କ୍ଷୀର ପିଇବା ପୂର୍ବରୁ ଏସବୁ ଖାଇବା ମନା

କ୍ଷୀରରେ ବିଭିନ୍ନ ପ୍ରକାର ପୌଷ୍ଟିକ ଆହାର, ଭିଟାମିନ୍‌ ଏବଂ ମିନେରାଲ ରହିଛି। ଯାହା ଶରୀରକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ। କିନ୍ତୁ କ୍ଷୀର ପିଇବା ପୂର୍ବରୁ ଏମିତି କିଛି ଖାଦ୍ୟ ପାନୀୟ ରହିଛି, ଯାହାକୁ ସେବନ କଲେ ଶରୀର ଉପରେ ଏହାର କୁପ୍ରଭାବ ପଡ଼ିଥାଏ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ଦିଅନ୍ତି। ଜାଣନ୍ତୁ ଏ ସମ୍ପର୍କରେ…
ଲୁଣ:
ଲୁଣ ଖାଇବା ପରେ କ୍ଷୀର ଆଦୌ ପିଇବା ଉଚିତ୍‌ ନୁହେଁ। ଏହା ଶରୀର ପ୍ରତି ହାନିକାରକ।
ବିରି:
କ୍ଷୀର ପିଇବା ପୂର୍ବରୁ ବିରି ଡାଲି ଖାଇବା ଅନୁଚିତ। କାରଣ ଏହାକୁ ଖାଇଲେ ବିଭିନ୍ନ ପେଟ ଜନିତ ସମସ୍ୟା ଦେଖା ଦେଇଥାଏ।
ଖଟାଫଳ:
ସେଟ୍ରିକ୍‌ ଏସିଡ୍‌ ଯୁକ୍ତ ଖଟା ଫଳ ଖାଇବା ପରେ କ୍ଷୀର ପିଇବା ହାନିକାରକ।
ଆମିଷଯୁକ୍ତ ଖାଦ୍ୟ:
ଆମିଷଯୁକ୍ତ ଖାଦ୍ୟ ଖାଇ କ୍ଷୀର ପିଇବା ଅନୁଚିତ। ବିଶେଷକରି ମାଛ ଖାଇ କ୍ଷୀର ଆଦୌ ପିଇବା ଉଚିତ୍‌ ନୁହେଁ। ଏହାଦ୍ୱାରାପାଚନକ୍ରିୟା ପ୍ରଭାବିତ ହୋଇଥାଏ। ଅନ୍ତତଃ ମାଛ ଖାଇବାର ଦୁଇ ଘଣ୍ଟା ପରେ କ୍ଷୀର ପିଇବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଘର ପାଇଁ ବାସ୍ତୁ

ବାସ୍ତୁଶାସ୍ତ୍ର ଅନୁସାରେ ଘରଟିଏ ତୋଳିଲେ ଘରେ ସକାରାତ୍ମକ ଊର୍ଜା ଉତ୍ପନ୍ନ ହୋଇ ପରିବାରରେ ସୁଖଶାନ୍ତି ବଢିବା ସହ ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଆସିଥାଏ...

କଟକଣାରେ ୱେଡ୍‌ଲକ୍‌

ବାହାଘର। ସମସ୍ତଙ୍କ ବ୍ୟକ୍ତିଗତ ଜୀବନର ସବୁଠୁ ବଡ଼ ଉତ୍ସବ। ଏକଥା ଉଠିବା ମାତ୍ରେ ମନକୁ ଚାଲିଆସେ ଏକ ସୁନ୍ଦର ଭବ୍ୟ ଆୟୋଜନଭରା ବିଶାଳ ସେଲିବ୍ରେଶନ୍‌। ଖାସ୍‌...

ଗ୍ରହାଣୁ ସଂଘାତ ମହାକାଶ ଅଭିଯାନ

”କୌଣସି ଗ୍ରହାଣୁ ପୃଥିବୀ ଆଡ଼କୁ ଆସି ଧକ୍କା ହେବାର ସମ୍ଭାବନା ଜଣାଗଲେ ଗୋଟିଏ କୃତ୍ରିମ ଉପଗ୍ରହ ପଠାଇ ତାହା ସହିତ ସଂଘର୍ଷ କରାଇ ତାହାର ଗତିପଥ...

ମକର ସଂକ୍ରାନ୍ତିରେ ଘରେ ପ୍ରସ୍ତୁତ କରନ୍ତୁ ଏହି ବ୍ୟଞ୍ଜନ

ସୂର୍ଯ୍ୟଙ୍କ ଉତ୍ତରାୟଣ ଗତିକୁ ସାରା ଦେଶରେ ମକର ସଂକ୍ରାନ୍ତି ପର୍ବ ଭାବେ ପାଳନ କରାଯାଏ। ହିନ୍ଦୁ ଧର୍ମରେ ଏହି ପର୍ବର ଏକ ସ୍ବତନ୍ତ୍ର ମହତ୍ୱ ରହିଛି।...

ଏହି ୪ ମାମଲାରେ ପୁରୁଷଙ୍କଠାରୁ ଆଗରେ ରହିଥାନ୍ତି ମହିଳା; ଜାଣନ୍ତୁ ଏପରି କାହିଁକି କହିଛନ୍ତି ଚାଣକ୍ୟ…

ଚାଣକ୍ୟ ଭାରତର ମହାନ ରାଜନୈତିଜ୍ଞ, କୁଟନିତିଜ୍ଞ ଏବଂ ଅର୍ଥଶାସ୍ତ୍ରୀ ଥିଲେ। ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ରାଜା କରିବାରେ ଚାଣକ୍ୟଙ୍କ ବଡ଼ ଯୋଗଦାନ ଥିଲା। ଆଜିର ସମୟରେ ମଧ୍ୟ...

ଏହା ହେଉଛି ଶୀଘ୍ର ବୁଢ଼ା ହେବାର କାରଣ, ଏଡ଼ାଇବାର ସହଜ ଉପାୟ ଜାଣନ୍ତୁ…

ଚନ୍ଦ୍ରଗୁପ୍ତ ମୋର୍ଯ୍ୟ ଜଣେ ସାଧାରଣ ବାଳକ ଥିଲେ। ହେଲେ ତାଙ୍କୁ ଅଖଣ୍ଡ ଭାରତର ସମ୍ରାଟ କରିଥିଲେ ଆଚାର୍ଯ୍ୟ ଚାଣକ୍ୟ। ତାଙ୍କ ନୀତି ଶାସ୍ତ୍ର ଅନେକ ଜ୍ଞାନର...

ଘରେ କରନ୍ତୁ ହେୟାର ଡିଟକ୍ସ

କେଶକୁ ସୁନ୍ଦର ଏବଂ ମଜଭୁତ କରିବା ଲାଗି ଏହାକୁ ପରିଷ୍କାର ରଖିବା ସହ ଯତ୍ନ ନେବା ଆବଶ୍ୟକ। ତେବେ ଏଥିପାଇଁ ଆପଣ ଚାହିଁଲେ ଘରେ ହେୟାର୍‌...

ଆଳୁ ପୁରି

ଆବଶ୍ୟକ ସାମଗ୍ରୀ-: ଅଟା- ୧କପ୍‌, ସୁଜି- ଅଧାକପ୍‌, ସିଝା ଆଳୁ- ୨ଟି, ଅଦା- ଛୋଟ ଖଣ୍ଡେ, କଞ୍ଚାଲଙ୍କା- ୨-୩ଟି, ଧନିଆପତ୍ର କଟା- ୧ ଚାମଚ, ଲଙ୍କାଗୁଣ୍ଡ-...

Advertisement
Archives

Model This Week