କ୍ଷୁଦ୍ର ନାଟକରେ କରୋନା ସଚେତନତା

ଭଞ୍ଜନଗର,୨୫।୪(ଡି.ଏନ.ଏ)-ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡିସ୍ଥିତ ଓମ୍‌ ସଙ୍ଗୀତ ଏକାଡ଼େମୀର କଳାକାରମାନେ ଏକ ଗୀତ ମାଧ୍ୟମରେ କରୋନା ସଚେତନତା କରିଛନ୍ତି। ପ୍ରଦୀପ ସ୍ବାଇଁଙ୍କ ନିର୍ଦ୍ଦେଶନା ଓ ଚାନ୍ଦିନି ସିଂଙ୍କ କଣ୍ଠରେ ପ୍ରସ୍ତୁତ ହୋଇଥିବା ଏହି ଗୀତ ସୋସିଆଲ ମିଡ଼ିଆରେ ଲୋକଙ୍କ ମନକୁ ଛୁଇଁଛି । ସେହିପରିି ଭଞ୍ଜନଗର ୟୁନିକ୍‌ ଡ଼୍ୟାନ୍ସ ଏକାଡ଼େମୀ ଓ କଣ୍ଟେଇପଲ୍ଲୀ ଫେନିକ୍ସ ପବ୍ଲିକ ସ୍କୁଲ ଦ୍ୱାରା କରୋନା ସଚେତନତାମୂଳକ କ୍ଷୁଦ୍ର ନାଟକ ଡିଭିଡ଼ି ଭାଗ ଭାଗକୁ ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ ବୁଧବାର ଉଦ୍‌ଘାଟନ କରିଛନ୍ତି । ନାଟ୍ୟକାର ପ୍ରଫୁଲ ବେହେରାଙ୍କ ରଚିତ ଏହି ନାଟକକୁ ଶିଶିର ଦାସ ନିର୍ଦ୍ଦେଶନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

ରାଜ୍ୟସ୍ତରୀୟ ଧନୁଯାତ୍ରା କୁଇଜ୍‌ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ…

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଐତିହ୍ୟ ଓ ପରମ୍ପରାକୁ ବର୍ତ୍ତମାନର ଛାତ୍ରୀଛାତ୍ରମାନଙ୍କୁ ଅବଗତ କରାଇବା ପାଇଁ ସ୍ଥାନୀୟ ଲେଙ୍ଗୁମିଶ୍ର ଷ୍ଟାଡିୟମରେ ଆୟୋଜିତ ହସ୍ତତନ୍ତ ମେଳା...

ପୁରୀ ବଳଗଣ୍ଡି ଛକରେ ସ୍କୁଟିକୁ ଧକ୍କା ଦେଲା ବୋଲେରୋ, ନାବାଳକ ମୃତ

ପୁରୀ, ୨/୧( ଅଜିତ୍ କୁମାର ମହାନ୍ତି ): ସକାଳୁ ସକାଳୁ ବଡ଼ଦାଣ୍ଡରେ ଦୁର୍ଘଟଣା । ଶୁକ୍ରବାର ପୂର୍ବାହ୍ନରେ ପୁରୀ ବଡ଼ଦାଣ୍ଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ...

ପର୍ଯ୍ୟଟନସ୍ଥଳୀରେ ଜମୁଛି ଲୋକଙ୍କ ଭିଡ଼, ୧୧୦ ଫୁଟ ଉଚ୍ଚର ବତିଘର ଉପରୁ ସେଲ୍‌ଫି ନେଇ…

ମହାକାଳପଡ଼ା,୨ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ନୂଆବର୍ଷରେ ବିଭିନ୍ନ ଧାର୍ମିକ ପୀଠ ଓ ପର୍ଯ୍ୟଟନ ସ୍ଥଳରେ  ଶ୍ରଦ୍ଧାଳୁମାନଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ...

ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ବିଭ୍ରାଟ, ସକାଳ ୯ଟା ୪୫ରେ ହେଲା ପତିତପାବନଙ୍କ ଆଳତି

ପୁରୀ ୨/୨( ଅଜିତ୍ କୁମାର ମହାନ୍ତି ):  ପୁରୀ ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ପୁଣି ବିଭ୍ରାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ମହାପ୍ରଭୁଙ୍କ ନୀତିକୁ ଗୁରୁତ୍ଵ ଦେଇ...

ଶୋଇଥିଲେ ବି ବିକାଶ କଥା ଚିନ୍ତା କରେ: ଭାବବିହ୍ବଳ କଲେ ନରସିଂହ

ଲୋଇସିଂହା,୨।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ କ୍ଲବ ପକ୍ଷରୁ ଅଭିନନ୍ଦନ-୨୦୨୬ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri