କ୍ୟାନସରରୁ ରକ୍ଷା କରେ ସୋରିଷ ଶାଗ

ସୋରିଷ ଶାଗ ଅନେକଙ୍କର ପ୍ରିୟ। ଏହି ସ୍ବାଦିଷ୍ଟ ବ୍ୟଞ୍ଜନରେ ପୋଷକ ତତ୍ତ୍ୱ ଭରପୂର୍‌ ମାତ୍ରାରେ ଥାଏ, ଯାହା ଶରୀରକୁ ଅନେକ ପ୍ରକାର ରୋଗରୁ ରକ୍ଷାକରେ। ଏଥିରେ ଥିବା ପ୍ରୋଟିନ୍‌, ପଟାସିୟମ୍‌, ଭିଟାମିନ୍‌, ମ୍ୟାଗ୍ନେସିୟମ ଏବଂ ନ୍ୟୁଟ୍ରିସନ୍‌ କ୍ୟାନସର୍‌ ଭଳି ରୋଗର ବି ନିଦାନ କରିଥାଏ। ଏହି ଶାଗରେ ଆଣ୍ଟିଅକ୍ସିଡାଣ୍ଟ ପ୍ରଚୁର ପରିମାଣରେ ଥାଏ, ଯାହା ଶରୀରକୁ ଡିଟକ୍ସିଫାଇ କରି ରୋଗପ୍ରତିରୋଧକ କ୍ଷମତା ବୃଦ୍ଧି ହୋଇଥାଏ। ଏହାର ସେବନ ଦ୍ୱାରା ଶରୀରକୁ ୬ ପ୍ରକାରର(ବ୍ଲାଡର୍‌, ପେଟ, ସ୍ତନ, ଫୁସ୍‌ଫୁସ୍‌, ପ୍ରୋଷ୍ଟେଟ୍‌ ଏବଂ ଓଭାରୀ) କ୍ୟାନସର୍‌ରୁ ରକ୍ଷା ମିଳିଥାଏ। କାରଣ ଏଥିରେ ଥିବା ବିଭିନ୍ନ ପ୍ରକାର ଜରୁରୀ ପୋଷକତ୍ବ କ୍ୟାନସର୍‌ କୋଷିକାକୁ ନଷ୍ଟ କରିବାରେ ସାହାଯ୍ୟ କରିଥାନ୍ତି। ଏହି ଶାଗରେ ଭିଟାମିନ୍‌ ‘ଏ’ ପ୍ରଚୁର ପରିମାଣରେ ଥିବାରୁ ଏହା ଦୃଷ୍ଟିଶକ୍ତି ପ୍ରଖର କରେ। ସୋରିଷ ଶାଗ ଖାଇବା ଦ୍ୱାରା ଶରୀରରେ କୋଲେଷ୍ଟୋରଲ୍‌ ସ୍ତର ହ୍ରାସ ପାଇଥାଏ। ଯାହାଦ୍ୱାରା ହାର୍ଟଆଟାକ୍‌, ହାଇପର୍‌ ଟେନସନ୍‌ ଏବଂ ହୃତ୍‌ପିଣ୍ଡ ସମ୍ବନ୍ଧିତ ଅନ୍ୟ ଗମ୍ଭୀର ରୋଗର ଆଶଙ୍କା ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦାଗ ଦୂରକରିବ ପୁଦିନା

ପୁଦିନାରେ ବିଭିନ୍ନ ପ୍ରକାର ଔଷଧୀୟ ଗୁଣ ରହିବା ସହ ଏହା ମଧ୍ୟ ସୌନ୍ଦର୍ଯ୍ୟ ପାଇଁ ଲାଭକାରୀ ହୋଇଥାଏ। ତ୍ୱଚାରେ ଥିବା ଦାଗ ଦୂର କରିବାକୁ ଏହା...

ଶୀତଦିନେ ଗରମପାଣିରେ ଗାଧୋଇଲେ କ’ଣ ହୋଇଥାଏ

ଶୀତଦିନ ଆସିଗଲାଣି। ଏବେ ଲୋକମାନେ ଗରମପାଣିରେ ଗାଧୋଇବା ଆରମ୍ଭ କରିଦେଲେଣି। ଥରେ ଯଦି ଗରମପାଣିରେ ଗାଧୋଇବା ଆରମ୍ଭ କରିଦେବେ ତା’ହେଲେ ଥଣ୍ଡାପାଣିରେ ଗାଧୋଇବାକୁ ଇଚ୍ଛା ହେବ...

ସଭିଙ୍କ ପ୍ରିୟ

ଜୀବନଯାତ୍ରାରେ ନାରୀଟିଏ ମା’, ଝିଅ, ଭଉଣୀ, ସ୍ତ୍ରୀ, ବାନ୍ଧବୀ ଭଳି ଅନେକ ଭୂମିକାରେ ଅବତୀର୍ଣ୍ଣ। ସେ ଦାୟିତ୍ୱବୋଧତା, କର୍ତ୍ତବ୍ୟପରାୟଣତା, ସହନଶୀଳତା ଏବଂ ଭଲ ଗୁଣ ଯୋଗୁ...

ନିଦ ହେଉ ନ ଥିଲେ ଆପଣାନ୍ତୁ ଏହିସବୁ ଉପାୟ

ଆଜିକାଲି ନିଦ ନହେବା ଏକ ବଡ ସମସ୍ୟା ରୂପେ ଦେଖାଯାଉଛି। ମାନସିକ ଚାପ, କାର୍ଯ୍ୟ ଭାର, ଦୁଶ୍ଚିନ୍ତା, କୋଳାହଳଯୁକ୍ତ ପରିବେଶ ଆଦି ପାଇଁ ଏଭଳି ସମସ୍ୟା...

ଘର ନଷ୍ଟ କରିଦିଏ ମହିଳାଙ୍କ ଏହି ୫ ଅଭ୍ୟାସ, ଜାଣନ୍ତୁ ଏପରି କାହିଁକି କହିଛନ୍ତି ଚାଣକ୍ୟ…

ଚାଣକ୍ୟଙ୍କୁ ଶ୍ରେଷ୍ଠ ବିଦ୍ୱାନ ଭାବେ ଗଣାଯାଏ। ସେ ବିପରିତ ପରିସ୍ଥିତିରେ ମଧ୍ୟ ନିଜର ଲକ୍ଷ୍ୟକୁ ହାସଲ କରିଥିଲେ। ରାଜନୀତିଠାରୁ ଆରମ୍ଭ କରି କୁଟନୀତି ପର୍ଯ୍ୟନ୍ତ ସବୁଥିରେ...

ଅନେକ ପୁରୁଷ ପ୍ରେମିକାଙ୍କୁ କହିଥାନ୍ତି ଏହି ୬ ମିଛ, ଜାଣିଲେ…

ସମ୍ପର୍କରେ ଅନେକ ପୁରୁଷ ମିଛ କହିଥାନ୍ତି , ତେବେ ଏହି ମିଛ କହିବାର ଅନେକ ଗୁଡ଼ଏ କାରଣ ମଧ୍ୟ ରହିଛି। କେତେବେଳେ ପ୍ରେମିକ ତାଙ୍କ ପ୍ରେମିକାକୁ...

ରମନ୍‌ ପ୍ରଭାବ

ପ୍ରତିବର୍ଷ ଫେବୃୟାରୀ ୨୮ ତାରିଖକୁ ‘ଜାତୀୟ ବିଜ୍ଞାନ ଦିବସ’ ଭାବରେ ପାଳନ କରାଯାଇ ଆସୁଅଛି। ସେ ସମ୍ପର୍କିତ ବିଷୟକୁ ନେଇ ଉପସ୍ଥାପନା… କଥା ୧୯୨୧ ମସିହାର।...

ରିକମ୍ବିନାଣ୍ଟ ଡିଏନ୍‌ଏ

”ଡିଏନ୍‌ଏର ଆକୃତି ଓ କାର୍ଯ୍ୟପ୍ରଣାଳୀ ବିଷୟରେ ଜେମ୍ସ ୱାଟ୍‌ସନ ଓ ଫ୍ରାନ୍ସିସ୍‌ କ୍ରିକ୍‌ ପ୍ରଥମେ ଗବେଷଣା କରିଥିଲେ, ଯାହା ୧୯୫୩ ମସିହାରେ ପ୍ରସିଦ୍ଧ ‘ନେଚର ପତ୍ରିକା’ରେ...

Advertisement
Archives

Model This Week