ଗୋଟିଏ ଦୋକାନରେ କ୍ଷୀର ଓ କଡକନାଥ ବା କାଲାମାସି କୁକୁଡା ମାଂସ ମିଳିବ ନାହିଁ ବୋଲି ସରକାର କହିଛନ୍ତି। କମଲନାଥ ସରକାର ଏବେ ଏଥିପାଇଁ ଅଲଗା ଅଲଗା ପାର୍ଲର କରିବେ ବୋଲି ସୂଚନା ଦେଇଛନ୍ତି। ପାଇଲଟ ପ୍ରୋଜେକ୍ଟ ଜରିଆରେ ସରକାର ଚିନ୍ତା କରିଥିଲେ ଗୋଟିଏ ପାର୍ଲରରେ କ୍ଷୀର ଓ କୁକୁଡାମାଂସ ଏକାଠି ବିକ୍ରିକ କରିବାକୁ ଚିନ୍ତା କରିଥିଲେ। ହେଲେ ଏଥିରେ ଭାଜପା ରାଜି ନ ହେବାରୁ ଏବେ ଭିନ୍ନ ଭିନ୍ନ ପାର୍ଲରରେ କ୍ଷୀର ଓ କୁକୁଡା ମାଂସ ମିଳିବ ବୋଲି ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?