କ୍ୟାଟ୍ରିନାଙ୍କ ଫିଟ୍‌ନେସ୍‌ ମନ୍ତ୍ର

କ୍ୟାଟ୍ରିନା ଏବେ ବୁଲିବୁଲି ଫିଟ୍‌ନେସ ମନ୍ତ୍ର ବାଣ୍ଟୁଛନ୍ତି। କେବଳ ସେତିକି ନୁହେଁ, ନିଜ ଫିଗରକୁ ଆହୁରି ଆଟ୍ରାକ୍ଟିଭ କରିବାକୁ ସେ ଜିମ୍‌ରେ ଅଧିକ ସମୟ କଟାଇବା ସହ ଡାଏଟିଂ ଉପରେ ଗୁରୁତ୍ୱ ଦେଉଛନ୍ତି। ଏ ସମ୍ପର୍କରେ କ୍ୟାଟ୍ରିନା କହନ୍ତି, ‘ଆକ୍ଟିଂ ପାଇଁ ନିଜ ଫିଟ୍‌ନେସକୁ ମୁଁ ସବୁବେଳେ ଗୁରୁତ୍ୱ ଦେଇଥାଏ। ତେଣୁ ଖୁବ୍‌ଶୀଘ୍ର ମୋର ୨-୩ଟି ସିନେମାର ଶୁଟିଂ ଆରମ୍ଭ ହେବ। ତେଣୁ ଏଥିପାଇଁ ନିଜ ଫିଟ୍‌ନେସ ପ୍ରତି ଅଧିକ ଗୁରୁତ୍ୱ ଦେବାକୁ ପଡୁଛି। ଅକ୍ଷୟ କୁମାର-କ୍ୟାଟ୍ରିନା ଅଭିନୀତ ତଥା ରୋହିତ ସେଟ୍ଟୀଙ୍କ ନିର୍ଦ୍ଦେଶିତ ‘ସୂର୍ଯ୍ୟବଂଶୀ’ ଚଳିତବର୍ଷ ମାର୍ଚ୍ଚ ୨୩ରେ ରିଲିଜ ହେବାକୁ ଯାଉଛି। ତା’ ସହ ସେ ନିକଟରେ ଏକ ହରର ଫିଲ୍ମ ସାଇନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଫେୟାର ପୁରସ୍କାର ଫେରାଇ ଦେଇଥିଲେ ବଲିଉଡ୍‌ର ଆଙ୍ଗ୍ରିମ୍ୟାନ୍‌

ବଲିଉଡ୍‌ର ଆଙ୍ଗ୍ରି ମ୍ୟାନ୍‌ ଭାବେ ପରିଚିତ ପ୍ରାନ୍‌ଙ୍କ ଆଜି ୧୦୦ତମ ଜନ୍ମଦିବସ। ୧୯୨୦ ମସିହା ଫେବୃୟାରୀ ୨୦ରେ ସେ ପୁରୁଣା ଦିଲ୍ଲୀର ବଲ୍ଲୀମାରା ଅଞ୍ଚଳରେ ଜନ୍ମଗ୍ରହଣ...

ଅଭିନେତା ପାର୍ଥ ସମ୍‌ଥାନଙ୍କୁ କରୋନା

ନୂଆଦିଲ୍ଲୀ,୧୩।୭: ଅଭିନେତା ପାର୍ଥ ସମ୍‌ଥାନ କରୋନାରେ ଆକ୍ରାନ୍ତ ହୋଇଛନ୍ତିି। ‘କସୌଟି ଜିନ୍ଦେଗୀ କେ’ ଟିଭି ସିରିୟଲରେ ଅନୁରାଗ ବସୁ ଭୂମିକାରେ ଅଭିନୟ କରି ସେ ଦର୍ଶକଙ୍କ...

କାନାଡାରୁ ଭାରତ ଆସିବାବେଳେ ମାତ୍ର ୫ ହଜାର ଟଙ୍କା ଆଣି ଆସିଥିଲେ ଏହି ଅଭିନେତ୍ରୀ, ଏବେ କୋଟିପତି

କାନାଡାର ଜଣେ ଅଭିନେତ୍ରୀ ଯେତେବେଳେ ଭାରତ ଆସିଥିଲେ ସେତେବେଳେ ସାଥୀରେ ଚଳିବା ପାଇଁ କିଛି ଟଙ୍କା ଆଣିଥିଲେ। ଯେଉଁ ଟଙ୍କାରେ ଚଳିବା ତାଙ୍କ ପାଇଁ କଷ୍ଟକର...

୨ଶହ କୋଟି କ୍ଲବରେ ସାମିଲ ହେଲା ତାନାଜୀ

ମୁମ୍ବାଇ: ବଲିଉଡ୍‌ ନାୟକ ଅଜୟ ଦେବଗନ ଓ କାଜଲଙ୍କ ଅଭିନୀତ ଫିଲ୍ମ ‘ତାନାଜୀ: ଦ ଅନସଙ୍ଗ ଓ୍ବାରିୟର’ ୨ଶହ କୋଟି କ୍ଳବରେ ସାମିଲ ହୋଇଛି। ଫିଲ୍ମ...

ଚଙ୍କି ପାଣ୍ଡେ କରିପାରି ନ ଥିବା କାମ କରି ଦେଖାଇଲେ ଝିଅ ଅନନ୍ୟା

ଅଭିନୟ କ୍ୟାରିୟରରେ ବଲିଉଡ୍‌ ଅଭିନେତା ଚଙ୍କି ପାଣ୍ଡେ ଯେଉଁ କାମ କରିପାରି ନାହାନ୍ତି ତାହା ତାଙ୍କ ଝିଅ ଅନନ୍ୟା କରି ଦେଖାଇଛନ୍ତି। ଏ କଥା ନିଜେ...

କନ୍ୟା ସନ୍ତାନର ବାପା ହେଲେ ଜୟ ଭାନୁଶାଳୀ

ଛୋଟ ପରଦାର ଚର୍ଚ୍ଚିତ କଳାକାର ଜୟ ଭାନୁଶାଳୀ ବାପା ହୋଇଛନ୍ତି। ସ୍ତ୍ରୀ ମାହି ବିଜ ବୁଧବାର ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ମାହି ଏବଂ...

ବାହୁବଳୀ ପରେ ରାମାୟଣକୁ ନେଇ ଫିଲ୍ମ କରିବେ ରାଜାମୌଳି !

ମୁମ୍ବାଇ: ରାମାୟଣକୁ ନେଇ ଲୋକଙ୍କ ଭିତରେ କେତେ କ୍ରେଜ୍‌ ରହିଛି ଏବେ ତାହା ସ୍ପଷ୍ଟ ବାରି ହୋଇ ପଡିଛି। ଦେଶରେ ଚାଲିଥିବା ଲକ୍‌ଡାଉନ ସମୟରେ ଦୂରଦର୍ଶନରେ...

ସିଦ୍ଧାର୍ଥ ମାଲହୋତ୍ରାଙ୍କୁ ୩୫ ପୂରିଲା: ଏବେ ବି ଆଲିଆ-ଜ୍ୟାକଲିନ୍‌ଙ୍କୁ ପାରି ନାହାଁନ୍ତିି ଭୁଲି

ମୁମ୍ବାଇ: ବଲିଉଡ୍‌ ଷ୍ଟାର ସିଦ୍ଧାର୍ଥ ମାଲହୋତ୍ରା ଗୁରୁବାର ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୫ ଜାନୁୟାରୀ ୧୬ରେ ଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ସେ ୧୮...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *