Posted inଜାତୀୟ

କ୍ଷୀର ସହିତ ଏବେ ୯ ଶହ ଟଙ୍କା ଦେବେ ଗୋ ମାତା

ଲକ୍ଷ୍ନୌ,୨୨।୮: ଏଣିକି ଗୋ ମାତା କ୍ଷୀର ସହିତ ୯ ଶହ ଟଙ୍କା ମଧ୍ୟ ଦେବେ। ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଜିଲାରେ ଗୋବଂଶ ସୁରକ୍ଷା ପାଇଁ ଜିଲାପାଳ ଶୈଳେନ୍ଦ୍ର କୁମାର ଏଭଳି ଏକ ନିଆରା ପଦକ୍ଷେପ ନେଇଛନ୍ତି। କ୍ଷୀର ଦେବା ବନ୍ଦ କରିବା ପରେ ଗାଈଙ୍କୁ ରାସ୍ତାରେ ନ ଛାଡ଼ି ଘରେ ବାନ୍ଧି ରଖି ସେବା କଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ମାସିକ ୯ଶହ ଟଙ୍କା ଦିଆଯିବାର ଯୋଜନା ପ୍ରସ୍ତୁତ କରାଯାଇଛି। ଏହି ଯୋଜନା ଦ୍ୱାରା ଜିଲାର ୨୨ ଶହ ବେସାହାରା ଗାଈଙ୍କୁ ସୁରକ୍ଷିତ କରାଯାଇ ପାରିବ ବୋଲି କୁହାଯାଉଛି। ସେହିପରି ରାସ୍ତାରେ ବୁଲୁଥିବା ଗାଈଗୋରୁଙ୍କ ସେବା କଲେ ମଧ୍ୟ ଏଭଳି ପ୍ରୋତ୍ସାହନ ଦିଆଯିବ ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ନିର୍ବାଚନରେ ଧୀବରଙ୍କ ପାଇଁ ଆଲୋଡା ପ୍ରତିଶ୍ରୁତି, ଚାହୁଁଛନ୍ତି ପାକିସ୍ତାନ ଜେଲରୁ ସେମାନଙ୍କ ପରିବାର ସଦସ୍ୟଙ୍କ ମୁକ୍ତି…

ଅହମଦାବାଦ,୨୮।୧୧ : ଡିସେମ୍ବର ୧ ଏବଂ ୫ ରେ ଗୁଜୁରାଟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ସମସ୍ତ ରାଜନୈତିକ...

ମହିଳାଙ୍କୁ ପ୍ରେମିକଙ୍କ ସହ ଉଲଗ୍ନ କରି ଗାଁରେ ବୁଲାଇଲେ

ରାଞ୍ଚି,୨୯।୯: ଅନୈତିକ ସମ୍ପର୍କ ରଖିବା ଅଭିଯୋଗରେ ଜଣେ ବିବାହିତା ମହିଳାଙ୍କୁ ତାଙ୍କ ପ୍ରେମିକଙ୍କ ସହ ଉଲଗ୍ନ କରି ଗାଁ ବୁଲାଇଛନ୍ତି ଗ୍ରାମବାସି। ଝାଡ଼ଖଣ୍ଡର ଡୁମକା ଜିଲାର...

ରାମ ମନ୍ଦିର ନିର୍ମାଣ କେନ୍ଦ୍ର ସରକାରଙ୍କ ଯୋଗୁ ନୁହେଁ ସୁପ୍ରିମ୍‌କୋର୍ଟଙ୍କ ଯୋଗୁ ସମ୍ଭବ ହୋଇଛି: ଆଦିତ୍ୟ ଠାକରେ…

ହାଇଦ୍ରାବାଦର ,୧୨।୪ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରି ଶାସକ ଶିବସେନାର ସହଯୋଗୀ...

ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ ପରେ ହତ୍ୟା

ମିରଟ୍‌,୨୩ା୧୨: ଉତ୍ତରପ୍ରଦେଶର ବାଗପତ୍‌ ଜିଲାର କେକାଡା ଅଧୀନ ଫଖରପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬ ବର୍ଷର ଶୁଶୁଙ୍କୁ ତାଙ୍କର ଜଣେ ସମ୍ପର୍କୀୟ...

ପରିତ୍ୟକ୍ତା ହିନ୍ଦୁ ମହିଳାଙ୍କୁ ନ୍ୟାୟ ମିଳିବା ପାଇଁ ଅଣାଯିବ ଆଇନ: ଯୋଗୀ

ନୂଆଦିଲ୍ଲୀ,୨୫।୯: ପରିତ୍ୟକ୍ତା ହିନ୍ଦୁ ମହିଳାଙ୍କୁ ନ୍ୟାୟ ମିଳିବା ପାଇଁ ଆଇନ ଅଣାଯିବ। ବୁଧବାର ତିନି ତଲାକ୍‌ ପୀଡ଼ିତା ମହିଳାଙ୍କୁ ଭେଟି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ...

କେବଳ ଆର୍ଯ୍ୟ ସମାଜର ବିବାହ ପ୍ରମାଣପତ୍ର ଯଥେଷ୍ଟ ନୁହେଁ: ହାଇକୋର୍ଟ

ପ୍ରୟାଗରାଜ,୬।୯: ବିବାହ ପ୍ରମାଣ କରିବା ପାଇଁ ଆର୍ଯ୍ୟ ସମାଜ ମନ୍ଦିରର ବିବାହ ପ୍ରମାଣପତ୍ର ଯଥେଷ୍ଟ ନୁହେଁ। ଏକ ଆବେଦନର ଶୁଣାଣି ସମୟରେ ଏଭଳି ମନ୍ତବ୍ୟ ଦେଇଛନ୍ତି...

୩୭୦ ଉଚ୍ଛେଦକୁ ସମର୍ଥନ କଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୮।୮:ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ କଂଗ୍ରେସ ଦୁଇ ଫାଳ ହୋଇଯାଇଛି। କିଛି ନେତା ଏହାକୁ ସମର୍ଥନ କରୁଥିଲାବେଳେ ଆଉ କିଛି ନେତା ଏହାକୁ ବିରୋଧ...

ରାଜ୍ୟ ସଭାରେ ଭାଜପା ସଦସ୍ୟଙ୍କ ସଂଖ୍ୟା ୧୦୦ ଛୁଇଁଲା

ନୂଆଦିଲ୍ଲୀ,୧।୪: ଆସାମ, ତ୍ରିପୁରା ଏବଂ ନାଗାଲାଣ୍ଡରେ ଗୁରୁବାର ଅନୁଷ୍ଠିତ ରାଜ୍ୟ ସଭା ନିର୍ବାଚନରେ ଭାଜପା ଗୋଟିଏ ଲେଖାଏ ଆସନ ଜିତିଛି। ଏହା ଫଳରେ ରାଜ୍ୟ ସଭାରେ...

Advertisement
Archives

Model This Week